ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ ‘ସମ୍ପୂର୍ଣ୍ଣତା ଅଭିଯାନ ୨.୦’ର ବ୍ଲକ ସ୍ତରୀୟ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି କରୁଛି। ଅଞ୍ଚଳବାସୀଙ୍କୁ କଲବଲ କରୁଛି ଦୂଷିତ…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର ବ୍ରେକଫାଷ୍ଟ’ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ସେ…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା ଭାରତ ସମେତ ୫୪ଟି ଦେଶକୁ ନେଇ…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ ପରିଡ଼ା ବିଜୟୀ ହୋଇ ରାଜ୍ୟର ଉପମୁଖ୍ୟମନ୍ତ୍ରୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ସକାଳେ ଗଁାରେ ପହଞ୍ଚତ୍ବା ପରେ…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର। ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା ଫେରସ୍ତ ପ୍ରକ୍ରିୟା ଜାରି ରହିବ। ରାଜ୍ୟ ସରକାର ଜାନୁଆରୀ ୩୧ ଅବଧିକୁ ମାର୍ଚ୍ଚ…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ ଲୁହା(୨୪) ଏବଂ ଗୋବିନ୍ଦପାଲି ନିବାସୀ ସୁରଜ ବାରିକ (୨୪) । ଅନ୍ୟଜଣେ ବୁର୍ଲାରେ…

ପଞ୍ଜାବରେ ପୁଣି ରାଜନୈତିକ ହତ୍ୟାକାଣ୍ଡ: ଆପ୍ ନେତା ଲକି ଓବରାଏଙ୍କୁ କାର ଭିତରେ ଗୁଳି କରି ହତ୍ୟା

ନୂଆଦିଲ୍ଲୀ,୬।୨: ପଞ୍ଜାବର ଜଲନ୍ଧରରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ ଆଦମୀ ପାର୍ଟି (ଆପ୍)ର ଜଣେ ପ୍ରମୁଖ ନେତା ଲକି ଓବରାଏଙ୍କୁ ଦିନଦ୍ୱିପ୍ରହରରେ ଗୁଳି କରି ହତ୍ୟା କରାଯାଇଛି। ସହରର ପୋଶ୍ ଅଞ୍ଚଳ କୁହାଯାଉଥିବା ‘ମଡେଲ ଟାଉନ’ସ୍ଥିତ ଗୁରୁଦ୍ୱାର ସାହିବ ବାହାରେ…

RCBର ଚମତ୍କାର ବିଜୟ ପରେ କହୁ କହୁ ଏମିତି କହିଦେଲେ ବିରାଟ କୋହଲି

ନୂଆଦିଲ୍ଲୀ,୬।୨: ମହିଳା ପ୍ରିମିୟର ଲିଗ ୨୦୨୬ ଫାଇନାଲରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଜବରଦସ୍ତ ବିଜୟ ପରେ, ପୂର୍ବତନ ପୁରୁଷ ଦଳର ଅଧିନାୟକ ଏବଂ ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ସୋସିଆଲ ମିଡିଆରେ ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କରିଛନ୍ତି। କୋହଲି…

ଏଫ୍‌ଆଇଏଚ୍ ପ୍ରୋ-ଲିଗ୍‌: ଭାରତୀୟ ଦଳରେ ୫ ଓଡ଼ିଆ, ରୋଶନ କୁଜୁରଙ୍କୁ ପ୍ରଥମ ଥର ସୁଯୋଗ

ରାଉରକେଲା,୬ା୨: ଫେବ୍ରୁଆରୀ ୧୦ରୁ ୧୫ ପର୍ଯ୍ୟନ୍ତ ରାଉରକେଲାର ବିର୍ସା ମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏଫ୍‌ଆଇଏଚ୍ ପ୍ରୋ-ଲିଗ୍ (ପୁରୁଷ) ପାଇଁ ହକି ଇଣ୍ଡିଆ ଗୁରୁବାର ୨୪ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଏହି ଦଳରେ ଓଡ଼ିଶାର…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର: ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୬ା୨(ସୁଚିସ୍ମିତା ସାହୁ):ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ସମୟସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହାକୁ ଫେବୃଆରୀ ୫ ତାରିଖ ଯାଏ ବଢ଼ାଯାଇଥିଲାବେଳେ ଏବେ ଆସନ୍ତା ୧୮ ତାରିଖକୁ ପୁନଃ ବୃଦ୍ଧି କରାଯାଇଛି। ଏଥିପାଇଁ www.msp.odisha.gov.inରେ ଆବେଦନ କରିପାରିବେ ବୋଲି ବିଦ୍ୟାଳୟ ଓ…

ରାଜ୍ୟରେ ପୁଣି ବଢ଼ିଲା ଶୀତ: ଆଗାମୀ ୩ ଦିନ କମିବ ପାରଦ, ଏସବୁ ଜିଲାରେ କୁହୁଡ଼ି

ଭୁବନେଶ୍ୱର,୬।୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା ଲକ୍ଷ୍ୟ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି ସାମ୍ରାଜ୍ୟରେ ଓଟଙ୍କୁ ନେଇ ରହିଆସିଥିବା ପ୍ରାଧାନ୍ୟକୁ ଗୁରୁତ୍ୱ ଦେବା ସହିତ ସେମାନଙ୍କ ପରିଚାଳନା…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ ଥର ପାଇଁ ଟାଇଟଲ୍ ହାସଲ କରିଛି। ସ୍ମୃତି ମନ୍ଧାନାଙ୍କ ନେତୃତ୍ୱରେ RCB ପୁଣିଥରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri