କୋଏମ୍ବାଟୁର-ଆସନ୍‌ସୋଲ ଚାଲିବ ସ୍ପେଶାଲ ଟ୍ରେନ୍‌ :ଭଦ୍ରକ ଓ ଭୁବନେଶ୍ୱର ଦେଇ ଚଳାଚଳ କରିବ

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ତାମିଲନାଡ଼ୁର କୋଏମ୍ବାଟୁରରୁ ପଶ୍ଚିମବଙ୍ଗର ଆସନସୋଲ ମଧ୍ୟରେ ଭୁବନେଶ୍ୱର ଓ ଭଦ୍ରକ ଦେଇ ଚଳାଚଳ କରିବ ସ୍ପେଶାଲ ଟ୍ରେନ୍‌। କୋଏମ୍ବାଟୁରରୁ ଡିସେମ୍ବର ୨୮ ଏବଂ ଆସନସୋଲରୁ ଡିସେମ୍ବର ୩୦ ପର୍ଯ୍ୟନ୍ତ ଏହି ଟ୍ରେନ୍‌ ଚଳାଚଳ କରିବ। ଉଭୟ ଷ୍ଟେଶନ ମଧ୍ୟରେ ବ୍ରହ୍ମପୁର, ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, ନରାଜ ଓ ଭଦ୍ରକରେ ଏହା ରହଣି କରିବ। କୋଏମ୍ବାଟୁରରୁ ପ୍ରତି ଶନିବାର ଓ ଆସାନସୋଲରୁ ସୋମବାର ଏହି ସ୍ପେଶାଲ ଟ୍ରେନ୍‌ ଚଳାଚଳ କରିବ। କୋଏମ୍ବାଟୁରରୁ ଯାତ୍ରା ସମୟରେ ଭୁବନେଶ୍ୱରରୁ ରବିବାର ରାତି ୧.୫୦ ଓ ଭଦ୍ରକରୁ ଭୋର ୪.୧୫ରେ ଛାଡ଼ିବ। ସେହିପରି ଆସନସୋଲରୁ ଫେରିବା ସମୟରେ ଭଦ୍ରକରୁ ମଙ୍ଗଳବାର ରାତି ୩.୧୭ ଓ ଭୁବନେଶ୍ୱରରୁ ସକାଳ ୬.୨୦ରେ ଛାଡ଼ିବ ବୋଲି ରେଲଓ୍ବେ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

ଭୁବନେଶ୍ୱର,୫।୫: ଅଯୋଧ୍ୟାରୁ ମେଗା ରୋଡ ଶୋ’ କାର୍ଯ୍ୟକ୍ରମ ଶେଷ କରି ରବିବାର ରାତି ପ୍ରାୟ ୧୦ଟା ୪୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି...

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri