ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୯।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଥିବା ମଙ୍ଗୁ ମଠ ଉଚ୍ଛେଦ ସୋମବାର ସକାଳୁ ଆରମ୍ଭ ହୋଇଛି। ପୂର୍ବରୁ ଏହି ମଠକୁ ଭାଙ୍ଗିବା ପାଇଁ ପ୍ରଶାସନ ଉଦ୍ୟମ କରିଥିଲା। ପରେ ଏହାକୁ ନେଇ ବିବାଦ ଉପୁଜିବା ସହ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା। ହାଇକୋର୍ଟଙ୍କଠାରୁ ସବୁଜ ସଙ୍କେତ ପାଇବା ପରେ ପ୍ରଶାସନ ଏହାକୁ ଉଚ୍ଛେଦ କରିବା ଲାଗି ପ୍ରସ୍ତୁତ ହୋଇଥିଲା। ୨ ଦିନ ପୂର୍ବରୁ ମଠ ମହନ୍ତଙ୍କୁ ଡାକି ଆଲୋଚନା କରିବା ସହ ମଠ ଖାଲି କରିବାକୁ କୁହାଯାଇଥିଲା। ମଠ ଖାଲିହେବା ପରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri