ଡାଇବେଟିସ ରୋଗୀଙ୍କ ପାଇଁ ଲାଭଦାୟକ ସୋୟାବିନ୍‌

ଆମେରିକାସ୍ଥିତ ମାସାଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଏମ୍‌ଆଇଟି)ର ଏକ ଗବେଷଣାରୁ ଜଣାପଡ଼ିଛି, ଡାଇବେଟିସ ରୋଗୀଙ୍କ ପାଇଁ ସୋୟାବିନ ସବୁଠୁ ଲାଭଦାୟକ। ଏଥିରେ ଆଇସୋଫ୍ଲୋଭୋନେସ୍‌ ରହିଛି, ଯାହା ବ୍ଲଡ୍‌ ସୁଗାର ଓ କୋଲେଷ୍ଟରଲ ସ୍ତର କମ୍‌ କରିବାରେ ସାହାଯ୍ୟ କରିଥାଏ। ଏପରିକି ହୃଦ୍‌ଘାତ ଏବଂ କିଡ୍‌ନୀଜନିତ ସମସ୍ୟାରୁ ରକ୍ଷା କରିଥାଏ।  ଡାଇବେଟିସ ଧୀରେ ଧୀରେ ଶରୀରର ସମସ୍ତ ଅଙ୍ଗକୁ ପ୍ରଭାବିତ କରିଥାଏ।  କିଡ୍‌ନୀ ଓ ଲିଭର୍‌ ସବୁଠୁ ଅଧିକ ପ୍ରଭାବିତ ହୋଇଥାଏ।

ଏଥିପାଇଁ ସୋୟାବିନ୍‌ ଖାଇବା ଜରୁରୀ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ମତ ଦିଅନ୍ତି। ସୋୟାବିନ୍‌ରେ ପ୍ରଚୁର ପରିମାଣର ପ୍ରୋଟିନ୍‌ ରହିଛି। ପ୍ରତିଦିନ ସୋୟାବିନ୍‌ ଦ୍ୱାରା ପ୍ରସ୍ତୁତ ଖାଦ୍ୟ ଯଥା ସୋୟା ଦୋସା, ସୋୟା ଉପମା, ସୋୟା ପରଟା, ସୋୟା ଚପ୍‌ ଇତ୍ୟାଦି କରି ଖାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମାସକରେ ୩ ଥର ତୁଷାରପାତ: ଘରୁ ବାହାରି ପାରୁନାହାନ୍ତି ଲୋକେ

ପଟାଙ୍ଗି,୮ା୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଶୀତ ଦିନକୁ ଦିନ ବଢ଼ିବାରେ ଲାଗିଥିବାବେଳେ ଅପରାହ୍ନ ପରେ ଘରୁ ବାହାରିବା ପାଇଁ ଲୋକେ...

୬,୬,୬,୬,୬,୬,୬,୬,୬ ବିଜୟ ହଜାରେ ଟ୍ରଫିରେ ଛକା ବର୍ଷା କଲେ ହାର୍ଦ୍ଦିକ ପାଣ୍ଡ୍ୟା, ମାତ୍ର ୧୯ ବଲରେ…

ନୂଆଦିଲ୍ଲୀ,୮।୧: ଭାରତର ଡ୍ୟାସିଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ବରୋଦା ପାଇଁ ଚଣ୍ଡିଗଡ଼ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ଜାନୁଆରୀ ୮...

ପୋଷ୍ଟ ଅଫିସ୍‌ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ…

ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ।...

ଲୁଟ୍‌ ପରେ ଚୋରି ଅଳଙ୍କାରକୁ ଘର ପଛପଟେ ଲୁଚାଇ ରଖିଥିଲେ ଦୁର୍ବୃତ୍ତ, ଅଚାନକ ଚଢାଉ କଲା ପୋଲିସ

ଖୋର୍ଦ୍ଧା,୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ମାର୍କେଟ କମ୍ପ୍ଲେକ୍ସ ଏକ ସୁନା ଦୋକାନରୁ ସୁନା ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ଖୋର୍ଦ୍ଧା ଆଦର୍ଶ ଥାନା...

ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଚଳିତ ସପ୍ତାହରେ…

ଭୁବନେଶ୍ବର,୮ା୧: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ...

ବସକୁ ସାଇଡ ଦେଇ ଭାରସାମ୍ୟ ହରାଇ ଓଲଟିଲା ପିକଅପ୍, ଡ୍ରାଇଭର…

ମୋହନା,୮ା୧( ମନ୍ମଥ ମିଶ୍ର ): ଅଡବା ଥାନା ଅନ୍ତର୍ଗତ ଖାରୀଗୁଡା ଗାଁରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ତେଲ ବୋଝେଇ ପିକଅପ୍ ।...

ପୁଅ ଗୋଲାର କଥା ଶୁଣି କାହିଁକି କାନ୍ଦିଲେ ଭାରତୀ? କାରଣ ଜାଣିବା ପରେ ଆପଣବି….

ନୂଆଦିଲ୍ଲୀ,୮ା୧: ଭାରତୀ ସିଂ ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ରହିଛନ୍ତି । କମେଡି କୁଇନ୍ ଏକ ନୂତନ ଭ୍ଲଗ୍ ସେୟାର...

ଉଡ଼ାଇ ଦେବୁ….ସମ୍ବଲପୁର ଜିଲା ଜଜ୍ କୋର୍ଟରେ ବୋମା ଆତଙ୍କ, ବୋମା ସ୍କ୍ୱାଡ୍ ଓ ସନ୍ଧାନୀ କୁକୁର…

ସମ୍ବଲପୁର,୮।୧(ପ୍ରମୋଦ ବହିଦାର): ସକାଳୁ ସକାଳୁ ବୋମା ଧମକ । ସମ୍ବଲପୁର କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ଦିଆଯାଇଥିବା ନେଇ ସୂଚନା ରହିଛି । ସମ୍ବଲପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri