ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ ହୋଇଛି। ପୋଲିସ ଘଟଣାସ୍ଥଳେ ପହଞ୍ଚି ଘଟଣା…

୧୦ ଗ୍ରାମ ସୁନା ବନ୍ଧକ ରଖିଲେ କେଉଁ ବ୍ୟାଙ୍କ ଦେବ ଅଧିକ ଲୋନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୨: ୨୨ କ୍ୟାରେଟ୍ ସୁନାର ବର୍ତ୍ତମାନର ମୂଲ୍ୟ ପ୍ରତି ୧୦ ଗ୍ରାମ ୧,୪୩,୩୪୦ ଟଙ୍କା। ଏହି ମୂଲ୍ୟରେ ଆପଣ ସୁନା ଜମା କରି ଋଣ ନେଇପାରିବେ। ତଥାପି, ଆପଣ କେତେ ପରିମାଣରେ ଲୋନ ପାଇବେ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ ଟ୍ରେଲର ପଛଭାଗକୁ ଟିପର ଧକ୍କା ଦେବାରୁ…

ସ୍ତ୍ରୀଙ୍କ ବେକରେ ଟଓ୍ବେଲ୍‌ ବାନ୍ଧି ମାରିଦେଲେ ଅବସରପ୍ରାପ୍ତ ଇସ୍ରୋ ଅଧିକାରୀ: କାରଣ ଜାଣିଲେ…

ବେଙ୍ଗାଲୁରୁ,୧୯ା୨:ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ରୁ ଅବସର ଗ୍ରହଣ କରିଥିବା ଜଣେ ୬୫ ବର୍ଷୀୟ ଅଧିକାରୀ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ନାଗେଶ୍ୱର ରାଓ ତାଙ୍କ ପରିବାର ସହ ବେଙ୍ଗାଲୁରୁରେ ରହୁଥିଲା ବେଳେ ବୁଧବାର ସେ…

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି । ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ ଗୁମ୍ମା ଚିକିତ୍ସାଳୟରେ…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ ୨୧,୦୨୪ ପରୀକ୍ଷାର୍ଥୀ ୧୧୫ ଟି ପରୀକ୍ଷା…

ମାଓବାଦୀଙ୍କୁ ଧରାଇଦେଲେ ୧ କୋଟି ଟଙ୍କା ପର୍ଯ୍ୟନ୍ତ ପୁରସ୍କାର: ମାର୍ଚ୍ଚ ୩୧ ଡେଡ୍‌ଲାଇନ

ନୂଆଦିଲ୍ଲୀ,୧୯ା୨ (ପିଟି/ଏଜେନ୍ସି):୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦମୁକ୍ତ କରିବାକୁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଥିବାବେଳେ ଉକ୍ତ ଡେଡ୍‌ଲାଇନ୍‌ ପାଖେଇ ଆସିଲାଣି। ଏହି ପରିପ୍ରେକ୍ଷୀରେ ସୁରକ୍ଷା ବଳର ରାଡାରରେ ୪ ବରିଷ୍ଠ କମାଣ୍ଡରଙ୍କ ସମେତ ପ୍ରାୟ ୩୦୦ ମାଓବାଦୀ ରହିଥିବା ବୁଧବାର…

ମା’ଝିଅଙ୍କୁ ଜାଳିଦେଲେ ସମ୍ପର୍କୀୟ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ରାଞ୍ଚି,୧୯ା୨:ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା କାଲାଇୟା ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣେ ୩୨ ବର୍ଷୀୟା ମହିଳା ଓ ତାଙ୍କ ୨ ମାସର ଝିଅଙ୍କୁ ସମ୍ପର୍କୀୟମାନେ ଜାଳି ହତ୍ୟା କରିଛନ୍ତି। ମଙ୍ଗଳବାର ରାତିରେ ଘଟିଥିବା ଏହି ଘଟଣାରେ ମହିଳାଙ୍କ ସ୍ବାମୀ ବର୍ତ୍ତିଯାଇଥିଲେ ହେଁ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର ଅନେକ ବରିଷ୍ଠ ନେତା ଅଂଶଗ୍ରହଣ କରିଥିଲେ । ତଥାପି, ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ ବଦଳିବାର ଆଶଙ୍କା ରହିଛି। ମତ୍ସ୍ୟଜୀବୀ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବାକୁ ପରାମର୍ଶ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ ବଡ଼ ବିବାଦ ମୁଣ୍ଡ ଟେକିଛି। ସ୍ବଦେଶୀ ସମିଟ୍‌ରେ ଚାଇନା ମାଲ୍‌କୁ ପୂରାଇ ନିଜର…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ ଭାଲେଣ୍ଟାଇନ୍ସ ଡେ’ ପାଳନ କରିବା ପରେ ଏହି ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସ୍ବାମୀ ତାଙ୍କ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର ୪ ଆସନ ରହିଛି। ବୁଧବାର ଭାରତର ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ପକ୍ଷରୁ ଏ ସଂକ୍ରାନ୍ତୀୟ…

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ନୂଆଦିଲ୍ଲୀ ତାର ଶକ୍ତି ନୀତିରେ କୌଣସି ପରିବର୍ତ୍ତନ କରିଥିବା ନେଇ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଚଳିତ ବିଶ୍ୱକପ୍‌ ଗ୍ରୁପ୍ ପର୍ଯ୍ୟାୟରେ ଲଗାତାର ଚତୁର୍ଥ ବିଜୟ ହାସଲ କରି ନିଜର…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ ପାଇଁ ବଡ଼ ଘୋଷଣା କରିଛି। ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କ ସୂଚନା ଅନୁସାରେ,…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri