ବିଜୁ ଯୁବ ବାହିନୀ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟାଜିତ

ହାଟଡିହି,୩୦।୫(ଡି.ଏନ.ଏ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଆମ୍ବୋ ମହାଦେବ ପଡ଼ିଆରେ ପଞ୍ଚାୟତ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ବୁଧବାର ଆୟୋଜିତ ହୋଇଥିଲା। ଉକ୍ତ ଟର୍ଣ୍ଣାମେଣ୍ଟରେ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବ ଓ ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ ଟଚ୍‌ ଜିତି ବ୍ୟାଟିଂ କରିଥିଲେ। ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ ୧୦ ଓଭର୍‌ରେ, ୯ୱିକେଟ ହରାଇ ୭୬ ରନ ସଂଗ୍ରହ କରିଥିଲା ବେଳେ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବ ୧୦ ଓଭର୍‌ରେ ୧୦ୱିକେଟ ହରାଇ ୬୯ ରନ କରି ପରାସ୍ତ ହୋଇଛି। ଏହି ମ୍ୟାଚ୍‌ରେ ବାବା ଅନନ୍ତ ନାରାୟଣ କ୍ରିକେଟ କ୍ଲବ ଆମ୍ବୋ ଗୋପିନାଥ ଜୀଉ କ୍ରିକେଟ କ୍ଲବକୁ ୮ ରନ୍‌ରେ ପରାସ୍ତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା...

Featured Video Play Icon

‘ଫୋନ୍‌ରେ ଧମକ ଦେଉଛନ୍ତି ପ୍ରଶାନ୍ତ ଜଗଦ୍ଦେବ’

ଭୁବନେଶ୍ୱର,୮।୫: ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ପୁଣି ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଫେରାଦ ହୋଇଛି ବିଜେଡି। ବୁଧବାର ବିଜେଡିର ଏକ...

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

ଭୁବନେଶ୍ୱର ବିମାନବନ୍ଦରରୁ ୨ କୋଟିରୁ ଅଧିକ ମୂଲ୍ୟର ସୁନା ଜବତ

ଭୁବନେଶ୍ୱର,୮ା୫: ଭୁବନେଶ୍ବର ବିମାନବନ୍ଦରରୁ ବୁଧବାର ୩ କେଜିରୁ ଊଦ୍ଧର୍‌ବ ସୁନା ଜବତ କରାଯାଇଛି। କେନ୍ଦ୍ରୀୟ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ ୩.୭୭ କେଜି ସୁନା ଜବତ କରିଛି।...

କର୍ମୀ ଦେଉଥିଲେ ଫୁଲମାଳ, ନେଲେନି ନେତା

ବାଲେଶ୍ୱର,୮ା୫(ମାନସ ବିଶ୍ୱାଳ): ବାଲେଶ୍ବର ସଂସଦୀୟ କ୍ଷେତ୍ର ପାଇଁ ବୁଧବାର ମହା ମେଘବାହନ ଖାରବେଳ ସ୍ବାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ମଧ୍ୟାହ୍ନରେ ସେ ତାଙ୍କର ସମର୍ଥକମାନଙ୍କ ସହିତ...

ସ୍ତ୍ରୀ- ପୁଅ ଥାଉ ଥାଉ ଦ୍ୱିତୀୟ ବିବାହ କରିବାକୁ ଯାଉଥିଲେ, ପୁଅଙ୍କୁ ଟାଣିଟାଣି ଥାନାକୁ ଆଣିଲେ ବାପା

ବାସୁଦେବପୁର,୮।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଏଡ଼ତାଳ ଗ୍ରାମର ଅଜୟ ଜେନା ନାମକ ଜଣେ ବିବାହିତ ଯୁବକ ମଙ୍ଗଳବାର ଚାନ୍ଦିମାଳ ଅଞ୍ଚଳର ଜଣେ...

ବିଜେଡିରେ ସାମିଲ ହେଲେ ଅପରାଜିତାଙ୍କ ବିଶ୍ୱସ୍ତ ଅଖିଳ ପଟ୍ଟନାୟକ

ଭୁବନେଶ୍ୱର,୮।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଥିବା ବେଳେ ଦଳ ଡିଆଁ ଜାରି ରହିଛି। ଏହି କ୍ରମରେ ବୁଧବାର ଶଙ୍ଖ ଭବନରେ ବିଜେଡିର...

ଢେଙ୍କାନାଳ ଛାଡ଼ି ସମ୍ବଲପୁରରୁ କାହିଁକି ଲଢୁଛନ୍ତି ଧର୍ମେନ୍ଦ୍ର? ପ୍ରଶ୍ନ ଆଳରେ କଟାକ୍ଷ କଲେ ପାଣ୍ଡିଆନ୍‌…

ଭୁବନେଶ୍ୱର,୮।୫: ଢେଙ୍କାନାଳ ନିର୍ବାଚନ କ୍ଷେତ୍ରରେ ଦୀର୍ଘ ୧୦ ବର୍ଷ କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ମନ୍ତ୍ରୀ ରହିଥିଲେ। ଏହାସତ୍ତ୍ୱେ କାହିଁକି ଚଳିତ ନିର୍ବାଚନରେ ସମ୍ବଲପୁରରୁ ଲଢ଼ୁଛନ୍ତି ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri