ସାତ୍‌ସପନ ହେଇଛେ ସରକାରୀ ଯୋଜନା: ୩ ଛୁଆକର ଭବିଷତ୍‌ ଚିନ୍‌ତାରେ ଲଛମି

ଲାଞ୍ଜିଗଡ଼, ୧୧।୧୨(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍‌ ଆମ୍ବଗୁଡ଼ା ଗଁାର ବିଧବା ମହିଲା ଲଛମି ମାଝି। ସରକାରୀ ସୁବିଧା ସୁଯୋଗ ଅଭାବୁ ସେ ନିଜର ୩ ଛୁଆକୁ ଧରି ବଡ଼ା ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌। ଅନେକ ସମିଆରେ ସେ ଥାନୀଅ ପରଶାସନକେ ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌।
ସୂଚନା ଅନ୍‌ସାରେ ଆମ୍ବଗୁଡ଼ା ଗଁାର ନିସାହା ବିଧବା ମହିଲା ଲଛମି ମାଝି(୩୧)କଁର ପରିବାର କହେଲେ ଦୁଇ ଝି’ ରିନା (୬), ପଦ୍ମା (୪) ଆର ପୁଓ ପ୍ରକାଶ(୩)କୁଁ ନେଇ ସଁସାର। ଆପ୍‌ନେ ସାଏବ ମାଝି ୨ ବଛର ତଲେ ଆରପାରକେ ଚାଲିଯାଇଛନ୍‌। ପରିବାରଟା ନିହାତି ଗରିବ୍‌, ସଁପତି ବଲି କିଛି ନାଇଁ। ଆପ୍‌ନେ କୁଲିମଜୁରି କରି କୁଟୁମ ପୁଷୁଥିଲେ। ସେ ଚାଲିଗଲା ଉତାରୁ ପରିବାରଟା ପୂରାପୂରି ବେସାହାରା ହେଇଯାଇଛନ୍‌। ଏନ୍‌ତାଥି ଲଛମି ପରହର ଘରେ କାମ୍‌ବୁତା କରି ଛୁଆକର ଲାଗି ଆହାର ଜୁଟଉଛନ୍‌। ସେଥ୍‌ରେ ବି ଅନେକ ଦିନ୍‌ ବେଲେ ଖାଏଲେ ବେଲେ ଉପାସ ରହିବାକେ ପଡ଼ୁଛେ। ଲଛ୍‌ମି ହରମେଶା ଛୁଆକର ଭବିଷତ ଚିନ୍‌ତାରେ ଘାରି ହେଉଛନ୍‌। ହେଲେ ଦୁଇବେଲା ଦୁଇମୁଠା ଖାଏବାରଟା ଜୁଟାବାରେ ଲଛମି ଯୁଝୁଛନ୍‌। ଏନ୍‌ତାଥି ସେ ଛୁଆପୁତାକୁ ଦୁଇଅଖର ପଢ଼େଇ ମୁନୁଷ୍‌ କରବାର କଥା ଭାବି ନାଇଁପାରବାର। ଇଆଡ଼େ ଆପ୍‌ନେ ଚାଲିଯିବାର ୨ ବଛର ବିତିଯାଇଥିଲେ ବି ଲଛମି ବିଧବା ଭତା ପାଏବାରୁ ବଁଚିତ୍‌ ହେଇ ରହିଛନ୍‌। ସେନ୍‌ତା ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ବିପଦ୍‌ ଅବସ୍‌ତାରେ ଥିବାର ଗୁଟେ ଦଦ୍‌ରା କୁରିଆରେ ଲଛମି ୩ ଛୁଆକୁ ଧରି ମୁଡ଼ ଗୁଁଜିଛନ୍‌। ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ଲଛମି ବାରବାର ପଁଚେତ୍‌ କତୁରପକ୍ଷକୁଁ ଗୁହାରି କରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ଇ ନିହାତି ଗରିବ୍‌ ଦୁଖି ବିଧବା ମହିଳାକଁର ଉପରେ ଜିଲା ଆର ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଯେତେ ଜଲ୍‌ଦି ହେବା ସବୁପରକାର ସରକାରୀ ସାହାଯ୍‌ ଯୁଗେଇ ଦେବାକେ ଆମ୍ବଗୁଡ଼ା ଗଁାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri