Posted inଫୁରସତ

ମଇଁଷିର ଦାମ ୫୧ ଲକ୍ଷ…

ମଇଁଷିର ଦାମ ୫୧ ଲକ୍ଷ ଟଙ୍କା ଶୁଣିଲେ ଆଶ୍ଚର୍ଯ୍ୟ ଲାଗିବା ସ୍ବାଭାବିକ। ତେବେ ଏହା ସତ କଥା। ହରିୟାଣାର ମୁର୍ରା ପ୍ରଜାତିର ଏକ ମଇଁଷିର ଦାମ ଏପରି ରହିଛି। ଏହି ମଇଁଷିକୁ ମାଲିକ ସୁଖବୀର ସିଂ ଦାଣ୍ଡା ଆଦରରେ ସରବତୀ ନାମ ଦେଇଛନ୍ତି। ମଇଁଷିଟି ୩୨.୬୬ ଲିଟର କ୍ଷୀର ଦେଇ ଏବେ ରେକର୍ଡ କରିଛି। ଅନ୍ତର୍ଜାତୀୟ ପିଡ଼ିଏଫ୍‌ ଡାଏରୀ ଏକ୍ସପୋ-୨୦୧୯ରେ ଏହି ରେକର୍ଡ ହୋଇଛି। ୨୦୧୮ରେ ଏହି ରେକର୍ଡ ପାକିସ୍ତାନର ଫଇସଲାବାଦ୍‌ର ଏକ ମଇଁଷି ନାମରେ ଥିଲା। ସେହି ମଇଁଷିଟି ୩୨.୫୦ ଲିଟର କ୍ଷୀର ଦେଉଥିଲା। ମୁର୍ରା ପ୍ରଜାତିର ମଇଁଷି ଅଧିକ ପରିମାଣ କ୍ଷୀର ଦେଇଥାନ୍ତି। କିଛି ଦିନ ତଳେ ସରବତୀର ବାଛୁରୀକୁ ମାଲିକ ସୁଖବୀର ତାମିଲନାଡୁର ଜଣେ ଲୋକଙ୍କୁ ସାଢ଼େ ୪ ଲକ୍ଷ ଟଙ୍କାରେ ବିକ୍ରି କରିଥିବା ଡାଏରୀ ଏକ୍ସପୋରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୈମୂର କ୍ଷେପଣାସ୍ତ୍ର ପରୀକ୍ଷାକଲା ପାକିସ୍ତାନ: ଜାଣନ୍ତୁ ଏହାର ଲକ୍ଷ୍ୟଭେଦ କ୍ଷମତା…

ଇସ୍‌ଲାମାବାଦ,୩ା୧: ପାକିସ୍ତାନ ବାୟୁସେନା ଶନିବାର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ତୈମୂର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା କରିଛି। ଏହି କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୬୦୦ କିଲୋମିଟର ରହିଛି।...

୧୨୭ ବର୍ଷ ପରେ ଭାରତ ଫେରିଲା ପିପରହଓ୍ବା ବୁଦ୍ଧ ରତ୍ନ

ନୂଆଦିଲ୍ଲୀ,୩ା୧: ଭଗବାନ ବୁଦ୍ଧ ପ୍ରଦାନ କରିଥିବା ଜ୍ଞାନ ଓ ଦେଖାଇଯାଇଥିବା ମାର୍ଗ ସମସ୍ତ ମାନବଜାତିର ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି। ବୁଦ୍ଧଙ୍କ ପବିତ୍ର...

ଚାଳକଙ୍କୁ ଦୁର୍ବ୍ୟବହାର କରି ବସ୍‌ ଭଙ୍ଗାରୁଜା

ଦିଗପହଣ୍ଡି,୩।୧(ଅଶେଷ ନାଥ ମିଶ୍ର): ରାଜ୍ୟ ପରିବହନ ନିଗମର ଏକ ସରକାରୀ ଯାତ୍ରୀବାହୀ ବସ୍‌କୁ ଅଟକାଇ ଚାଳକଙ୍କୁ ଦୁର୍ବ୍ୟବହାର ସହ ଭଙ୍ଗାରୁଜା କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

ହୋଟେଲ ରୁମ୍‌ରେ ଚାଲିଥିଲା ଜୁଆଖେଳ: ଚଢ଼ାଉ କଲା ପୋଲିସ, ୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ୯ ଅଟକ…

ସମ୍ବଲପୁର,୩ା୧(ପ୍ରମୋଦ ବହିଦାର): ସମ୍ବଲପୁର ଭିଏସ୍‌ଏସ୍‌ ମାର୍ଗସ୍ଥିତ ହୋଟେଲ ଉପହାର ପ୍ୟାଲେସରେ ଜୁଆଖେଳ ଚାଲିଥିବା ବେଳେ ପୋଲିସ ଚଢାଉ କରି ୯ ଜଣଙ୍କୁ ଅଟକ ରଖିଛି। ସେମାନଙ୍କ...

ଦାରିଙ୍ଗବାଡ଼ିରେ ବଢୁଛି ଫେରିବାଲାଙ୍କ ଉପଦ୍ରବ: ଦିନରେ ବେପାର, ସନ୍ଧ୍ୟାରେ ଲୁଟ୍‌ ପାଇଁ ଯୋଜନା…

ଦାରିଙ୍ଗବାଡି,୩।୧(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ବୁଲୁଛନ୍ତି ମାଳ ମାଳ ବୁଲା ବିକାଳୀ। ସେମାନଙ୍କ ଗତିବିଧି ଉପରେ ପୋଲିସର ନଜର ପଡୁ ନ...

ଭଲିବଲ ଟୁର୍ନାମେଣ୍ଟ: ଫାଇନାଲରେ ପହଞ୍ଚିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି, ୩।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡ଼ିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ୍‌ ଟୁର୍ନାମେଣ୍ଟର ୬ଷ୍ଠ ଦିବସ ଶନିବାର ଦ୍ୱିତୀୟ...

ପ୍ରସ୍ତୁତି ଚୂଡ଼ାନ୍ତ: ଜାନୁୟାରୀ ୨୨ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ବତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ, ଖଣି ଓ...

ପଞ୍ଚମ ଆଶେସ ପାଇଁ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ସିଡ୍‌ନୀ,୩ା୧: ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ (ଏସ୍‌ସିଜି)ରେ ରବିବାର ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ଅନ୍ତିମ ତଥା ପଞ୍ଚମ ଆଶେସ ଟେଷ୍ଟ ଖେଳାଯିବ। ହେଲେ ଗତ ମାସରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri