ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ଟାଟା ଏସି

ପାଟଣା,୩୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ନମ୍ବର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଡ୍ରାଇଭର ଜଣଙ୍କ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଟାଟା ଏସି ଭୁବନେଶ୍ୱରରୁ ମୟୁରଭଞ୍ଜ ଜିଲାର ଜଶିପୁର ବଜାରକୁ ୱାସିଙ୍ଗ ମେସିନ ନେଇଯାଇଥିଲା। ତେବେ ଜଶିପୁରରୁ ଫେରୁଥିବା ବେଳେ ବୁଧବାର ବିଳମ୍ବିତ ରାତିରେ ସ୍ବାମ ବଡ଼ନାଲ ପୋଲ ନିକଟରେ ଗାଡିଟି ଭାରସାମ୍ୟ ହରାଇ ତଳକୁ ଖସିପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ବଦଳିଯାଇଛି ରାଜନୀତିର ସଂସ୍କୃତି: ନଡ୍ଡା

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହି ନିର୍ବାଚନୀ...

ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ: ୪ ବର୍ଗଙ୍କୁ ଫୋକସ୍‌

ଭୁବନେଶ୍ୱର,୫।୫: ଆସନ୍ତା ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚିତ ହୋଇଛି। ଭୁବନେଶ୍ୱରରେ ଏକ ଘରୋଇ ହୋଟେଲ୍‌ରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା...

ଓଡ଼ିଶାରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୫।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା ରବିବାର ଅପରାହ୍ନରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତାଙ୍କୁ ଭାଜପା ସଭାପତି ମନମୋହନ ସାମଲ, ଭୁବନେଶ୍ୱର ଏମ୍‌ପି ଅପରାଜିତତା ଷଡଙ୍ଗୀ ପ୍ରମୁଖ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri