ସକାଳୁ ପଇଡ ପାଣି ପିଇଲେ ମିଳିବ ଏହିସବୁ ଫାଇଦା

ପଇଡ ପାଣି ଶରୀର ପାଇଁ ଲାଭଦାୟକ ହୋଇଥାଏ। ସକାଳେ ଖାଲି ପେଟରେ ପଇଡ ପାଣି ପିଇବା ଫଳପ୍ରଦ ହୋଇଥାଏ। ଏଥିରେ ଥିବା ପୋଷକ ତତ୍ତ୍ୱ ଶରୀରରେ ରୋଗ ପ୍ରତିରୋକ ଶକ୍ତି ବଢିବା ସହ ଓଜନ କମ ହୋଇଥାଏ। ଯଦି ଆପଣ ବ୍ୟାୟାମ କରୁଛନ୍ତି, ତେବେ ବ୍ୟାୟାମ କରିବା ପୂର୍ବରୁ ପଇଡ ପାଣି ପିଅନ୍ତୁ। ଏହା ଶରୀର ପାଇଁ ଲାଭଦାୟକ ହୋଇଥାଏ। ଥାଇରଏଡ ହର୍ମୋନକୁ ସନ୍ତୁଳିତ କରିବାରେ ପଇଡ ପାଣି ବହୁତ ଉପକାରୀ ହୋଇଥାଏ। ସକାଳେ ପଇଡ ପାଣି ପିଇବା ଦ୍ବାରା ଥାଇରଏଡ ହର୍ମୋନ ସନ୍ତୁଳିତ ହୋଇଥାଏ। କିଡନୀକୁ ସୁସ୍ଥ ରଖିବା ପାଇଁ ପଇଡ ପାଣି ଉତ୍ତମ ଅଟେ। କିଡନୀରେ ଷ୍ଟୋନ ହେବାକୁ ମଧ୍ୟ ଦେଇ ନ ଥାଏ। ଯଦି ଆପଣ ଓଜନ କମ କରିବାକୁ ଚାହୁଁଛନ୍ତି ତେବେ ପଇଡ ପାଣି ପିଅନ୍ତୁ। ଏଥିରେ କମ ପରିମାଣରେ କ୍ୟାଲୋରୀ ରହିଛି। ପଇଡ ପାଣି ପିଇବା ଦ୍ବାରା ଭୋକ କମ ହୋଇଥାଏ। ଏହା ଶରୀରର ଓଜନକୁ କମ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ସିଲେକ୍ସନ ହେବା ପୂର୍ବରୁ ଆସିଲା ଟିମ ଇଣ୍ଡିଆର ଫିଟନେସ୍‌ ରିପୋର୍ଟ, ନାହିଁ ଏହି ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୩।୧: ନ୍ୟୁଜିଲାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ପାଇଁ ଶନିବାର ଦଳ ଘୋଷଣା ହେବାର ସମ୍ଭାବନା ରହିଛି। ସମସ୍ତଙ୍କ ନଜର କେଉଁ ଖେଳାଳିଙ୍କୁ...

EPFO: ଏହି ଜରୁରୀ କାମ କରିନଥିଲେ ଫସିଯିବ ଆପଣଙ୍କ ଟଙ୍କା, ଜାଣିନିଅନ୍ତୁ ନିୟମ

ନୂଆଦିଲ୍ଲୀ,୩।୧: ଯଦି ଆପଣ ଜଣେ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଆକାଉଣ୍ଟଧାରୀ ଏବଂ ଏ ପର୍ଯ୍ୟନ୍ତ ଆବଶ୍ୟକୀୟ KYC ଯାଞ୍ଚ ସମାପ୍ତ କରିନାହାଁନ୍ତି, ତେବେ ଆପଣଙ୍କ...

ବଟେଶ୍ୱର ରାସ୍ତା ନିର୍ମାଣ କାର୍ଯ୍ୟ ଅହେତୁକ ବିଳମ୍ବ: ହୋଇଥିଲା ୫ କୋଟି ୪୪ ଲକ୍ଷ ଟଙ୍କା ବ୍ୟୟବରାଦ

ଗଞ୍ଜାମ,୩।୧ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତ କଣ୍ଟିଆ ଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବ ପୀଠ ବଟେଶ୍ୱର ପୀଠକୁ ସଂଯୋଗ...

ସରକାରଙ୍କ ବଡ଼ ନିଷ୍ପତ୍ତି: ଲଗାଇବେ ସ୍ମାର୍ଟ ମିଟର, ଖର୍ଚ୍ଚ ହେବ…

ଭୁବନେଶ୍ୱର,୩ା୧: ରାଜ୍ୟ ସରକାର ସ୍ମାର୍ଟ ମିଟର ଲଗାଇବେ। କ୍ୟାବିନେଟ ନିଷ୍ପତ୍ତି ପରେ ଶକ୍ତି ବିଭାଗର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏଥିନିମନ୍ତେ ୭୩୫ କୋଟି ଟଙ୍କାର...

ପୁରୁଷୋତ୍ତମପୁର କୋର୍ଟ ପକ୍ଷରୁ ପରିବେଶ ନ୍ଯାୟ ଜନିତ ସଚେତନତା କାର୍ଯ୍ଯକ୍ରମ, ଗଛ ଲଗାଇ…

ପୁରୁଷୋତ୍ତମପୁର,୩/୧(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ସିତାରାମପୁର ଆଗ୍ରାହରମ ପ୍ରାଥମିକ ବିଦ୍ଯାଳୟ ପରିସରରେ ଶନିବାର...

IPL 2026: BCCIର ବଡ଼ ନିର୍ଦ୍ଦେଶ, ଶାହାରୁଖଙ୍କ ଟିମରୁ ବାହାରିବେ ଏହି ଖେଳାଳି

ନୂଆଦିଲ୍ଲୀ,୩।୧: କୋଲକାତା ନାଇଟ ରାଇଡର୍ସ ଏବଂ IPL 2026 ରୁ ବାଂଲାଦେଶୀ ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ ବାହାର କରିବା ପାଇଁ ଦାବି ମଧ୍ୟରେ, BCCI...

ସୁକମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ ୧୨ ମାଓବାଦୀ ନିହତ

ନୂଆଦିଲ୍ଲୀ,୩।୧: ଛତିଶଗଡ଼ର ସୁକମାରେ ନକ୍ସଲବାଦ ବିରୋଧରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଡିଆରଜି କର୍ମଚାରୀମାନେ ଏକ ସର୍ଚ୍ଚ ଅପରେସନ୍ ସମୟରେ ୧୨ ମାଓବାଦୀଙ୍କୁ...

ଶ୍ରୀମନ୍ଦିର ଭିତରକୁ ଜୋତା ପିନ୍ଧି ଯାଇଥିବା ଅଭିଯୋଗ, ସୁରକ୍ଷା ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ

ପୁରୀ, ୩।୧( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ସୁରକ୍ଷାରେ ପୁଣି ଏକ ବଡ ତ୍ରୁଟି ଦେଖିବାକୁ ମିଳିଛି। କେହି ଜଣେ ଜୋତା ପିନ୍ଧି ଶ୍ରୀମନ୍ଦିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri