କଲ୍‌,ଡାଟା ଉପରେ ନ୍ୟୂନତମ ଚାର୍ଜ ଉପରେ ବିଚାର ହେବ

ନୂଆଦିଲ୍ଲୀ,୧୩-୧୨: କଲ୍‌ ଏବଂ ଡାଟା ଉପରେ ନୂ୍ୟନତମ ଚାର୍ଜ ଲାଗୁ କରିବା ଲାଗି ଟେଲିକମ ଶିଳ୍ପ ପକ୍ଷରୁ ହୋଇଥିବା ଦାବିକୁ ନିୟାମକ ଟ୍ରାଇ ବିଚାର କରିବ ବୋଲି ଜଣାପଡିଛି। ଟ୍ରାଇ ଏହି ପ୍ରସ୍ତାବ ଯଦି ଆଗାମୀ ଦିନରେ ଲାଗୁ କରେ ତେବେ କଲ୍‌ ଏବଂ ଡାଟା ଆଉ ମାଗଣା ହେବ ନାହିଁ। ଅର୍ଥାତ ଗ୍ରାହକଙ୍କୁ କିଛି ଦେୟ ଦେବାକୁ ପଡିବ। ଦେଶର ଟେଲିକମ୍‌ ଶିଳ୍ପ ଏବେ ପ୍ରଭାବିତ ସ୍ଥିତିରେ ରହିଛି। ଶିଳ୍ପର ବାରମ୍ବାର ଦାବିକୁ ବିଚାର କରି ଏଭଳି ପ୍ରସ୍ତାବ ଉପରେ ଧ୍ୟାନ ଦିଆଯିବ ବୋଲି ଟ୍ରାଇ ଅଧ୍ୟକ୍ଷ ଆରଏସ୍‌ ଶର୍ମା ଏଠାରେ ଏକ କାର୍ଯ୍ୟକ୍ରମରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri