Posted inଖେଳ

ଆଉ ୯ ଦିନ ବାରବାଟୀ ମ୍ୟାଚ: ପିଚ୍‌ ପ୍ରସ୍ତୁତ, ଆଉଟ୍‌ଫିଲ୍ଡ କାମ ଆରମ୍ଭ

କଟକ ଅଫିସ,୧୩ା୧୨-ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ନିମନ୍ତେ ବାରବାଟୀ ଷ୍ଟାଡିୟମରେ ପ୍ରସ୍ତୁତି ଜୋରଦାର ଚାଲିଛି। ଷ୍ଟାଡିୟମକୁ ରଙ୍ଗୀନ କରାଯିବା ସହ ଗ୍ୟାଲେରିର ସିଟ୍‌ ନମ୍ବର ଲେଖା ସରିଲାଣି। ଦିନକୁ ଦିନ ବାରବାଟୀ ସଜେଇ ହେବାରେ ଲାଗିଛି। ଏବେ ପିଚ୍‌ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ସାରିଲାଣି ବୋଲି ପିଚ୍‌ ଦାୟିତ୍ୱରେ ଥିବା କର୍ମଚାରୀ ଜଣଙ୍କ କହିଛନ୍ତି। କେବଳ ପିଚ୍‌ରୁ ଘାସ କଟାଯିବ। ଆଉଟ୍‌ଫିଲ୍ଡରେ ନିୟମିତ ପାଣି ଓ ରାସାୟନିକ ସାର ଦିଆଯାଉଛି। ଘାସର ଘନତ୍ୱ ବଢ଼ାଯିବା ପରେ ଏହାକୁ କଟାଯିବ ବୋଲି କୁହାଯାଇଛି। ଆଉଟଫିଲ୍ଡରେ ଘାସ ୫ମିମିର ରହିବ ବୋଲି ଜଣେ କର୍ମଚାରୀ କହିଥିଲେ। ତେବେ ଉଭୟ ଦଳର ବ୍ୟାଟିଂ ଦମ୍‌ଦାର ରହିଥିବାରୁ ଏଠାରେ ଦର୍ଶକ ଏକ ହାଇସ୍କୋରିଂ ମ୍ୟାଚ୍‌ର ଆଶା ରଖିଛନ୍ତି। ହେଲେ ୨୨ତାରିଖରେ ବାରବାଟୀର ପିଚ୍‌ର ପ୍ରକୃତି କିଭଳି ରହିବ ତାହା ସ୍ପଷ୍ଟ ହୋଇନି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ...

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ...

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ...

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି...

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri