ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଚନାମୁଣ୍ଡାବାସୀ

ପର୍ଲା, ୧୩।୧୨(ଡି.ଏନ.ଏ.)- ଖାସ୍‌କରି ଖରାଦିନେ ଲୋକ୍‌ ପାଏନ୍‌ ଲାଗି ଗୁଲ୍‌ଗୁଲା ହେବାର ଦେଖ୍‌ବାକେ ମିଲ୍‌ସି। ହେଲେ ଆଏଜ୍‌ ବି ଏନ୍‌ତା କେତେ ଗଁା ଅଛେ ଯେନ୍‌ଠାନେ ଲୋକ୍‌ ବରଷା ୪ ମାସକ ଛାଡ଼ିଦେଲେ ବଛରକୁତା ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଛଞ୍ଚାଣବାହାଲି ପଁଚେତ୍‌ ଚନାମୁଣ୍ଡା ଗଁାରେ।
ସୂଚନା ଅନ୍‌ସାରେ ଚନାମୁଣ୍ଡା ଗଁାର ଲୋକ୍‌ ସଂଖ୍ୟା ପାଖାପାଖି ୭ଶହ। ଗଁାରେ ଲୁକ୍‌କର ପିଇଲା ପାଏନ୍‌ ସୁବିଧା ଲାଗି ୩ଟା ନଲ୍‌ଚୁଅଁା ରହିଛେ। ହେଲେ ୨ଟା ତିଆର ହେଲା ଦିନୁ ଅଚଲ ହେଇ ପଡ଼ିରହିଛେ। ଯେନ୍‌ ଗୁଟେ ନଲ୍‌ଚୁଅଁା ଚଲୁଛେ ସେଥ୍‌ରୁ ବଡ଼ାକଷ୍‌ଟେ ପାଏନ୍‌ ବାହାରୁଛେ। ଗଁାବାସୀକର ଅଭିଯୋଗକେ ଆଧାର କରି ପରଶାସନ ତରଫୁ ୨୦୧୭ ସାଲେ ଗଁାରେ ଗୁଟେ ସୋଲାର ନଲ୍‌ଚୁଅଁା ଥାପନ କରାଯାଇଥିଲା। ହେଲେ ସେଟା ବି ଦିନାକେତେ ଚଲ୍‌ଲା ଉତାରୁ ଅଚଲ ହେଇ ପଡ଼ିଛେ। ଏନ୍‌ତାଥି ଗଁାବାସୀ ପିଇଲା ପାଏନ୍‌ ଲାଗି ବଡ଼ା ଦହଗଁଜ୍‌ ହେଉଥିବାର ଦେଖ୍‌ବାକେ ମିଲୁଛେ। ଗଁାର ପିଲାଛୁଆ, ବୁଢ଼ାବୁଢ଼ିନୁ ବାଲଟି, ଗରା ଧରି ୨ କି.ମି. ଦୂରେ ଥିବାର ଗୁଟେ ନଲ୍‌ଚୁଅଁାରୁ ପାଏନ୍‌ ଦୁହାରୁଛନ୍‌। ଗଁାର କେତେ ଲୋକ୍‌ ମୋଟରସାଇକେଲ, ସାଇକେଲରେ ବି ପାଏନ୍‌ ଦୁହାରୁଥିବାର ଦେଖ୍‌ବାକେ ମିଲୁଛେ। ଶୀତ୍‌ ଦିନେ ଯଦି ପିଇଲା ପାଏନ୍‌ ଲାଗି ଏତେ ଗୁଲ୍‌ଗୁଲା ଖରା ଝାଉରେ ଗଁାବାସୀକର ଅବସ୍‌ତା କା’ଣା ହେବା ବଲି ସେମାନେ ପରଶାସନକେ ପ୍ରଶ୍ନ କରିଛନ୍‌। ଇ ଘଟନାକେ ନେଇ ଗଁାବାସୀକର ଭିତରେ ଦିନୁଦିନ୍‌କେ ଅସନ୍‌ତୋଷ ବଢ଼ତେଲ ଯାଉଛେ। ସେନ୍‌ତା ଯେତେ ଜଲ୍‌ଦି ହେବା ଗଁାବାସୀକର ଲାଗି ପିଇଲା ପାଏନ୍‌ର ବେବସ୍‌ତା କରାଯାଉ, ନାଇଁହେଲେ ଆଏବାର ଦିନେ ଆଂଦୋଲନ କରାଯିବା ବଲି ଗଁାର ଦୁର୍ଯ୍ୟଧନ ରଣା, ରାଜୀବ ନାଏକ, ପଦ୍ମିନୀ ନାଏକ, ମୁକୁନ୍ଦ ରଣା, ମଙ୍ଗଲ ରଣା, ହେମ କାଣ୍ଡ, ନିଲାଧର ରଣା, ମୋହନ କୋଟା ପରମୁଖ କହିଛନ୍‌। ଇ ବାବ୍‌ଦେ ଥାନୀଅ ସରପଁଚ୍‌ ବଳରାମ ପୂଝାରୀକୁଁ ପଚରାଲାରୁ ଗଁାରେ ଯେନ୍‌ଠାନେ ବି ନଲ୍‌ଚୁଅଁା କୁଡ଼ଲେ ପାଏନ୍‌ ନାଇଁ ବାହାରବାର। ସେଟା ଆମର ମୁଡ଼ଦୁଖା ହେଇଛେ ବଲି ସେ କହିଥିଲେ। ସେନ୍‌ତା ଇ ବାବ୍‌ଦେ ଧର୍ମଗଡ଼ ବିଡିଓ ଗୋପାଳ କୃଷ୍ଣ ମିଶ୍ରକୁଁ ପଚ୍‌ରାଲାରୁ ଇ ବାବ୍‌ଦେ ମୋର ପାସେ ସୂଚନା ନାଇଁଥାଇ। ଯେତେ ଜଲ୍‌ଦି ହେବା ଗଁାବାସୀକର ଲାଗି ପିଇଲା ପାଏନ୍‌ର ସୁବିଧା କରାଯିବା ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri