ଭୁବନେଶ୍ୱର,୩୦-୫: ପୂର୍ବତଟ ରେଳପଥର ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା ଭାବେ ରବି ଶଙ୍କର ମିତ୍ର ଯୋଗ ଦେଇଛନ୍ତି। ସେ ଭାରତୀୟ ରେଳବାଇ ଆକାଉଣ୍ଟସ ସେବାର ୧୯୮୭ ବ୍ୟାଚ୍ ଅଧିକାରୀ। ଏହି ନୂତନ ପଦବୀରେ ଯୋଗଦାନ ପୂର୍ବରୁ ସେ ଗୌହାଟିସ୍ଥିତ ଉତ୍ତର ସୀମାନ୍ତ ରେଳପଥର ମୁଖ୍ୟ ବିତ୍ତ ଅଧିକାରୀ ଓ ଅର୍ଥନୈତିକ ପରାମର୍ଶଦାତା ଭାବେ କାର୍ଯ୍ୟ କରୁଥିଲେ। ସେ ପୂର୍ବତଟ ରେଳପଥ, ଦକ୍ଷିଣପୂର୍ବ ରେଳପଥ ଏବଂ ଚିତ୍ତରଞ୍ଜନ ରେଳ ଇଞ୍ଜିନ କାରଖାନାରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ କାର୍ଯ୍ୟ କରି ଉଚ୍ଚ ପ୍ରଶଂସିତ ହୋଇଛନ୍ତି। ଖଡଗପୁର, ଚକ୍ରଧରପୁର ଓ ଓ୍ବାଲଟିୟର ରେଳ ମଣ୍ଡଳଗୁଡିକରେ ଆକାଉଣ୍ଟସ ବିଭାଗରେ କାର୍ଯ୍ୟ କରିବା ସେ ମିତ୍ର ବିଭିନ୍ନ ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଯାଜପୁର ଜିଲାର ବୈତରଣୀ ରୋଡରେ ଜନ୍ମିତ ମିତ୍ର ୧୯୮୫ରେ ଉତ୍କଳ ବିଶ୍ୱ ବିଦ୍ୟାଳୟରୁ କମର୍ସରେ ସ୍ନାତ୍ତକୋତ୍ତର ଶିକ୍ଷା ପରେ ରେଳବାଇ ସେବାରେ ଯୋଗଦାନ କରିଥିଲେ। ଜଣେ ପ୍ରଗତିଶୀଳ ଏବଂ ଦକ୍ଷ ଅଧିକାରୀ ଭାବେ ସେ ବେଶ ପରିଚିତ।
IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK
ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...
ଆଦିବାସୀ ମହୋତ୍ସବ ‘ପରବ’ ଉଦ୍ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ
କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...
ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍
ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ । ତେବେ ଧରାପଡିବା ପରେ ଯୁବକ...
‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’
ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...
ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା
ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...
ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍, ସୁଦୃଢ଼ ହେବ…
ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...
ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ
ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...
ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…
ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...
Archives


