କ୍ୟାବିନେଟ୍‌ ମନ୍ତ୍ରୀଭାବେ ଶପଥ ନେଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫(ବ୍ୟୁରୋ)-ଭାଜପା ନେତା ଧର୍ମେନ୍ଦ୍ର ପ୍ରଧାନ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଧର୍ମେନ୍ଦ୍ରଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି। ଧର୍ମେନ୍ଦ୍ର ନରେନ୍ଦ୍ର ମୋଦିଙ୍କ ପ୍ରଥମ ପାଳିରେ ମଧ୍ୟ ମନ୍ତ୍ରୀ ହୋଇଥିଲେ। ୨୦୧୪ରେ ରାଷ୍ଟ୍ରମନ୍ତ୍ରୀ(ସ୍ବାଧୀନ ପାହ୍ୟା) ପାଇଥିବା ଧର୍ମେନ୍ଦ୍ରଙ୍କ ପରବର୍ତ୍ତୀ ସମୟରେ କ୍ୟାବିନେଟ୍‌ ପାହ୍ୟାକୁ ପଦୋନ୍ନତି ହୋଇଥିଲା।
ସେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଏବଂ ଦକ୍ଷତା ବିକାଶ ଭଳି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟର ଦାୟିତ୍ୱ ତୁଲାଇ ସାରିଛନ୍ତି। ଚଳିତ ଥର ମଧ୍ୟ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପହଞ୍ଚିଲେ ନିର୍ବାଚନୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ

କଟକ,୨୯ା୪(କାର୍ତ୍ତିକ ସାହୁ): ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ କଟକ ଜିଲାରେ ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକ ସୋମବାର ପହଞ୍ଚିଛନ୍ତି। ଭାରତୀୟ ରାଜସ୍ବ ସେବାର ବରିଷ୍ଠ ଅଧିକାରୀ  ସୁରେଶ...

ଭାଇରାଲ ହେଉଛି ଶାହାଙ୍କ ଫେକ୍‌ ଭିଡ଼ିଓ, ରେଭନ୍ଥ ରେଡ୍ଡୀଙ୍କୁ ସମନ ପଠାଇଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯ା୪ : ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପରେ ଏକ ଜାଲିଆତି ଭିଡିଓ ସହ ସମ୍ପୃକ୍ତି ଅଭିଯୋଗରେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀଙ୍କୁ ଦିଲ୍ଲୀ...

ପଞ୍ଜୀକରଣର ୧୦୦ ମିନିଟ୍‌ ମଧ୍ୟରେ ହେବ କାର୍ଯ୍ୟାନୁଷ୍ଠାନ

କଟକ,୨୯ା୪(କାର୍ତ୍ତିକ ସାହୁ): ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ସମ୍ବନ୍ଧିତ ଅଭିଯୋଗ ଦାଖଲ ପାଇଁ କଟକ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ୨୪ ଘଣ୍ଟିଆ ସମନ୍ବିତ କଣ୍ଟ୍ରୋଲ ରୁମ୍‌...

ଭାଜପା ଛାଡିବା ଖବରକୁ ଖଣ୍ଡନ କଲେ ନୀତେଶ, କହିଲେ ମୋ ଆକାଉଣ୍ଟ…

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ତେବେ ଏଭଳି ଏକ ଖବରକୁ ଖଣ୍ଡନ କରିଛନ୍ତି ନୀତେଶ। ସେ କହିଛନ୍ତି, ତାଙ୍କ ଫେସବୁକ୍‌ ଆକାଉଣ୍ଟ...

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ଆତ୍ମସମର୍ପଣ କଲେ ୨୩ ମାଓବାଦୀ

ମାଲକାନଗିରି,୨୯ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡାରେ ସୋମବାର ୨୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଲୋନ୍‌ ଭାରାଟୁ ଅଭିଯାନରେ ପ୍ରଭାବିତ ହୋଇ ଆତ୍ମସମର୍ପଣ କରିଥିବା...

ଆସନ୍ତା ୨ରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,୨୯।୪: ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨ ତାରିଖରେ କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନିଜର ନାମାଙ୍କନ ପତ୍ର ଦାଖଲ କରିବେ। ଏଥିସହ...

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri