Posted inଖେଳ

ପ୍ରଥମେ ବ୍ୟାଟିଂ କରିବ ଭାରତ

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ। ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳର ଅଧିନାୟକ କିରନ ପୋଲାର୍ଡ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ସନ୍ଧ୍ୟା ପରେ କାକର ପଡ଼ିବାର ସମ୍ଭାବନା ଥିବାରୁ ପୋଲାର୍ଡ ଏପରି ନିଷ୍ପତ୍ତି ନେଇଛନ୍ତି।
ଭାରତୀୟ ଦଳ: ଲୋକେଶ ରାହୁଲ, ରୋହିତ ଶର୍ମା, ବିରାଟ କୋହଲି (ଅଧିନାୟକ), ଶ୍ରେୟାସ ଆୟାର, ରିଷଭ ପନ୍ତ(ଉଇକେଟକିପର), କେଦାର ଯାଦବ, ଶିବମ ଦୁବେ, ରବୀନ୍ଦ୍ର ଜାଡେଜା, ଦୀପକ ଚହର, କୁଲଦୀପ ଯାଦବ ଓ ମହମ୍ମଦ ଶାମି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

ଆଇପିଏଲ୍‌ ୨୦୨୪ ମଝିରେ ସିଏସ୍‌କେକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨।୫: ଆଇପିଏଲ୍‌ ୨୦୨୪ରେ ଚେନ୍ନାଇ ସୁପର କିଙ୍ଗ୍ସ ବୁଧବାର ୫ମ ପରାଜୟର ସମ୍ମୁଖୀନ ହୋଇଛି। ଏହି ମ୍ୟାଚ୍‌ରେ ଚେନ୍ନାଇ ଟିମ୍‌ ଅନେକ ମାମଲାରେ ଦୁର୍ବଳ ନଜର...

ଶାହରୁଖଙ୍କ ଉପରେ ପ୍ରବଳ ରାଗିଗଲେ ପୁଅ ଅବରାମ:ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨।୫: ଆଜିକାଲି ଆଇପିଏଲର କ୍ରେଜ୍‌ ଚରମ ସୀମାରେ ପହଞ୍ଚିଛି। ନିକଟରେ କୋଲକାତା ଏବଂ ଦିଲ୍ଲୀ ମଧ୍ୟରେ ହୋଇଥିବା ମ୍ୟାଚରେ ଶାହାରୁଖ ଖାନ ଏବଂ ତାଙ୍କ ପୁଅ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri