Posted inଜାତୀୟ

ଜାମିଆ ପରେ ସିଲମପୁରକୁ ବ୍ୟାପିଲା ସିଏଏ ହିଂସା: ୩ ମେଟ୍ରୋ ଷ୍ଟେଶନ ବନ୍ଦ

ନୂଆଦିଲ୍ଲୀ,୧୭।୧୨: ଦିଲ୍ଲୀର ଜାମିଆ ପରେ ଏବେ ସିଲମପୁରକୁ ବ୍ୟାପିଛି ନାଗରିକତା ସଂଶୋଧନ ଆଇନ (ସିଏଏ) ହିଂସା। ମଙ୍ଗଳବାର ଜଫରାବାଦରେ ସିଏଏ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାରି ଭିତରେ ପୋଲିସ ଓ ପ୍ରଦର୍ଶନକାରୀ ମୁହାଁମୁହିଁ ହୋଇଛନ୍ତି। ବିକ୍ଷୋଭ ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀମାନେ ପୋଲିସଙ୍କ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ କିଛି ଗାଡିର କାଚ ଭାଙ୍ଗିଯାଇଥିବା ବେଳେ କେତେକ ପୋଲିସକର୍ମୀ ଓ ପ୍ରଦର୍ଶନକାରୀ ଆହତ ହୋଇଛନ୍ତି। ଭିଡ଼କୁ ନିୟନ୍ତ୍ରଣ କରିବାକୁ ଯାଇ ପୋଲିସ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଛି। ପ୍ରଦର୍ଶନ ପରେ ପୋଲିସ ସିଲମପୁରରୁ ଜଫରାବାଦକୁ ଯାଉଥିବା ୬୬ଫୁଟ ରାସ୍ତାକୁ ୨ପକ୍ଷରୁ ବନ୍ଦ କରିଦେଇଛି। ଏଥିସହ ସିଲମପୁର, ଜଫରାବାଦ ଓ ଓ୍ବେଲକମ୍‌ ସମେତ ୩ଟି ମେଟ୍ରୋ ଷ୍ଟେଶନକୁ ମଧ୍ୟ ବନ୍ଦ କରିଦିଆଯାଇଛି। ଏହି ମେଟ୍ରୋ ଷ୍ଟେଶନରେ ମେଟ୍ରୋ ଟ୍ରେନ ରହିପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର...

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା...

ବିପଦରେ ହରିୟାଣାର ଭାଜପା ସରକାର, ସମର୍ଥନ ପ୍ରତ୍ୟାହାର କରିନେଲେ… 

ଚଣ୍ଡିଗଡ଼,୭।୫: ହରିୟାଣାରେ ଭାଜପା ସରକାର ଉପରେ ସଙ୍କଟ ଦେଖାଦେଇଛି। ଭାଜପା ସରକାରକୁ ସମର୍ଥନ କରୁଥିବା ତିନି ଜଣ ସ୍ବାଧୀନ ବିଧାୟକ ବାହାରିଛନ୍ତି। ସେମାନେ ସମର୍ଥନ ଫେରାଇ...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ତିହାର ଜେଲରେ ରହିବେ କେଜରିଓ୍ବାଲ, ପରବର୍ତ୍ତି ଶୁଣାଣି…

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଲିକର ପଲିସି ସହ ଜଡିତ ଏହି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଅର୍ଥାତ୍‌ ୭ ମେ’ ୨୦୨୪ ରେ...

ରାହୁଲ ଗାନ୍ଧୀ ନେଲେ ବଡ଼ ନିଷ୍ପତ୍ତି, ବଢିପାରେ ଭାଜପାର ମୁସ୍କିଲ

ନୂଆଦିଲ୍ଲୀ,୭।୫: ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ରାହୁଲ ଗାନ୍ଧୀ କନ୍ନୌଜରେ ପ୍ରଚାର କରିବେ। ସମାଜବାଦୀ...

କେଜରିଓ୍ବାଲ ପ୍ରଚାର ନ କଲେ ଆକାଶ ଛିଣ୍ଡି ପଡିବନି

ନୂଆଦିଲ୍ଲୀ,୭।୫: ଦିଲ୍ଲୀର ଏକ୍ସାଇଜ ପଲିସି ଜାଲିଆତି ଅଭିଯୋଗରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବେଦନର ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ, ତାଙ୍କ...

ଅଜିତ ପାଓ୍ବାରଙ୍କ ଘରେ ପହଞ୍ଚିଲେ ସୁପ୍ରିୟା ସୁଲେ

ବାରାମତି,୭।୫: ଲୋକ ସଭା ନିର୍ବାଚନ ୦୨୪ର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ବାରାମତି ଆସନରେ ମଧ୍ୟ ମତଦାନ ଚାଲିଛି। ଏହି ଆସନ ଜାତୀୟ ସ୍ତରରେ ଆଲୋଚନାର ବିଷୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri