ଜୁଆ ଆଡ୍ଡାରେ ଚଢ଼ାଉ, ୩ ଗିରଫ

ପାଲଲହଡା,୧୭।୧୨(ଡି.ଏନ.ଏ.)- ପାଲଲହଡା ଥାନା ବଡ଼ଝାର ଗ୍ରାମ ନିକଟ କୁକୁଡ଼ା ଲଢେଇପଡାରେ ଜୁଆ ଆଡ୍ଡା ଚାଲିଥିବାବେଳେ ପାଲଲହଡା ପୋଲିସ ଚଢ଼ାଉ କରି ୩ ଜଣଙ୍କୁ ଗିରଫ କରିଛି। ଏଥିସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରାଯାଇଛି। ଦୀର୍ଘଦିନ ହେବ ଏହି ଅଞ୍ଚଳରେ ବ୍ୟାପକ ଜୁଆ ଖେଳ ହେଉଥିବା ଅଭିଯୋଗ ହୋଇଥିଲା। ଖବରପାଇ ପୋଲିସ ଚଢ଼ାଉ କରି ସନ୍ତୋଷ କୁମାର ପ୍ରଧାନ, ତପନ କୁମାର ନାୟକ ଏବଂ ତୋଫାନ ମୁଖୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୧୦୯୦ ଟଙ୍କା ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଏ ସଂକ୍ରାନ୍ତରେ ପୋଲିସ ନଂ. ୧୭୩/୧୯ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଏଏସ୍‌ଆଇ ପ୍ରଦୀପ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଣିକ ସଂଘର ନୂତନ କର୍ମକର୍ତ୍ତା ମନୋନୀତ: ସଂକ୍ଷିପ୍ତ ସଭାପତି, ରବୀନ୍ଦ୍ର ସମ୍ପାଦକ

ଲୋଇସିଂହା,୩୦ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଗାଈଖାଇ ଇକୋଟୁରିଜମ୍‌ ପ୍ରକଳ୍ପଠାରେ ଲୋଇସିଂହା ବଣିକ ସଂଘର ବାର୍ଷିକ ଅଧିବେଶନ ପୂର୍ବତନ ସଭାପତି ମୋହିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।...

୧୩ ଦିନ ହେବ କୁଆଡ଼େ ପଳାଇଛନ୍ତି ଓଁକାର: ଚିନ୍ତାରେ ପରିବାର

ନୂଆପଡ଼ା/କୋମନା,୩୦।୧୨(ମକାରୁ ବେମାଲ/ ମହେଶ ବାଗ):ନୂଆପଡା ଜିଲା କୋମନା ଥାନା ଜେଠୁପାଲି ଗାଁର ଓଁକାର ତାଣ୍ଡି (୨୩) ଗତ ବୁଧବାର ୧୭ ତାରିଖ ରାତି ୮ରୁ ନିଖୋଜ...

ସରକାରଙ୍କ ନିକଟରେ ନେହୁରା ହେଲେ ନିରଞ୍ଜନ: ମାଗିଲେ ସହାୟତା

ଦାରିଙ୍ଗବାଡି, ୩୦।୧୨ (ଅରୁଣ ସାହୁ ): କିଛି କରିବାର ଇଚ୍ଛା ଅନେକ ହେଲେ ବାଧକ ସାଜିଛି ଅର୍ଥ। ଗୋପାଳନ, ଛେଳି ଲାଳନପାଳନ କରି ପରିବାର ପ୍ରତିପୋଷଣ...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

ଜିତୁଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ: ସମର୍ଥକଙ୍କ ମହଲରେ ଉତ୍ସାହ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ର ଯୁବନେତା ଅମରନାଥ ଭୋଇ(ଜିତୁ)ଙ୍କୁ ବିଜେଡ଼ି ବଡ଼ ଦାୟିତ୍ୱ ଦେଇଛି। ତାଙ୍କୁ ବିଜୁ ଯୁବ ଜନତା ଦଳର ଉପସଭାପତି(ବରିଷ୍ଠ)ଭାବେ ମନୋନୀତ କରିଛି। ଯୁବନେତା ଜିତୁଙ୍କୁ...

ଟିପିଡବ୍ଲୁଓଡିଏଲ୍‌ର ଗ୍ରାହକ ମାରଣ ନୀତିର ପ୍ରତିବାଦ, କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବାରକୋଟ,୩୦|୧୨(ଶଶାଙ୍କ ଶେଖର ଝାଙ୍କର): ଟିପିଡବ୍ଲୁଓଡିଏଲ୍ (ବିଦ୍ୟୁତ ବିଭାଗ)ର ଗ୍ରାହକ ମାରଣ ନୀତିର ତୀବ୍ର ବିରୋଧ କରି ଦେବଗଡ ଜିଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri