Odisha Elections 2024

ରାତି ଜଗୁଆଳିଙ୍କୁ କଟୁରିରେ ହାଣି ହତ୍ୟା

ବାଲେଶର ଅଫିସ, ୧୮।୧୨:ବାଲେଶର ଜିଲାର ଏଫ୍‌ସିଆଇ ଅଫିସର ରାତି ଜଗୁଆଳିଙ୍କୁ କଟୁରିରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ମୟୁରଭଞ୍ଜର ବଢ଼ା ମାରାଣ୍ଡି । ମଙ୍ଗଳବାର ରାତିରେ ବାଲେଶ୍ୱର ସହଦେଖୁଣ୍ଟା ଥାନା ଗୁଡିପଦାର ଭଡା ଘରେ ଏହି ହତ୍ୟାକାଣ୍ଡ ଘଟିଛି। ଘଟଣାସ୍ଥଳରେ ସହଦେବଖୁଣ୍ଟା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମିଳିଥିବା ପ୍ରାଥମିକ ଅନୁଯାୟୀ, ବଢ଼ା ମାରାଣ୍ଡିଙ୍କ ସହ ରହୁଥିବା ଜଣେ ମହିଳାଙ୍କୁ ପୋଲିସ ସନ୍ଦେହ କରୁଛି। ମହିଳା ଜଣଙ୍କ ବର୍ତ୍ତମାନ ସୁଦ୍ଧା ଫେରାର ଅଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧଙ୍କୁ ଧକ୍କା ଦେଲା କାର୍‌

ଛତ୍ରପୁର,୧୬।୫(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅନ୍ତର୍ଗତ କାଳିଆବାଲି ଛକ ଠାରେ ଏକ କାର ଧକ୍କାରେ ବୃଦ୍ଧ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ ରବିବାର ୨...

ଛତ୍ରପୁର ବ୍ଲକ ଟପ୍ପର ହେଲେ ଅଭିପ୍ସା

ଛତ୍ରପୁର,୨୬।୫(ଦିଲ୍ଲୀପ ସାମଲ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ୨୦୨୪ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି । ଏଥିରେ ଛତ୍ରପୁର ବ୍ଲକର...

ମାଟ୍ରିକ ପରୀକ୍ଷାରେ ଚମକିଲେ ଦିବ୍ୟ ପ୍ରସାଦ

ପାଟଣା,୨୬।୫(ବୀର କିଶୋର ଦାଶ): ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ପରିଷଦ କଟକ ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଚାଲିଛି ମୂଲ୍ୟାଙ୍କନ, ଏହି ଦଳ ମାରିବ ବାଜି…

ହାଟଡିହୀ,୨୬ା୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନୀ ପରୀକ୍ଷା ସରିଯାଇଛି। କାହା ସପକ୍ଷରେ କେତେ ଭୋଟ୍‌ ଯିବ ତାକୁ ନେଇ ଏବେ ମୂଲ୍ୟାଙ୍କନ ଚାଲିଛି। ଜନାଦେଶ ଫଳାଫଳ...

ମୋରଡ଼ା ବ୍ଲକର ଦୁଇ ଛାତ୍ରୀଛାତ୍ର ଗ୍ରେଡ୍‌ ଏ-୧ରେ କୃତକାର୍ଯ୍ୟ

ମୋରଡ଼ା,୨୬ା୫(ସ୍ମାରକ ମାଜୀ): ରବିବାର ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ଦୁଇଜଣ ଛାତ୍ରୀଛାତ୍ର ଏ-୧ ଗ୍ରେଡ୍‌ରେ କୃତକାର୍ଯ୍ୟ ହୋଇଛନ୍ତି।...

ମାଟ୍ରିକ ପରୀକ୍ଷାରେ ଦେବଗଡ଼ ଜିଲା ଟପ୍ପର ହେଲେ ସାଇପ୍ରଜ୍ଞା

ଦେବଗଡ଼,୨୬ା୫(ଶଶାଙ୍କ ଶେଖର ଝାଙ୍କର): ଚଳିତବର୍ଷର ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। ଦେବଗଡ଼ ଜିଲାର ସହର ଶିଶୁମନ୍ଦିର ଛାତ୍ରୀ ଓ୍ବାର୍ଡନମ୍ବର ୩ ମଠ ସାହିର...

ମାଟ୍ରିକ ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ରୀଛାତ୍ରଙ୍କ ସଫଳତା

ବାଲିଗୁଡ଼ା,୨୬ା୫(ସଞ୍ଜୟ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡ ଦାରା ପରିଚାଳିତ ଦଶମ ମାଟ୍ରିକ ପରୀକ୍ଷା ଫଳାଫଳ ରବିବାର ପ୍ରକାଶ ପାଇଛି। ଚଳିତ ବର୍ଷର ପାସ୍‌...

ଗଞ୍ଜାମର କିଆ ସମ୍ପଦ…

ଆମ ଦେଶର ଉପକୂଳବର୍ତ୍ତୀ ବିଭିନ୍ନ ଅଞ୍ଚଳରେ କିଆଗଛ ଦେଖିବାକୁ ମିଳିଥାଏ। ଓଡ଼ିଶାର ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ସର୍ବାଧିକ କିଆ ଜଙ୍ଗଲ ରହିଥିବାବେଳେ ଏଠାରେ କିଆଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri