ପୋଷା ବିରାଡ଼ିକୁ ଗୁଳିମାଡ଼

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ବିରାଡ଼ିକୁ ଗୁଳିମାଡ଼। ନିର୍ଦ୍ଦୟ ଭାବେ ବିରାଡ଼ିକୁ ଗୁଳି ମାରିବା ପରେ ତା’ର ମୃତ୍ୟୁ ଘଟିଛି। ଏଭଳି ଘଟଣାକୁ ନେଇ ବୁଧବାର ଖାରବେଳ ଥାନାରେ ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ଥାନା ଅଞ୍ଚଳରେ ରହୁଥିବା ସୁଶାନ୍ତ ପଟ୍ଟନାୟକଙ୍କ ପୋଷା ବିରାଡ଼ିକୁ ପଡୋଶୀ ଗୁଳି କରିଥିଲେ। ଏନେଇ ଖବର ପାଇ ପିପୁଲ ଫର୍‌ ଆନିମଲ ସଂସ୍ଥାର ଅମୂଲ୍ୟ ନାୟକ ଘଟଣାସ୍ଥଳରେ ପହଞ୍ଚି ବିରାଡ଼ିକୁ ଉଦ୍ଧାର କରି ଓୟୁଏଟିକୁ ନେଇ ଚିକିତ୍ସା କରିଥିଲେ। ହେଲେ ସେଠାରେ ତା’ର ମୃତ୍ୟୁ ଘଟିଥିଲା। ତେବେ ଡାକ୍ତରମାନେ ଏକ୍ସରେ କରିବା ସମୟରେ ବିରାଡ଼ିର ମୁଣ୍ଡ ଓ ଛାତିରେ ୨ଟି ଗୁଳିଥିବା ଦେଖିବାକୁ ପାଇଥିଲେ। ଏନେଇ ଅମୂଲ୍ୟ ଓ ସୁଶାନ୍ତ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ମକର ସଂକ୍ରାନ୍ତି ପୂର୍ବରୁ ଏହି ୩ ରାଶିର ଚମକିବ ଭାଗ୍ୟ, ଘଟିବାକୁ ଯାଉଛି…

୨୦୨୬ରେ, ଜାନୁଆରୀ ୧୪ ତାରିଖରେ ମକର ସଂକ୍ରାନ୍ତି ପାଳନ କରାଯିବ, ଯେତେବେଳେ ସୂର୍ଯ୍ୟ ଧନୁ ରାଶି ଛାଡି ମକର ରାଶିରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ମକର...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri