ଦର୍ଶକଙ୍କୁ ପସନ୍ଦ ଆସୁଛି ରାଣୀଙ୍କ ‘ମର୍ଦ୍ଦାନୀ-୨’, ରିଲିଜର ଛଅ ଦିନରେ ବ୍ୟବସାୟ କଲା ୨୫ କୋଟି

ବମ୍ବେ: ବଡ଼ ପରଦାରେ ଭଲ ପ୍ରଦର୍ଶନ କରୁଛି ରାଣୀ ମୁଖାର୍ଜୀଙ୍କ ଚଳଚ୍ଚିତ୍ର ‘ମର୍ଦ୍ଦାନୀ-୨’। ରିଲିଜର ଷଷ୍ଠ ଦିନରେ ଫିଲ୍ମ ୨୫ କୋଟି ବ୍ୟବସାୟ କରିବାରେ ସଫଳ ହୋଇଛି। ଟୁଇଟର ପୃଷ୍ଠାରେ ଟ୍ରେଡ୍‌ ଆନାଲିଷ୍ଟ ତରଣ ଆଦର୍ଶ ଏନେଇ ସୂଚନା ଦେଇଛନ୍ତି। ଶୁକ୍ରବାର ଫିଲ୍ମ ୩.୮୦ କୋଟି, ଶନିବାର ୬.୫୫କୋଟି, ରବିବାର ୭.୮୦ କୋଟି, ସୋମବାର ୨.୮୫କୋଟି, ମଙ୍ଗଳବାର ୨.୬୫କୋଟି ଏବଂ ବୁଧବାର ୨.୨୫କୋଟି ବ୍ୟବସାୟ କରିଥିବା ସେ ଦର୍ଶାଇଛନ୍ତି।

ଗୋପୀ ପୁଥରନଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଚଳଚ୍ଚିତ୍ରରେ ଜଣେ ସିରିୟଲ୍‌ କିଲର୍‌ଙ୍କ କାହାଣୀ ଦେଖିବାକୁ ମିଳୁଛିି। ଏଥିରେ ରାଣୀଙ୍କ ଭୂମିକାକୁ ଦର୍ଶକେ ବେଶ ପସନ୍ଦ କରୁଛନ୍ତି। ସେହିଭଳି ଖଳନାୟକ ଭୂମିକାରେ ବିଶାଳ ଜେଠଓ୍ବା ମଧ୍ୟ ପ୍ରଶଂସନୀୟ କାମ କରିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri