ପାତ୍ରପୁର, ୨୧ା୧୨(ଡି.ଏନ୍.ଏ.): ପାତ୍ରପୁର ତହସିଲ ଅଧୀନ ଶରଧାପୁରଠାରେ ଜୟନ୍ତୀପୁର ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା କରି ବେଆଇନ୍ ଇଟାଗାଡ଼ିକୁ ଛଡ଼ାଇ ନେଇଥିବା ଗୁରୁବାର ଜରଡ଼ା ଥାନାରେ ଅଭିଯୋଗ ହୋଇଛି।
୧୭ ତାରିଖରେ ପାତ୍ରପୁର ତହସିଲଦାର ଶ୍ରୀନିବାସ ବେହେରାଙ୍କ ନିର୍ଦ୍ଦେଶରେ ରାଜସ୍ବ ନିରୀକ୍ଷକ ସତ୍ୟବାଦୀ ବେହେରା ଓ କର୍ମଚାରୀ ବିଭିନ୍ନ ସ୍ଥାନରେ ଗାଡ଼ିକୁ ତଲାସି କରୁଥିଲେ। ଏହି ସମୟରେ ବି. ନୂଆଗାଁ ପଞ୍ଚାୟତ ଶରଧାପୁର ନିକଟରେ ରାଜସ୍ବ ନିରୀକ୍ଷକ ଆନ୍ଧ୍ରର ଏକ ଇଟା ବୋଝେଇ ଟ୍ରକ୍କୁ ଅଟକାଇ କାଗଜପତ୍ର ଯାଞ୍ଚ କରିଥିଲେ। ହେଲେ ଚାଳକ କୌଣସି କାଗଜ ପତ୍ର ଦେଖାଇ ପାରି ନ ଥିଲେ । ପରେ ସମ୍ପୃକ୍ତ ଚାଳକ ଫୋନ ଯୋଗେ ଇଟାଭାଟି ମାଲିକଙ୍କୁ କହିଥିଲେ। ଗାଡ଼ି ମାଲିକ ସେଠାରେ କିଛି ଲୋକ ସହ ପହଞ୍ଚତ୍ ରାଜସ୍ବ ନିରୀକ୍ଷକଙ୍କୁ ଠେଲାପେଲା କରିବା ସହ ଗାଡ଼ିକୁ ଜୋରଜବରଦସ୍ତ ନେଇଯାଇଥିଲେ। ଏ ନେଇ ରାଜସ୍ବ ନିରୀକ୍ଷକ ତହସିଲଦାରଙ୍କୁ ଜଣାଇବା ପରେ ଥାନାରେ ଅଭିଯୋଗ କରିଥିଲେ।
ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ
ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...
ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର
ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...
୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର
ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...
୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ
ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...
କ୍ରୀଡ଼ା ମହୋତ୍ସବକୁ ଉଦ୍ଘାଟିତ କଲେ ଆସିକା ଏମ୍ପି: ଯୋଗଦେଲେ ୭ ବିଧାନସଭା କ୍ଷେତ୍ରର କ୍ରୀଡ଼ାବିତ୍
ହିଞ୍ଜିଳିକାଟୁ,୨୧।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମ ପରିସରରେ ଜିଲାସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ରବିବାର ଉଦଘାଟିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଆସିକା...
ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ
ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...
ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ
ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
Archives


