ଚାଇନା, ପାକିସ୍ତାନ, ବାଂଲାଦେଶକୁ ବଡ଼ ଝଟକା…, ଜାଣନ୍ତୁ ଟ୍ରେଡ ଡିଲ ପରେ ଆମେରିକା ବଜାରରେ କେମିତି ରାଜ୍‌ କରିବ ଭାରତ

ନୂଆଦିଲ୍ଲୀ,୩।୨: ସୋମବାର ରାତିରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ଶୁଳ୍କ ହ୍ରାସ ଘୋଷଣା କରିଛନ୍ତି। ସେ ଏହା ମଧ୍ୟ ଦାବି କରିଛନ୍ତି ଯେ ସେ ଭାରତ ସହିତ ଏକ ବାଣିଜ୍ୟ ଚୁକ୍ତିରେ…

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ ଖେଳପଡିଆ ନିକଟରୁ ଏକ ଉଦ୍ଧାର କରାଯାଇଥିଲା…

କ୍ରିକେଟ ଜଗତରେ ଶୋକ, ପୂର୍ବତନ କ୍ରିକେଟରଙ୍କ ୬୭ବର୍ଷରେ ଦେହାନ୍ତ

ନୂଆଦିଲ୍ଲୀ,୩।୨: ଇଂଲଣ୍ଡରୁ ଏକ ବଡ଼ ଖବର ଆସିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଟୋନି ପିଗଟଙ୍କର ୬୭ ବର୍ଷ ବୟସରେ ପରଲୋକ ହୋଇଛି । ତାଙ୍କ ଦେହାନ୍ତ ପରେ ଇଂଲିଶ କାଉଣ୍ଟି କ୍ରିକେଟରେ ଶୋକର ଛାୟା…

ଶୁଭାରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା, ଲାଭାର୍ଥୀଙ୍କୁ ଆଜି ଟଙ୍କା ଦେବେ ସରକାର

ଭୁବନେଶ୍ବର,୩।୨: ଆଜିଠୁ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା । ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ପୀଠରୁ ଏହା ପ୍ରଥମ ଥର ପାଇଁ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ…

ଭାରତ ବିପକ୍ଷରେ ଖେଳିବାକୁ ଏମିତି ସର୍ତ୍ତ ରଖିଲା ପାକିସ୍ତାନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୩।୨: ପାକିସ୍ତାନ କ୍ରିକେଟ ବୋର୍ଡର ନାଟକ ଶେଷ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ। ପାକିସ୍ତାନ ପ୍ରଥମେ ଟି୨୦ ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷରେ ଖେଳିବାକୁ ମନା କରିଥିଲା ଏବଂ ଏବେ ରିପୋର୍ଟ ଅନୁଯାୟୀ ପିସିବି…

ଟାରିଫ ହଟିଲା, ଟ୍ରେଡ ଡିଲ ଘୋଷଣା, ମୋଦିଙ୍କୁ ପ୍ରଶଂସା, କେମିତି ଗୋଟିଏ ଫୋନ କଲରେ ବଦଳିଲା ଟ୍ରମ୍ପଙ୍କ ସ୍ବର? ଜାଣନ୍ତୁ ଟାଇମଲାଇନ

ନୂଆଦିଲ୍ଲୀ/ଓ୍ବାଶିଂଟନ,୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିଳମ୍ବିତ ସାରେ ଟେଲିଫୋନରେ କଥା ହୋଇଥିଲେ। ଏହା ପରେ, ରାଷ୍ଟ୍ରପତି ଟ୍ରମ୍ପ ଦୁଇ ଦେଶ ମଧ୍ୟରେ ଏକ ‘ତୁରନ୍ତ ବାଣିଜ୍ୟ…

ବୋତଲ ବେପାର

ପାଣିର ଉପସ୍ଥିତି ଯୋଗୁ ପୃଥିବୀରେ ଆମେ ତିଷ୍ଠିଛେ। ସେହି ପାଣି ଏବେ ଦ୍ରୁତଗତିରେ ପ୍ରଦୂଷିତ ହେବାରେ ଲାଗିଛି। କୁହାଯାଉଛି, ଭବିଷ୍ୟତରେ ସବୁଠାରୁ ବଡ଼ ସଙ୍କଟ ଭାବେ ଜଳ ଉଭା ହେବ। ନିକଟ ଅତୀତକୁ ଦେଖିଲେ ମଧ୍ୟପ୍ରଦେଶର ଇନ୍ଦୋରରେ ଦୂଷିତ ପାଣି ପିଇ…

ଟାରିଫ୍‌ ହ୍ରାସ: ଭାରତ ଉପରେ ପଡ଼ିପାରେ ତେଲ ବୋଝ

ନୂଆଦିଲ୍ଲୀ,୩ା୨: ଭାରତ-ଆମେରିକା ବାଣିଜ୍ୟ ବୁଝାମଣା ପରେ ଆମେରିକା ଭାରତ ଉପରୁ ଟାରିଫ୍‌ ହ୍ରାସ କରିବାକୁ ଘୋଷଣା କରିଛି। ପୂର୍ବରୁ ଭାରତ ଉପରେ ୫୦% ଟାରିଫ୍‌ ରହିଥିଲା ବେଳେ ଏବେ ଏହା ୧୮%କୁ ଖସିଛି। ରୁଷିଆରୁ ଭାରତ ତୈଳ ଆମଦାନୀ ବନ୍ଦ କରିବାକୁ…

ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଇ-ଲଟେରିରେ ମିଳିବ ବାଲି, ପଥର ଖଣି

ଭୁବନେଶ୍ୱର,୩।୨(ସୁନିତ୍‌ ମିଶ୍ର):ରାଜ୍ୟରେ ବାଲି, ଗୋଡି, ମୋରମ ଓ ପଥର ଭଳି ଲଘୁ ଖଣିଜ ସମ୍ପଦର ଚୋରାଚାଲାଣ ରୋକିବା ଦିଗରେ ରାଜ୍ୟ ସରକାର ନୂଆ ବାଟ ତିଆରି କରିଛନ୍ତି। ଏହି ସମସ୍ତ ଖଣିଜ ସମ୍ପଦ ଉପରେ ଦୀର୍ଘବର୍ଷ ଧରି ରହିଥିବା ଏକଚାଟିଆ କୃତ୍ରିମ…

୨ ଦିନରେ ୧୭୭ ଆତଙ୍କବାଦୀ ନିହତ

ଇସ୍‌ଲାମାବାଦ,୩ା୨: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ବେଲୋଚ ଆତଙ୍କବାଦୀ ଏବଂ ପାକିସ୍ତାନ ସେନା ମଧ୍ୟରେ ଲାଗି ରହିଥିବା ସଂଘର୍ଷ ଏବେ ମଧ୍ୟ କିଛି ଇଲାକାରେ ଜାରି ରହିଛି। ଇତିମଧ୍ୟରେ ପାକ୍‌ ସେନା ଗୁଳିରେ ଆଉ ୨୨ ବେଲୋଚ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା…

୨୮ ଏନ୍‌ଏସି, ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ: ୧୮ ଜିଲାପାଳଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶ

ଭୁବନେଶ୍ୱର,୩ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏସଂକ୍ରାନ୍ତରେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮…

“ଅପାର ସୁଯୋଗର ଦ୍ୱାର ଖୋଲିବ”: ଟାରିଫ୍ ହ୍ରାସ ପରେ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨।୨: ଭାରତୀୟ ସାମଗ୍ରୀ ଉପରେ ଆମେରିକା ଶୁଳ୍କ କୋହଳ କରିଛି। ଏହାପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଟ୍ୟାରିଫ୍ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ…

ଭାରତ ପାଇଁ ଖୁସି ଖବର: ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପରେ ଟ୍ରମ୍ପ କଲେ ବଡ ଘୋଷଣା

ନୂଆଦିଲ୍ଲୀ,୨।୨: ଭାରତ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତୀୟ ସାମଗ୍ରୀ ଉପରେ ଲାଗୁ ହୋଇଥିବା ଟ୍ୟାରିଫ୍ ବା ଆମଦାନୀ ଶୁଳ୍କକୁ ୨୫ ପ୍ରତିଶତରୁ ୧୮ ପ୍ରତିଶତକୁ ହ୍ରାସ କରିବା ପାଇଁ…

ସିଗାରେଟ୍ ଦରରେ ବଡ଼ ବୃଦ୍ଧି: ପ୍ୟାକେଟ୍ ପିଛା ଏତିକି ଟଙ୍କା ଯାଏ ବଢ଼ିଲା ଦାମ୍

ନୂଆଦିଲ୍ଲୀ,୨।୨: ଫେବୃୟାରୀ ୧, ଆରମ୍ଭରୁ ଦେଶରେ ସିଗାରେଟ୍ ଏବଂ ତମାଖୁ ଜାତ ଦ୍ରବ୍ୟର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟିଛି। କେନ୍ଦ୍ର ସରକାର ତମାଖୁ ଉପରେ ଅତିରିକ୍ତ ଅବକାରୀ ଶୁଳ୍କ ଏବଂ ସ୍ୱାସ୍ଥ୍ୟ ସେସ୍ ଲାଗୁ କରିବା ପରେ ଏହି ମୂଲ୍ୟ…

୬ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ବିମାନ ବନ୍ଦରରେ ଭବ୍ୟ ସ୍ୱାଗତ

ଭୁବନେଶ୍ୱର,୨।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ସୋମବାର ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବାୟୁସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ଅବତରଣ କରିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ…

ମଞ୍ଚରେ ଥିଲେ ମୁଖ୍ୟମନ୍ତ୍ରୀ, ପୂର୍ବ ସରକାରଙ୍କୁ କଟାକ୍ଷ କଲେ ଜିଲାପାଳ

ନୂଆଦିଲ୍ଲୀ,୨।୨: ସୁବର୍ଣ୍ଣପୁର ଜିଲାପାଳ ନୃପରାଜ ସାହୁଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ରବିବାର ସୁବର୍ଣ୍ଣପୁରରେ ଆୟୋଜିତ ‘ସୁଭଦ୍ରା ଶକ୍ତି ମେଳା’ ଶୁଭାରମ୍ଭ ହୋଇଥିଲା। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଜିଲାପାଳ ପରୋକ୍ଷରେ ପୂର୍ବ ବିଜେଡି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri