ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା

କଟକ ଅଫିସ୍‌,୨୪।୧୨: ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହେବ। ଏହା ମାର୍ଚ୍ଚ ୨ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ପରୀକ୍ଷା ସକାଳ ୧୦ଟାରୁ ଆରମ୍ଭ ହୋଇ ଦିନ ୧୨.୩୦ରେ ଶେଷ ହେବ। ତେବେ ଗଣିତ ପରୀକ୍ଷା ଦିନ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ୍‌ ସମୟ ଦିଆଯିବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି। ଫେବୃୟାରୀ ୧୯ରେ ଓଡ଼ିଆ, ୨୨ରେ ଇଂରାଜୀ, ୨୪ ସଂସ୍କୃତ/ହିନ୍ଦୀ, ୨୬ରେ ଗଣିତ, ୨୮ରେ ସାଧାରଣ ବିଜ୍ଞାନ, ମାର୍ଚ୍ଚ ୨ରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri