Posted inଜାତୀୟ

ଅସ୍ତ୍ରବିରତି ଉଲ୍ଲଂଘନର କଡ଼ା ଜବାବ ଦେଲା ଭାରତୀୟ ସେନା : ୨ ପାକ୍‌ ସେନା ନିହତ

ନୂଆଦିଲ୍ଲୀ,୨୬।୧୨: ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିବା ପରେ ଏହାର କଡ଼ା ଜବାବ ଦେଇଛି ଭାରତୀୟ ସେନା। ପାକିସ୍ତାନ ପକ୍ଷରୁ ବୁଧବାର ଏଲ୍‌ଓସିର ଉରି ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଥିଲା। ପାକିସ୍ତାନ ପଟରୁ କରାଯାଇଥିବା ଗୁଳି ଚାଳନାରେ ଭାରତୀୟ ସେନାର ଜଣେ ଯବାନ ଶହୀଦ ହୋଇଯାଇଥିଲେ। ଏହାର ଜବାବ ଦେବାକୁ ଯାଇ ଭାରତୀୟ ସେନା ପକ୍ଷରୁ ମଧ୍ୟ ଆକ୍ରମଣ କରାଯାଇଥିଲା। ଏଥିରେ ୨ପାକ୍‌ ସେନା ନିହତ ହୋଇଥିଲେ ମଧ୍ୟ ଏହାକୁ ସେ ସ୍ବୀକାର କରୁ ନ ଥିଲା। ଗୁରୁବାର କିନ୍ତୁ ସେ ଏହା ସ୍ବୀକାର କରିବା ସହ ଦଓ୍ବୋ ସେକ୍ଟରରେ ନିହତ ହୋଇଥିବା ୨ଜଣ ପାକ୍‌ ସେନାର ଯବାନ ବୋଲି କୁହାଯାଇଛି। କେବଳ ସେତିକି ନୁହେଁ ଭାରତୀୟ ସେନାଙ୍କ ଆକ୍ରମଣରେ ପାକିସ୍ତାନର କିଛି ସେନା ଶିବିର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଶାହରୁଖ ଖାନ ଜଣେ ବିଶ୍ୱାସଘାତକ: ଭାଜପା ନେତାଙ୍କ ବିବାଦୀୟ ବୟାନ

ଲକ୍ଷ୍ନୌ,୧।୧: ଉତ୍ତର ପ୍ରଦେଶର ମିରଟରେ ଭାରତୀୟ ଜନତା ପାର୍ଟିର ଫାୟାରବ୍ରାଣ୍ଡ ନେତା ସଙ୍ଗୀତ ସୋମ ଚଳଚ୍ଚିତ୍ର ଅଭିନେତା ଶାହରୁଖ ଖାନଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri