Posted inଜାତୀୟ

ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ଆଇଏସ୍‌ଆଇର ଷଡ଼ଯନ୍ତ୍ର: ସତର୍କ ସୂଚନା ଜାରି କଲା ଗୋଇନ୍ଦା ବିଭାଗ

ନୂଆଦିଲ୍ଲୀ,୨୬।୧୨: ପଞ୍ଜାବରେ ଖଲିସ୍ତାନ ଆତଙ୍କବାଦୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଆଇଏସ୍‌ଆଇ ପକ୍ଷରୁ କେତେକ ଆତଙ୍କବାଦୀ ସଂଗଠନ ସହିତ ଗୁପ୍ତ ବୈଠକ ମଧ୍ୟ ହୋଇସାରିଛି। ଏସମ୍ପର୍କରେ ଭାରତୀୟ ଗୋଇନ୍ଦା ବିଭାଗକୁ ଗୁପ୍ତ ସୂଚନା ମିଳିଛି। କୁହୁଡ଼ିର ଫାଇଦା ନେଇ ପାକିସ୍ତାନ ସମର୍ଥିତ ଆତଙ୍କବାଦୀମାନେ ଖଲିସ୍ତାନୀଙ୍କୁ ଅସ୍ତ୍ରଶସ୍ତ୍ର ଯୋଗାଇବା ଲାଗି ଯୋଜନା କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଭାରତ-ପାକିସ୍ତାନ ସୀମାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri