ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ ଲୋକାର୍ପଣ ଉତ୍ସବରେ ଯୋଗଦେଲେ ଝିଅ ସୋଫିଆ।…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାକୁ ଉଦ୍‌ଘାଟନ କରି କହିଛନ୍ତି…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ କିମ୍ବା ସର୍ଜରୀ କରିଥିବା ଆଲୋଚନା ହେଉଛି।…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ କାର୍ଯ୍ୟସୂଚୀ ପ୍ରକାଶ କରିଛି। ଦିଲ୍ଲୀ, ପୁଣେ…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ ରାଜ୍ୟରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି…

ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ନାୟୁଶଲ୍ୟ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା ପ୍ରଦାନ କରିଛନ୍ତି। ରାଘବ ଚଢାଙ୍କୁ ଦିଲ୍ଲୀ ଏବଂ ପଞ୍ଜାବରେ ‘Z’ ବର୍ଗର ସୁରକ୍ଷା…

ମୋଦିଙ୍କ ସହ କଥା ହେବା ପରେ ପାକିସ୍ତାନକୁ ଜୋରଦାର ଝଟ୍‌କା ଦେଲା ଆମେରିକା, ବିଶ୍ୱରେ ଚହଳ!

ଓ଼୍ବାଶିଂଟନ,୧୫।୪: ଆମେରିକା ହର୍ମୁଜ ପ୍ରଣାଳୀ ଦେଇ ଯିବାକୁ ଚେଷ୍ଟା କରୁଥିବା ଦୁଇଟି ପାକିସ୍ତାନୀ ଜାହାଜକୁ ଫେରାଇ ଦେଇଛି। ଏହାକୁ ପାକିସ୍ତାନ ପାଇଁ ଏକ ବଡ଼ ବିପର୍ଯ୍ୟୟ ଭାବରେ ଦେଖାଯାଉଛି, ବିଶେଷକରି ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ପାଇଁ ଏହାର…

ହଙ୍ଗେରୀ: ସମ୍ମାନ ଓ ସ୍ବାଧୀନତା

କେନ୍ଦ୍ରୀୟ ୟୁରୋପୀୟ ରାଷ୍ଟ୍ର ହଙ୍ଗେରୀ ଦୀର୍ଘ ୧୬ ବର୍ଷ ପରେ ନୂଆ ଶାସକ ଦେଖିବାକୁ ଯାଉଛି। ଉଗ୍ର ଦକ୍ଷିଣପନ୍ଥୀ ରାଜନୀତି ଚଳାଇ ଆସିଥିବା ଭିକ୍ଟର ଓର୍ବାନ୍‌ଙ୍କୁ ଦେଶବାସୀ ପ୍ରତ୍ୟାଖ୍ୟାନ କରିଛନ୍ତି । ୧୯୯୮ରୁ ୨୦୦୨ ଏବଂ ୨୦୧୦ରୁ ୨୦୨୬ ଯାଏ ମୋଟ…

ଅନୁ ଗର୍ଗଙ୍କ ବଡ଼ ଘୋଷଣା: ଓଡ଼ିଶା ହେବ ‘ଏସିଆ’ର….

ଭୁବନେଶ୍ୱର,୧୫ା୪(ରବିନାରାୟଣ ଜେନା):ଓଡ଼ିଶାରେ ସମୃଦ୍ଧ ଐତିହ୍ୟ, ବିବିଧ ସଂସ୍କୃତି ଓ ପ୍ରାକୃତିକ ମନୋରମ୍ୟ ରହିଛି। ଏହାକୁ ନେଇ ବିଶ୍ୱସ୍ତରୀୟ ପର୍ଯ୍ୟଟକମାନଙ୍କୁ କିଭଳି ଆକର୍ଷିତ କରାଯାଇ ପାରିବ ସେନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ବତନ୍ତ୍ର ରୋଡ୍‌ମ୍ୟାପ୍‌ ପ୍ରସ୍ତୁତ କରାଯାଇଛି। ବିଭାଗ ପକ୍ଷରୁ ‘ଅଲ୍‌ ଫର୍‌…

ବିଜେଡି-କଂଗ୍ରେସ ମେଣ୍ଟକୁ ନେଇ ବଢୁଛି ଚର୍ଚ୍ଚା: ମନମୋହନ ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୧୫।୪(ସୁନିତ୍‌ ମିଶ୍ର):୨୦୨୭ରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହେବ। ଏଥିଲାଗି ପ୍ରସ୍ତୁତି ଏକ ପ୍ରକାର ଆରମ୍ଭ ହୋଇସାରିଛି। ଆସନ ସଂରକ୍ଷଣ ଆସନ୍ତା ୩୦ ତାରିଖ ସୁଦ୍ଧା ଶେଷ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସବୁ ଜିଲାପାଳଙ୍କୁ ନିକଟରେ ଚିଠି କରାଯାଇଛି। ଏହି ଖବର…

ଇରାନ- ଆମେରିକା ମଧ୍ୟରେ କେବେ ଶେଷ ହେବ ଯୁଦ୍ଧ? ସକାଳୁ ସକାଳୁ ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୧୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଇରାନ ସହିତ ଯୁଦ୍ଧ ଶେଷ ହେବାକୁ ଯାଉଛି। ଆମେରିକା ରାଷ୍ଟ୍ରପତି ଏକ ସାକ୍ଷାତକାର ସମୟରେ ଏହି ବିବୃତ୍ତି ଦେଇଛନ୍ତି।…

ଆହୁରି ବଢ଼ିବ ତାତି: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୫।୪ (ବନ୍ଦନା ସେଠୀ): ରାଜ୍ୟରେ ଆହୁରି ବଢିବ ତାତି। ଗରମ ତାୱାରେ ଜଳିବ ଓଡ଼ିଶା। ସେହିପରି ଆସନ୍ତା ୬ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମର ପ୍ରକୋପ ଲାଗିରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ। କିଛି ସ୍ଥାନରେ ପାରଦ…

ଆମେରିକାକୁ ଚେତାବନୀ ଦେଲା ଚାଇନା: ହର୍ମୁଜକୁ ନେଇ ହଲଚଲ

ବେଜିଂ,୧୫ା୪(ଏଜେନ୍ସି):ପାକିସ୍ତାନ ମଧ୍ୟସ୍ଥତାରେ ଇସ୍‌ଲାମାବାଦରେ ୨୧ ଘଣ୍ଟିଆ ଶାନ୍ତି ଆଲୋଚନାରୁ ନିଷ୍କର୍ଷ ନ ବାହାରିବାରୁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଆମେରିକା ଓ ଇରାନ୍‌ ପୁଣି ମୁହଁାମୁହଁି ହୋଇଛନ୍ତି। ଆମେରିକୀୟ ନୌସେନା ଏହି ଜଳପଥ ଦେଇ ମଧ୍ୟପ୍ରାଚ୍ୟର ସମସ୍ତ ଇରାନୀୟ ବନ୍ଦରକୁ ବନ୍ଦ କରିଦେଇଥିବାବେଳେ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ ନାହିଁ। ସମସ୍ତ ରିଫାଇନାରୀ ସେମାନଙ୍କର ପୂର୍ଣ୍ଣ କ୍ଷମତାରେ କାର୍ଯ୍ୟ କରୁଛି। ଏହା ବ୍ୟତୀତ,…

୬ ମାସ ପୂର୍ବରୁ ଶାହା ଲେଖିଥିଲେ ନୀତିଶଙ୍କ ବିଦାୟର ସ୍କ୍ରିପ୍ଟ? ସତ ହୋଇଗଲା ସଙ୍କେତ, ନିର୍ବାଚନ ସମୟରେ ହିଁ…

ପାଟନା,୧୪।୪: ବିହାର ରାଜନୀତିରେ ମଙ୍ଗଳବାର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ନୀତିଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ବିହାରରେ ’ନୀତିଶ ଯୁଗ’ର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି। ଅପରପକ୍ଷେ ଭାଜପା ନେତା ସମ୍ରାଟ ଚୌଧୁରୀଙ୍କୁ ବିହାରର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View
ଓଡ଼ିଶା: ଆଜିର ଫଟୋ ( ୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri