ସିଦ୍ଦାରାମାୟା ନା ଶିବକୁମାର କିଏ ଅଧିକ ଧନୀ? ଜାଣନ୍ତୁ ନେଟଓ଼୍ବର୍ଥ ରେସ୍‌ରେ କିଏ ଆଗରେ…

ବେଙ୍ଗାଲୁରୁ,୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଲାଗି ରହିଥିବା ସସପେନ୍ସ ଶେଷରେ ଶେଷ ହୋଇଛି। ସୂତ୍ର ଅନୁଯାୟୀ, ସିଦ୍ଦାରାମାୟା ଆଜି ମେ 28 ତାରିଖରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଯାଉଛନ୍ତି। ସେ ଅପରାହ୍ନ…

ମେଟାର ବଡ଼ ଘୋଷଣା: ଏବେ ମାଗଣାରେ ଚାଲିବନି Instagram, WhatsApp, Facebook; ମୋବାଇଲ ଭଳି ହେବ ମାସିକ ରିଚାର୍ଜ!

ନୂଆଦିଲ୍ଲୀ:୨୮।୫: ସୋସିଆଲ ମିଡିଆ ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଫେସବୁକ, ଇନଷ୍ଟାଗ୍ରାମ ଏବଂ ହ୍‌ବାଟସଆପର ମାଲିକାନା କମ୍ପାନୀ ‘ମେଟା’ (Meta) ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି। କମ୍ପାନୀ ଏବେ…

ବେକରେ ଗାମୁଛା ବାନ୍ଧି ଘରେ ଝୁଲିପଡ଼ିଲେ ଯୁବକ, ପୁଅକୁ ହରାଇ ମା-ବାପା…

ଝରିଗାଁ,୨୮ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାର ରବିନ ମଣ୍ଡଳଙ୍କ ପୁଅ ଶୁଭେନ୍ଧୁ (୨୭) ନିଜ ଘରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଘଟଣା ପରେ ସମ୍ପର୍କୀୟ…

ମଝି ନଦୀରେ ବୁଡ଼ିଗଲା ଡଙ୍ଗା: ୧୪ ରୁ ୧୫ ଜଣ କରୁଥିଲେ ଯାତ୍ରା

ପାଟନା,୨୮।୫: ପାଟନା ଜିଲାର ଉମାନାଥ ଗଙ୍ଗା ଘାଟରେ ଏକ ମର୍ମନ୍ତୁଦ ଡଙ୍ଗା ଦୁର୍ଘଟଣା ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି। ଚାଷୀମାନେ ଦିଆରା ଅଞ୍ଚଳକୁ ଜୀବିକା ନିର୍ବାହ ପାଇଁ ଏକ ଡଙ୍ଗାରେ ଯାଉଥିବାବେଳେ ଗଙ୍ଗା ନଦୀରେ…

୧,୪୦୦ କୋଟିରୁ ଅଧିକ ସମ୍ପତ୍ତିର ମାଲିକ ଡି.କେ. ଶିବକୁମାର, ଜାଣନ୍ତୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ନେଟଓ଼୍ବର୍ଥ

ବେଙ୍ଗାଲୁରୁ,୨୮।୫: କର୍ନାଟକ କଂଗ୍ରେସର ପ୍ରମୁଖ ନେତା ତଥା ଉପମୁଖ୍ୟମନ୍ତ୍ରୀ ଡି. କେ. ଶିବକୁମାର (D.K. Shivakumar) ନିଜର ନିର୍ୱାଚନୀ ସପଥପତ୍ର (Affidavit) ଦାଖଲ କରିଛନ୍ତି । ଏହି ଶପଥପତ୍ର ଅନୁଯାୟୀ, ସେ ଦେଶର ଅନ୍ୟତମ…

ବଦଳିଲା ପାଗ, IMD ଦେଲା ଚେତାବନୀ, ଆଗାମୀ ୩ ଦିନରେ ଭୟଙ୍କର…

ନୂଆଦିଲ୍ଲୀ, ୨୮।୫: ଆଇଏମଡି ଅନୁଯାୟୀ, କେନ୍ଦ୍ରୀୟ ଉତ୍ତର ପ୍ରଦେଶ ଏବଂ ସଂଲଗ୍ନ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ଜାରି ରହିଛି। ଏକ ଘୂର୍ଣ୍ଣିବଳୟ ଉତ୍ତର ପଶ୍ଚିମ ପ୍ରଦେଶରୁ ଦକ୍ଷିଣ ଉପକୂଳ ଓଡ଼ିଶା ପର୍ଯ୍ୟନ୍ତ କେନ୍ଦ୍ରୀୟ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ ଟାର୍ଗେଟ କରିଥିଲା ଯାହାକୁ ଆମେରିକୀୟ ସେନା ତାଙ୍କ ସୈନ୍ୟ ଏବଂ ହର୍ମୁଜ ପ୍ରଣାଳୀ…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ୍‌କୁ ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟ ବୁଧବାର ରାଜି ହୋଇଛନ୍ତି।…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା। ହେଲେ ଅପରାହ୍ନରୁ କାଳବୈଶାଖୀ ବର୍ଷା ଥଣ୍ଡା କରିଦେଇଥିଲା। ଆକାଶରେ କଳାହାଣ୍ଡିଆ ବାଦଲ ଦେଖାଦେବା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର ୧୬ ବଲେ୍‌ରେ ଅର୍ଦ୍ଧଶତକ ହାସଲ କରି ସମସ୍ତଙ୍କୁ ଚକିତ କରିଦେଇଛନ୍ତି। ଏଭଳି କାରନାମା…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ ସରକାର ଗଠନ କରିବା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଥଲାପତି ବିଜୟଙ୍କ ପ୍ରଥମ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ ଏସୀୟ ଆଥଲେଟିକ୍ସ କାଉନ୍ସିଲ ବୈଠକରେ, ‘୨୦୨୭ ଏସୀୟ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍’ର ଆୟୋଜନ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ଇଡି ଚଢ଼ାଉକୁ ବିରୋଧ: ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ

ଥିରୁଭାନନ୍ତପୁରମ୍‌,୨୭ା୫: କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ଥିରୁଭାନନ୍ତନପୁରମ୍‌ସ୍ଥିତ ବାସଭବନ ବାହାରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସବାଦୀ) (ସିପିଆଇଏମ) କର୍ମୀମାନେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଧିକାରୀଙ୍କ ଗାଡ଼ି ଉପରେ ଆକ୍ରମଣ କରିଛନ୍ତି। ଇଡି ଚଢ଼ାଉକୁ ବିରୋଧ କରି ଏହି ଆକ୍ରମଣ ହୋଇଛି।…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ ଲୋକଙ୍କ ଉପରେ ସିଧାସଳଖ ପ୍ରଭାବ ପକାଇବ। ସରକାର ରାସନ ବ୍ୟବସ୍ଥା (PDSସାର୍ୱଜନୀନ ବଣ୍ଟନ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ ଦର ବୃଦ୍ଧି ପାଇଥିବା ବେଳେ ଏହାକୁ ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି ବର୍ଷ ଶେଷ ସୁଦ୍ଧା ଏହି ଚନ୍ଦ୍ର ଘାଟି ସ୍ଥାପନ ଆରମ୍ଭ କରିବା ପାଇଁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri