Posted inଜାତୀୟ

ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ଖାରଜ କଲା ପ୍ରତିରକ୍ଷା ମନ୍ତ୍ରଣାଳୟ

କୋଲକାତା, ୨।୧: ଚଳିତବର୍ଷ ଗଣତନ୍ତ୍ର ଦିବସ ସମାରୋହରେ ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ସାମିଲ ହେବ ନାହିଁ। ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଖାରଜ କରିଦିଆଯାଇଛି। ଗଣତନ୍ତ୍ର ଦିବସ ପରେଡ଼ରେ ମମତା ସରକାରଙ୍କ ‘କନ୍ୟାଶ୍ରୀ’ ଯୋଜନାର ପ୍ରଜ୍ଞାପନ ମେଢ ପ୍ରସ୍ତାବ ଦିଆଯାଇଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମବଙ୍ଗ ସରକାରଙ୍କ ପ୍ରସ୍ତାବକୁ ଏକ୍ସପୋର୍ଟ କମିଟି ବୈଠକ କରି ସମୀକ୍ଷା କରିଥିଲେ। ମୋଟ ଦୁଇଟି ରାଉଣ୍ଡରେ ଏହି ବୈଠକ ହୋଇଥିଲା। ଏହାପରେ କନ୍ୟାଶ୍ରୀ ଯୋଜନାକୁ ରଦ୍ଦ କରିଛି କେନ୍ଦ୍ର। ସୂଚନାଯୋଗ୍ୟ, ଚଳିତବର୍ଷ ଗଣତନ୍ତ୍ର ଦିବସ ସମାରୋହରେ ହେବାକୁ ଥିବା ପରେଡରେ ୫୬ଟି ପ୍ରଜ୍ଞାପନ ମେଢ଼ ସାମିଲ ହେବା ଲାଗି ପ୍ରସ୍ତାବ ଆସିଥିଲା। ସେଗୁଡ଼ିକ ମଧ୍ୟରୁ ୨୨ଟି ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରସା କଲେ ନବୀନ ୩ ଜଣଙ୍କୁ ମିଳିଲା ଗୁରୁ ଦାୟିତ୍ୱ

ବ୍ରଜରଜନଗର ୨୯ା୧୨( ବିଜୟ ବରାଡ଼): ଝାରସୁଗୁଡା ଜିଲା ବିଜୁ ଜନତା ଦଳକୁ ସକ୍ରିୟ କରିବା ପାଇଁ ବିଜେଡିର ସଭାପତି ନବୀନ ପଟନାୟକ ବ୍ରଜରଜନଗର ପୌରାଞ୍ଚଳରୁ ୩...

ନୁଆବର୍ଷ ପାଇଁ ହେଉଥିଲା କଫ ସିରପ୍‌ ଚାଲାଣ: ମାଡ଼ି ବସିଲା ପୋଲିସ

ପାଟଣାଗଡ଼ ୨୯ା୧୨ (ସଚ୍ଚିଦାନନ୍ଦ ମହାକୁର)- ବେଆଇନ ଭାବେ କଫ ସିରପ୍‌ ଚାଲାଣ ଘଟଣାରେ ବଲାଙ୍ଗୀର ଜିଲା ପାଟଣାଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରି ସୋମବାର...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri