ଆସାମରେ ଏନ୍‌ଆର୍‌ସି ପରେ ୨ ମାସରେ ଘର ବାହୁଡ଼ିଛନ୍ତି ୪୪୫ ବାଂଲାଦେଶୀ

ଢ଼ାକା,୩।୧: ଆସାମରେ ଜାତୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ପ୍ରକାଶ ପାଇବା ପରେ ଗତ ୨ ମାସ ମଧ୍ୟରେ ୪୪୫ ବାଂଲାଦେଶୀ ଘର ବାହୁଡ଼ିଛନ୍ତି। ଏନେଇ ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଭାରତ-ବାଂଲାଦେଶ ସୀମାରେ ୩ଶହ ଲୋକଙ୍କୁ ଗିରଫ କରାଯାଇଥିଲା। ସେମାନେ ଭାରତକୁ ବ୍ୟବସାୟ ଉଦ୍ଦେଶ୍ୟରେ ଯାଇଥିବା କହିଥିଲେ ମଧ୍ୟ ସେମାନଙ୍କ ପାଖରେ କୌଣସି ବୈଧ ପ୍ରମାଣ ପତ୍ର ନ ଥିବା ବାଂଲାଦେଶ ସୀମା ସୁରକ୍ଷା ବାହିନୀ ପକ୍ଷରୁ ମେଜର ଜେନେରାଲ ଶଫିନୁଲ୍‌ ଇସଲାମ୍‌ ସୂଚନା ଦେଇଛନ୍ତି। ଅଟକଥିବା ବାଂଲାଦେଶୀଙ୍କ ମଧ୍ୟରେ ପୁରୁଷ, ମହିଳା ଏବଂ ଶିଶୁ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

ଚନ୍ଦ୍ର ଅଭିମୁଖେ ଚାଇନାର ଚାଙ୍ଗ’ଇ-୬: ଦକ୍ଷିଣ ମେରୁରୁ ଶିଳା ଆଣିବ

ନୂଆଦିଲ୍ଲୀ,୩ା୫: ଚନ୍ଦ୍ରର ଦକ୍ଷିଣ ମେରୁରୁ ଶିଳା ଓ ମୃତ୍ତିକା ସଂଗ୍ରହ କରି ଆଣିବା ପାଇଁ ଚାଇନା ଏହାର ମହାକାଶ ଯାନ ଚାଙ୍ଗ’ଇ-୬କୁ ଶୁକ୍ରବାର ଲଞ୍ଚ୍‌ କରିଛି।...

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ...

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ...

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ...

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ...

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri