Posted inଜାତୀୟ

୩୧ରୁ ଆରମ୍ଭ ହୋଇପାରେ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୪ା୧: ଚଳିତ ମାସ ୩୧ରେ ବଜେଟ ଅଧିବେଶନ ଆରମ୍ଭ କରିବା ନେଇ ସରକାର ବିଚାର କରୁଛନ୍ତି। ସେହିଭଳି ସାଧାରଣ ବଜେଟ ଫେବୃୟାରୀ ପହିଲାରେ ଉପସ୍ଥାପନ ହୋଇପାରେ। ବଜେଟ ଅଧିବେଶନ ନେଇ ଚୂଡାନ୍ତ ତାରିଖର ବିଜ୍ଞପ୍ତି ଏ ଯାଏ ପ୍ରକାଶ ପାଇନାହିଁ। ସଂସଦୀୟ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି(ସିସିପିଏ) ଏ ନେଇ ତାରିଖ ପ୍ରସ୍ତାବ ଦେବା ପରେ ବିଜ୍ଞପ୍ତି ଆସିବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ସିସିପିଏ ବୈଠକ ଶୀଘ୍ର ବସିବା ସହ ଏ ସଂକ୍ରାନ୍ତରେ ପ୍ରସ୍ତାବ ଦେବ। ବଜେଟ ଅଧିବେଶନର ଆରମ୍ଭ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ଉଭୟ ସଦନର ମିଳିତ ଅଧିବେଶନକୁ ଅଭିଭାଷଣ ଦେବେ। ସମାନ ଦିନରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇବ। ବଜେଟ ଅଧିବେଶନ ଏପ୍ରିଲ ଯାଏ ଚାଲିବ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ସରକାରୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଦେଲେ ଏସବୁ ପ୍ରତିଶ୍ରୁତି…

ଭବାନୀପାଟଣା,୮ା୫(ଉତ୍ତମ କୁମାର ଦାଶ): କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ବୁଧବାର କଳାହାଣ୍ଡିକୁ ଦିନିକିଆ ଗସ୍ତରେ ଆସିଥିଲେ। ଅପରାହ୍ନ ୧ଟା ୧୫ରେ ଭବାନୀପାଟଣା ସହରସ୍ଥିତ ରିଜର୍ଭ ପଡ଼ିଆରେ ହେଲିକପ୍ଟରରୁ...

ଭାରତରେ ୮% ହ୍ରାସ ପାଇଛି ହିନ୍ଦୁମାନଙ୍କ ଜନସଂଖ୍ୟା, ଏଇ ସମ୍ପ୍ରଦାୟର ହୋଇଛି ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କ ପ୍ୟାନେଲ୍ ରିପୋର୍ଟ

ନୂଆଦିଲ୍ଲୀ,୮।୫: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡିଛି ଯେ ୧୯୫୦ ରୁ ୨୦୧୫ ମଧ୍ୟରେ ଭାରତରେ (ହିନ୍ଦୁ) ଅଧିକାଂଶ ଧର୍ମର...

କେଜ୍‌ରିଓ୍ବାଲ ଜେଲ୍‌ରେ ରହିବେ ନା ଘରକୁ ଯିବେ ଆସନ୍ତାକାଲି ଆସିବ ବଡ଼ ରାୟ

ନୂଆଦିଲ୍ଲୀ,୮ା୫: ଲୋକ ସଭା ନିର୍ବାଚନରେ ପ୍ରଚାର କରିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରଓ୍ବାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ ଉପରେ ସୁପ୍ରିମକୋର୍ଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର...

ବିଶ୍ୱ ବଜାରରୁ କୋଭିସିଲ୍ଡ ଟିକା ପ୍ରତ୍ୟାହୃତ କରିବ ଆଷ୍ଟ୍ରାଜେନେକା, ପାର୍ଶ୍ୱପ୍ରତିକ୍ରିୟା ନେଇ ଖୁଲାସା ପରେ…

ନୂଆଦିଲ୍ଲୀ,୮।୫: ବ୍ରିଟିଶ ଫାର୍ମା କମ୍ପାନୀ ଆଷ୍ଟ୍ରାଜେନେକା ବିଶ୍ୱ ବଜାରରୁ ଏହାର କୋଭିଡ-୧୯ ଟିକାର ବିକ୍ରି ଉପରେ ରୋକୋ ଲଗାଇବାକୁ ନିଷ୍ପତ୍ତି ନେଇଛି। ଏଥିରେ ଭାରତରେ ପ୍ରସ୍ତୁତ...

ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୮ା୫: ଝାଡ଼ଖଣ୍ଡର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟରେ ଇଡି ରେଡ୍‌ କରିଛି। ଗିରଫ ଅଭିଯୁକ୍ତ ସଞ୍ଜୀବ ଲାଲଙ୍କ ସହ ଇଡି ପ୍ରୋଜେକ୍ଟ ଭବନରେ ବୁଧବାର ପହଞ୍ଚିଛି। ଗ୍ରାମ୍ୟ...

ମୋଦିଙ୍କ ଆଦାନୀ-ଅମ୍ବାନୀ ବୟାନକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା, କଂଗ୍ରେସ କହିଲା…

ନୂଆଦିଲ୍ଲୀ,୮।୫: ଲୋକ ସଭା ନିର୍ବାଚନ ପାଇଁ ସବୁ ଦଳ ଜୋରଦାର ପ୍ରଚାର କରୁଛନ୍ତି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ତେଲଙ୍ଗାନା ଗସ୍ତରେ ଥିବାବେଳେ...

ପିଟ୍ରୋଡାଙ୍କ ବୟାନକୁ ନେଇ ବର୍ଷିଲେ ମୋଦି, କହିଲେ କଳା ରଙ୍ଗ କହି ଆକ୍ଷେପ କଲେ…

ନୂଆଦିଲ୍ଲୀ,୮।୫: ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବୟାନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ‘ଦି ଷ୍ଟେଟମ୍ୟାନ’କୁ ଦେଇଥିବା ଏକ ସ୍ବତନ୍ତ୍ର ସାକ୍ଷାତକାରରେ ସାମ...

ପୁଣି ବିବାଦୀୟ ବୟାନ ଦେଲେ ସାମ ପିଟ୍ରୋଡା, ଭାରତୀୟଙ୍କୁ କହିଲେ କଳା-ଗୋରା

ନୂଆଦିଲ୍ଲୀ,୮।୫: ପୁଣି ବିବାଦରେ ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା। ନିକଟରେ ଅମେରିକାର ଉତ୍ତରାଧିକାରୀ ଟ୍ୟାକ୍ସକୁ ନେଇ ବୟାନ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ। ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri