Posted inଫୁରସତ

ଜାଣନ୍ତି ଫାଶୀରେ ବ୍ୟବହୃତ ଦଉଡ଼ି ପରେ କ’ଣ ହୋଇଥାଏ

ନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁଯାୟୀ ଜଘନ୍ୟ ଅପରାଧୀଙ୍କୁ ଫାଶୀଖୁଣ୍ଟରେ ଝୁଲାଇ ଦିଆଯାଇଥାଏ। ମାତ୍ର ଫାଶୀ ପରେ ଏହି ଦଉଡ଼ି କେଉଁ କାମରେ ବ୍ୟବହାର କରାଯାଇଥାଏ ହୁଏତ ଅଧିକାଂଶ ଜାଣି ନ ଥିବେ। ଜାଣନ୍ତୁ ଏ ସମ୍ପର୍କରେ…

ଏହି ଦଉଡ଼ିକୁ ନେଇ ଅନେକ ଅନ୍ଧବିଶ୍ୱାସ ରହିଛି। ଯଦି ବ୍ରିଟେନ୍‌ କଥା କହିବା ତେବେ ଏଠାରେ ଦୋଷୀଙ୍କୁ ଫାଶୀ ଦିଆଯିବା ପରେ ଉକ୍ତ ଦଉଡ଼ିକୁ ଜହ୍ଲାଦ (ଫାଶୀ ଦେଉଥିବା ବ୍ୟକ୍ତି)ଙ୍କୁ ଦିଆଯାଇଥାଏ। କିଛି ଲୋକ ସୁଖସମୃଦ୍ଧି ବୃଦ୍ଧି ପାଇଁ ଦଉଡ଼ିର ଛୋଟଖଣ୍ଡକୁ ନେଇ ଘରେ ରଖିଥାନ୍ତି। ଭାଗ୍ୟ ଅନୁକୂଳ ପାଇଁ କିଛି ଲୋକ ଏହାକୁ ଲକେଟ୍‌ କରି ମଧ୍ୟ ପିନ୍ଧିଥାନ୍ତି। ଇତିହାସରେ ଉଲ୍ଲେଖ ଅଛି, ବ୍ରିଟେନ୍‌ର ଜହ୍ଲାଦ ଏହି ଦଉଡ଼ିକୁ ନେଇଥାନ୍ତି। ତେବେ ୧୯୬୫ରୁ ବ୍ରିଟେନ୍‌ରେ ଫାଶୀଦଣ୍ଡାଦେଶ ଉପରେ ରୋକ ଲଗାଯାଇଛି। ଆଉ କିଛି ଦେଶରେ ଏହି ଦଉଡ଼ିକୁ ଛୋଟଖଣ୍ଡ କରାଯାଇ କାରାଗାରର ଓ୍ବାର୍ଡରମାନଙ୍କୁ ଦିଆଯାଇଥାଏ।


ସେହିପରି ଭାରତରେ ମଧ୍ୟ ଫାଶୀ ଦଉଡ଼ିକୁ ଜହ୍ଲାଦଙ୍କୁ ଦିଆଯାଇଥାଏ। ୨୦୦୪ରେ ନ୍ୟାୟାଳୟଙ୍କ ନିର୍ଦ୍ଦେଶ କ୍ରମେ ନଟ ମଲ୍ଲିକ ବଳାତ୍କାର ଏବଂ ହତ୍ୟା ଅଭିଯୋଗରେ ଅଭିଯୁକ୍ତ ଧନଞ୍ଜୟ ଚାଟାର୍ଜୀଙ୍କୁ ଫାଶୀଖୁଣ୍ଡରେ ଝୁଲାଇଥିଲେ। ସେତେବେଳେ ଚାକିରି ଆଶାୟୀ, କ୍ଷତିଗ୍ରସ୍ତ ବ୍ୟବସାୟୀମାନେ ମଧ୍ୟ ଏହି ଦଉଡ଼ି ଖଣ୍ଡକୁ ନେବା ପାଇଁ ନଟଙ୍କ ଘର ସମ୍ମୁଖରେ ଭିଡ଼ ଜମାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri