ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର,କଣ୍ଟାବାଞ୍ଜି,୧୩।୩ ( ସୁନିଲ କୁମାର ମହାନ୍ତି, ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଜଣେ ଛାତ୍ରଙ୍କ ଶୁକ୍ରବାର ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ…

ଖେମୁଣ୍ଡି ଓକିଲ ସଂଘ ନିର୍ବାଚନ:  ସଭାପତି, ସମ୍ପାଦକ ପ୍ରାର୍ଥୀ କଲେ ନାମାଙ୍କନ ପ୍ରତ୍ୟାହାର 

ଦିଗପହଣ୍ଡି,୧୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ, ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ  ଅନୁଷ୍ଠିତ ହେବ। ସମୁଦାୟ ୫ ପଦବୀ ପାଇଁ ୧୦…

ରନ୍ଧନ ଗ୍ୟାସ୍‌ର ଅଚଳାବସ୍ଥା ନେଇ ଗର୍ଜିଲା କଂଗ୍ରେସ

ନୂଆପଡ଼ା,୧୩ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ରନ୍ଧନ ଗ୍ୟାସକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥାକୁ ନେଇ ଶୁକ୍ରବାର ଜିଲା କଂଗ୍ରେସ ପକ୍ଷରୁ ପ୍ରତିବାଦ କରାଯାଇଛି। ଜିଲା କଂଗ୍ରେସ କମିଟି ସଭାପତି ଘାସିରାମ ମାଝିଙ୍କ ନେତୃତ୍ୱରେ…

ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ

ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା ବେଳେ ବୋଝିଆ ଗୋଡ଼ ଖସି ମୁଣ୍ଡ…

ଗର୍ଭବତୀ ଅଛନ୍ତି କି ନୀନା ଗୁପ୍ତା: ନିଜେ ମୁହଁ ଖୋଲିଲେ

ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତା ଆଜିକାଲି ଚର୍ଚ୍ଚାରେ ଅଛନ୍ତି। କିଏ କିଏ କହୁଛନ୍ତି ସେ କୁଆଡ଼େ ଗର୍ଭବତୀ ଅଛନ୍ତି। ଏସବୁ ଚର୍ଚ୍ଚା ମଧ୍ୟରେ ନୀନା ମୁହଁ ଖୋଲିଛନ୍ତି। ଏବେ ଏତିକି ଶୁଣିବା ବାକି ଥିଲା।…

କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ୍‌ ଧରାକୋଟ ୟଙ୍ଗ କ୍ରିକେଟ କ୍ଲବ…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands for Grantsର ଉତ୍ତର ଦେବାକୁ ଛିଡା ହୋଇଥିବାବେଳେ ବିରୋଧୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା…

ଆତ୍ମସମର୍ପଣ କରିବ ଇରାନ: ରାଷ୍ଟ୍ରପତି ଟ୍ରମ୍ପଙ୍କ ସାହସିକ ଦାବି

ଓ୍ବାଶିଂଟନ୍‌,୧୩।୩:ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ G7 ନେତାଙ୍କ ସହ ଏକ ଭର୍ଚୁଆଲ ବୈଠକ କରିଛନ୍ତି। ଏହି ବୈଠକ ସମୟରେ ଇରାନ ଏବେ ଆତ୍ମସମର୍ପଣ କରିବାକୁ ଯାଉଛି। ଇରାନର ସ୍ଥିତି ଦୁର୍ବଳ ହୋଇଯାଇଛି ଏବଂ ସଂଘର୍ଷର ଫଳାଫଳ ଏବେ ସ୍ପଷ୍ଟ ହେବାରେ ଲାଗିଛି…

ମୁଖ୍ୟ ନିର୍ବାଚନ କମିଶନରଙ୍କୁ ପଦବୀରୁ ହଟାଇବା ପାଇଁ ନୋଟିସ୍‌

ନୂଆଦିଲ୍ଲୀ,୧୩ା୩: ଶୁକ୍ରବାର ବିରୋଧୀ ଦଳ ସଂସଦର ଉଭୟ ଗୃହ, ଲୋକ ସଭା ଏବଂ ରାଜ୍ୟ ସଭାରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ତାଙ୍କ ପଦବୀରୁ ହଟାଇବା ପାଇଁ ନୋଟିସ୍‌ କରିଛନ୍ତି। ଏହି ନୋଟିସ୍‌ରେ ୧୯୩ ଜଣ ଏମ୍‌ପିଙ୍କ ଦସ୍ତଖତ ରହିଥିବାବେଳେ…

ଯୁଦ୍ଧର ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତର ସାହାଯ୍ୟ ମାଗିଲା ଇରାନ, ବଡ଼ ପ୍ରତିଶ୍ରୁତି ଦେଇ ଜୟଶଙ୍କର କହିଲେ ଆମେ…

ନୂଆଦିଲ୍ଲୀ/ତେହରାନ,୧୩ା୩: ଯୁଦ୍ଧର ଘଡ଼ିସନ୍ଧି ମୁହୂର୍ତ୍ତରେ ଭାରତର ସାହାଯ୍ୟ ମାଗିଛି ଇରାନ।  ବର୍ତ୍ତମାନର ଆଞ୍ଚଳିକ ଏବଂ ଅନ୍ତର୍ଜାତୀୟ ପରିସ୍ଥିତି ଉପରେ ଇରାନ ଏବଂ ଭାରତ ଉଚ୍ଚସ୍ତରୀୟ ଆଲୋଚନା କରିଛନ୍ତି। ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ୍‌.…

କୂଟନୈତିକ ‘ଚୌକା’ ଲଗାଇଲେ ଜୟଶଙ୍କର: ଗ୍ୟାସ୍‌ ସଙ୍କଟ ମଧ୍ୟରେ ଇରାନକୁ ଫୋନ କରି…

ନୂଆଦିଲ୍ଲୀ,୧୩।୩: ଇରାନ ସହିତ ଜଡିତ ବିବାଦ ସମ୍ପର୍କରେ ଭାରତ ଏବେ ଅତ୍ୟନ୍ତ ସକ୍ରିୟ ହୋଇଛି। ଗ୍ୟାସ ସଙ୍କଟ ଏବଂ ଫସି ରହିଥିବା ଜାହାଜର ସମସ୍ୟା ମଧ୍ୟରେ ଇରାନ ଏବଂ ଭାରତ ମଧ୍ୟରେ ନୂତନ ଆଲୋଚନା ହୋଇଛି। ଇରାନ ଏବଂ ଆମେରିକା ମଧ୍ୟରେ…

ଇରାନର ‘ମାଷ୍ଟରମାଇଣ୍ଡ’ ଅଲି ଜାଫରୀ: ଯାହାଙ୍କ ରଣନୀତି ଆଗରେ ଫେଲ୍ ମାରିଲା ଆମେରିକା-ଇସ୍ରାଏଲର ‘ଅପରେସନ ଏପିକ ଫ୍ୟୁରୀ’!

ତେହରାନ୍‌,୧୩।୩: ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ମିଳିତ ଭାବେ ଇରାନ ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲେ। ଏଥିରେ ଇରାନର ସର୍ବୋଚ୍ଚ ନେତା ଆୟାତୁଲ୍ଲା ଖାମେନେଇଙ୍କ ସମେତ ସମସ୍ତ ଶୀର୍ଷ ସାମରିକ କମାଣ୍ଡର ନିହତ ହୋଇଥିଲେ। କିନ୍ତୁ ଆଶ୍ଚର୍ଯ୍ୟର…

ଶେଷରେ ମୁଣ୍ଡ ନୁଆଁଇଲେ ଟ୍ରମ୍ପ: ନିଜ ଖେଳରେ ନିଜେ ଫସିଗଲେ, ମିଳିଲା ବଡ଼ ପ୍ରମାଣ

ଓ୍ବାଶିଂଟନ୍‌,୧୩।୩: ଆଜି ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ସଂଘର୍ଷର ୧୪ତମ ଦିନ। ଯୁଦ୍ଧର ପ୍ରଥମ ଦିନରୁ ଆମେରିକା ଏହାର ଆସନ୍ନ ବିଜୟ ସମ୍ପର୍କରେ ବିଭିନ୍ନ ଦାବି କରିଆସୁଛି। ସର୍ବୋଚ୍ଚ ନେତା ଖାମେନେଇଙ୍କ ମୃତ୍ୟୁ ପରେ ଏହା ଦୃଢ଼ ଭାବରେ କୁହାଯାଇଥିଲା…

୨୦୨୭ ବିଶ୍ୱକପ୍ ଉପରେ BCCIର ନଜର: ରୋହିତ-ବିରାଟଙ୍କୁ ନେଇ ବଡ଼ ପ୍ଲାନ୍!

ମୁମ୍ବାଇ,୧୩।୩: ଟି-୨୦ ବିଶ୍ୱକପ୍ ସଫଳତା ପରେ ଏବେ ବିସିସିଆଇର ପରବର୍ତ୍ତୀ ଟାର୍ଗେଟ୍ ହେଉଛି ୨୦୨୭ ଦିନିକିଆ ବିଶ୍ୱକପ୍। ୨୦୧୧ ପରଠାରୁ ଦୀର୍ଘ ପ୍ରତୀକ୍ଷିତ ଏହି ଟ୍ରଫି ହାସଲ ପାଇଁ ରୋହିତ ଶର୍ମା ଓ ବିରାଟ କୋହଲିଙ୍କୁ ନେଇ ଏକ ସ୍ୱତନ୍ତ୍ର ରଣନୀତି…

ବିନା କାରଣରେ ସମ୍ପୂର୍ଣ୍ଣ ବ୍ୟବସାୟିକ ଆକାଉଣ୍ଟ ସିଜ୍ କରିପାରିବନି ପୋଲିସ: ହାଇକୋର୍ଟ

କଟକ, ୧୩।୩: ସକ୍ରିୟ ବ୍ୟବସାୟ ଅନୁଷ୍ଠାନର ସମ୍ପୁର୍ଣ୍ଣ ପାଣ୍ଠିକୁ ସିଜ୍ କରିପାରିବନି ପୋଲିସ୍। ଏକ ମାମଲାର ଶୁଣାଣି କରିବା ମସୟରେ ଏଭଳି ଗୁରୁତ୍ବପୁର୍ଣ୍ଣ ରାୟ ଶୁଣାଇଛନ୍ତି ହାଇକୋର୍ଟ। ଅପରାଧିକ ତଦନ୍ତ ସମୟରେ ପୋଲିସ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍ କରିପାରିବ, କିନ୍ତୁ ବିନା…

ଯୁଦ୍ଧ ମଝିରେ ଟ୍ରମ୍ପଙ୍କୁ ଭୟଙ୍କର ଧମକ ଦେଲା ଇରାନ, କହିଦେଲା ଏମିତି, ଆମେରିକା ଛାନିଆ!

ଓ୍ବାଶିଂଟନ,୧୩।୩: ଆମେରିକା ଏବଂ ଇସ୍ରାଏଲ ଇରାନକୁ ଏକ ଭୟଙ୍କର ଧ୍ୱଂସାତ୍ମକ ଦୃଶ୍ୟ ଉପସ୍ଥାପନ କରିଛନ୍ତି ଯାହା ହୃଦୟ ବିଦାରକ। ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆହୁରି ଗଭୀର ହେଉଛି। ଇରାନର ଭିତ୍ତିଭୂମି, ତୈଳ ପ୍ଲାଣ୍ଟ, ସାମରିକ ଏବଂ ବାୟୁସେନା ଘାଟି ନଷ୍ଟ ହୋଇଯାଇଛି। ହର୍ମୁଜ୍‌…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri