୮ରେ ଭାରତ ବନ୍ଦ: ଉତ୍କଳ ବିଶ୍ୱବିଦ୍ୟାଳୟର ପରୀକ୍ଷା ବାତିଲ

ଭୁବନେଶ୍ୱର, ୭।୧(ବ୍ୟୁରୋ): ୧୨ ଦଫା ଦାବି ନେଇ ୧୦ଟି ଟ୍ରେଡ୍‌ ୟୁନିୟନ ପକ୍ଷରୁ ଆସନ୍ତା ୮ ତାରିଖରେ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ବୁଧବାର ଉତ୍କଳ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ପରୀକ୍ଷା ତାରିଖ ପୁନଃ ନିର୍ଘଣ୍ଟ କରାଯିବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ଶ୍ରମିକମାରଣ ନୀତି, ଜନବିରୋଧୀ ଓ ରାଷ୍ଟ୍ରବିରୋଧୀ ନୀତିକୁ ବିରୋଧ କରି ଟ୍ରେଡ୍‌ ୟୁନିୟନ୍‌ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା

ଭୁବନେଶ୍ୱର,୩।୫: ବଲାଙ୍ଗିର ଜିଲା ଖର୍ଲିକାନୀ ଗାଁର ରାସ୍ତାକଡରୁ ଉଦ୍ଧାର ହେଲା ନବଜାତ ଶିଶୁକନ୍ୟା। ଶୁକ୍ରବାର ସକାଳେ ଖର୍ଲିକାନ ଗାଁର ରାସ୍ତା କଡରେ ଛୁଆ କାନ୍ଦିବାର ଶୁଣାଯାଇଥିଲା।...

ଶେଷ ଦୁଇ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ବିଜେଡିର ୪୦ ଜଣିଆ ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର,୩।୫: ଆସନ୍ତା ସାଧାରଣ ନିର୍ବାଚନର ଶେଷ ଦୁଇ ପର୍ଯ୍ୟାୟ ପାଇଁ ଶୁକ୍ରବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀରେ ୪୦ ଡେଇଁଲା ତାତି

ଭୁବନେଶ୍ୱର,୩।୫: ୨୪ ଘଣ୍ଟାର ବ୍ରେକ୍‌ ପରେ ରାଜଧାନୀ ଭୁବନେଶ୍ୱରରେ ତାତି ୪୦ ଡିଗ୍ରୀ ଡେଇଁଛି। ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ୱରରେ ୪୧.୬ ଡିଗ୍ରୀ...

ଓଡିଶା ଆସୁଛନ୍ତି ମୋଦି, ୫ରେ ୩ବଡ଼ ନେତାଙ୍କ ହାଇଭୋଲଟେଜ ପ୍ରଚାର

ଭୁବନେଶ୍ୱରଳ,୩।୫: ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ଥିବାବେଳେ ଜୋରଦାର ପ୍ରଚାର ପାଇଁ ଲାଗି ପଡିଛନ୍ତି ୩ ଦଳ। ଅନ୍ୟପଟେ ଦଳର ହେଭିଓ୍ବେଟ ନେତା ବ୍ୟାକ୍‌...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

କଂଗ୍ରେସ ଶାସନକୁ ଆସିଲେ ଚାଷୀଙ୍କ ଋଣଛାଡ଼, ମହିଳାଙ୍କୁ ମାସିକ ମିଳିବ ୮,୫୦୦ ଟଙ୍କା: ଓଡ଼ିଶାରେ ରାହୁଲଙ୍କ ୫ ଗ୍ୟାରେଣ୍ଟି

ଭୁବନେଶ୍ୱର,୩।୫: ଶୁକ୍ରବାର ରାୟଗଡ଼ା ସମାବେଶକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଜନସଭାରେ ଓଡ଼ିଶାବାସୀଙ୍କୁ ୫ ଗ୍ୟାରେଣ୍ଟି କଥା କହିଛନ୍ତି। କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri