ସଦରରେ ଭାରତ ବନ୍ଦ ପ୍ରଭାବ: ରାସ୍ତାରେ ଅଟକି ରହିଛି ଗାଡ଼ି, ଯାତ୍ରୀ ହନ୍ତସନ୍ତ

ରାଇସୁଆଁ, ୮।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ରାସ୍ତାରେ ବହୁ ଯାନବାହନ ଛିଡ଼ା ହୋଇ ରହିଥିବା ବେଳେ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି। ଗାଡ଼ିଗୁଡ଼ିକ ଯୋଗୁ ସାଧାରଣ ଜନତା ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଆମ୍ବୁଲାନ୍ସଗୁଡ଼ିକ ଅଟକି ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର ମୁଖ୍ୟମନ୍ତ୍ରୀ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ପାଣି ସମସ୍ୟା ସମାଧାନ ନ କଲେ ଭୋଟ ବର୍ଜନ ଚେତାବନୀ

ଚିତ୍ରକୋଣ୍ଡା,୬।୫(କ୍ଷିରୋଦ ବେହେରା):ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ହେଡ୍‌କ୍ୱାର୍ଟର୍‌ ତଥା କଲୋନୀ ପାଖରେ ପାଣି ସମସ୍ୟାକୁ ନେଇ ଲୋକଙ୍କ ବିରୋଧ ପ୍ରଦର୍ଶନ ଚାଲିଛି। ଚିତ୍ରକୋଣ୍ଡାରେ ଥିବା ବାଲିମେଳା...

ଘରେ ଭୋଟ ଦେଲେ ୧୦୩ ବର୍ଷୀୟା ବୃଦ୍ଧା ଅନ୍ନପୂର୍ଣ୍ଣା

କୋରାପୁଟ,୬।୫(ଅମିତାଭ ବେହେରା): ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ହୋମ ଭୋଟିଂ (ଘରେ ମତଦାନ)। ବରିଷ୍ଠ ନାଗରିକ, ଭିନ୍ନକ୍ଷମମାନେ ମତଦାନ କେନ୍ଦ୍ରକୁ ନ...

ବିନା କାଗଜପତ୍ରରେ ଚାଲିଛି ଏକାଧିକ ଖାଦାନ

କୋରେଇ,୬।୫( ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ବିଭିନ୍ନ ବାଲି ଖାଦାନରୁ ଦୀର୍ଘ ଦିନ ହେବ ବ୍ୟବସାୟୀମାନେ ବିପୁଳ ମାତ୍ରାରେ...

ଜହର ପାଲଟିଛି ଜିଲାର ୭ ନଦୀ, ନାଳର ଜଳ

କେନ୍ଦ୍ରାପଡ଼ା, ୬।୫ (ଜଗନ୍ନାଥ ଧଳ); ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବାବେଳେ ଅନ୍ୟ ୩ ପାର୍ଶ୍ୱ ଜିଲାରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତ୍‌ସିଂହପୁର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri