ଏନ୍‌ଏଲ୍‌ସି କମ୍ପାନୀକୁ ବିରୋଧ, ମାଟିଖୋଳା କାର୍ଯ୍ୟ ବନ୍ଦ କଲେ ଅଞ୍ଚଳବାସୀ

ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ରେଙ୍ଗାଳି ତହସିଲ ତଲାବିରା କୋଇଡ଼ା ଖଣି ୧ ଓ ୨ ନମ୍ବର ଏନ୍‌ଏଲ୍‌ସି କମ୍ପାନୀ କୋଇଲା ଉତ୍ତୋଳନ କରିବା ନେଇ ସ୍ଥାନୀୟ ଅଞ୍ଚଳବାସୀ ଆରମ୍ଭରୁ ବିରୋଧ କରୁଥିଲେ। ଗୁରୁବାର ବଳପୂର୍ବକ ଭାବେ ପୋଲିସ ଫୋର୍ସ ମୁତୟନ କରି ମାଟି ଖୋଳା କାର୍ଯ୍ୟ ଆରମ୍ଭ ହୋଇଥିଲା। ମାତ୍ର ହଜାର ସଂଖ୍ୟାରେ ମହିଳା, ପୁରୁଷ ଘଟଣାସ୍ଥଳରେ ପହଞ୍ଚତ୍ କାମ ବନ୍ଦ କରି ଦେଇଛନ୍ତି। ଫଳରେ ଏଠାରେ ଉତ୍ତେଜନା ଲାଗିରହିଛି। ଏନ୍‌ଏଲସି କମ୍ପାନୀକୁ ବିରୋଧ କରି ପ୍ଲାକାର୍ଡ ଧରି ଶତାଧିକ ଲୋକ ରାଲିରେ ବାହାରି ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଜଙ୍ଗଲ ସୁରକ୍ଷା ପାଇଁ ଏହା ସତ୍ୟଗ୍ରହର ଆରମ୍ଭ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଜଙ୍ଗଲ ଆମର ଜୀବନ ଜୀବିକା। ତେଣୁ ଏଠାରେ କୋଇଲା ଖଣି କରାଯାଇ ପାରିବ ନାହିଁ, ଫେରିଯାଅ ବୋଲି ନାରାବାଜି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

ଆକାଶରୁ ସିଧା କାର ଉପରେ ଖସିଲା ବିମାନ, ଭାଇରାଲ ହେଲା ଭୟଙ୍କ ଭିଡ଼ିଓ

ଫ୍ଲୋରିଡା,୧୨।୧୨: ଏକ ବିମାନ ଆକାଶରୁ ଖସି ସିଧା ଏକ ଚଳନ୍ତା କାର ଉପରେ ପଡ଼ିଲା। ଆମେରିକାର ଫ୍ଲୋରିଡାରେ ଏକ ଭୟଙ୍କର ଘଟଣା ଘଟିଛି। ବିମାନଟି କାର...

Rajinikanth 75th Birthday: ୭୫ ବର୍ଷରେ ବି ରଜନୀକାନ୍ତଙ୍କ କ୍ରେଜ ଜାରି, ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୨।୧୨:ଆଜି ସୁପରଷ୍ଟାର ରଜନୀକାନ୍ତଙ୍କର ଜନ୍ମଦିନ । ସାଉଥ ସୁପରଷ୍ଟାର ରଜନୀକାନ୍ତ ତାଙ୍କ ଫିଲ୍ମ କ୍ୟାରିୟରରେ ଅନେକ ସୁପରହିଟ୍ ଫିଲ୍ମ ଭେଟି ଦେଇଆସୁଛନ୍ତି । ସାରା ବିଶ୍ବରେ...

ହେବ ତୃତୀୟ ବିଶ୍ୱଯୁଦ୍ଧ! ଚେତାବନୀ ଦେଲେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୨।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଶାନ୍ତି ଆଲୋଚନାରେ ପ୍ରାୟ ବିରକ୍ତ ହୋଇପଡିଲେଣି। ଅନେକ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ...

ପ୍ରଥମ ଥର ପାଇଁ ଚାଞ୍ଚଲ୍ୟକର ମର୍ଡର କଲା ChatGPT! ଘଟଣା ଜାଣିଲେ…

ନୂଆଦିଲ୍ଲୀ,୧୨।୧୨:  ବର୍ତ୍ତମାନ ସମୟରେ ଯୁବପିଢିଙ୍କ ମଧ୍ୟରେ ଚାଟଜିପିଟିର ଲୋକପ୍ରିୟତା ବଢ଼ିବାରେ ଲାଗିଛି । ହେଲେ ଏହାରି ଭିତରେ ଚାଟଜିପିଟିକୁ ନେଇ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି...

ଭାରତ ନିଜସ୍ୱ ବାୟୁ ମାନଦଣ୍ଡ ସ୍ଥିର କରିବ: ବିଶ୍ୱ ପ୍ରଦୂଷଣ ରାଙ୍କିଙ୍ଗକୁ ଗ୍ରହଣ କଲେନି ସରକାର

ନୂଆଦିଲ୍ଲୀ,୧୨।୧୨: ବିଭିନ୍ନ ସଂସ୍ଥା ଦ୍ୱାରା ପ୍ରକାଶିତ ବିଶ୍ୱ ବାୟୁ ଗୁଣବତ୍ତା ରାଙ୍କିଙ୍ଗଗୁଡ଼ିକୁ କୌଣସି ସରକାରୀ କର୍ତ୍ତୃପକ୍ଷ କରୁ ନାହାନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)ର ବାୟୁ...

ମାତ୍ର ୧୦୦ ଟଙ୍କାରେ ମିଳିବ ଟି-୨୦ ବିଶ୍ୱକପ ଟିକେଟ୍‌, କେଉଁଠି ଆଉ କେମିତି କରିବେ ବୁକିଂ ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୧୨: ICC ପୁରୁଷ ଟି-୨୦ ବିଶ୍ୱକପର ୧୦ମ ସଂସ୍କରଣ ଫେବୃଆରୀ ୭ ତାରିଖରେ ଆରମ୍ଭ ହେବ। ଏଥିରେ ଏକ ଗ୍ରୁପ ପର୍ଯ୍ୟାୟ, ଏକ ସୁପର ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri