ଗରିବ ଲୋକଙ୍କ ବିଦ୍ୟୁତ୍‌ କାଟିଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ: ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ) ବିଦ୍ୟୁତ୍‌ କାଟ୍‌ ନିଷ୍ପତ୍ତିକୁ କଂଗ୍ରେସ ବିରୋଧ କରିଛି। ଗରିବ ଲୋକଙ୍କ ଲାଇନ୍‌ କାଟିଲେ କଂଗ୍ରେସ ଆନ୍ଦୋଳନ କରିବ। କାହାରିକୁ ଗାଁକୁ ପୂରାଇ ଦିଆଯିବ ନାହିଁ। ମୁଣ୍ଡ ଉପରେ ପିଲାଙ୍କ ପରୀକ୍ଷା ଥିବାରୁ ଏହି ନିଷ୍ପତ୍ତି ବଦଳାଯାଉ ବୋଲି ଶୁକ୍ରବାର ବିଧାୟକ ସୁରେଶ ରାଉତରାୟ କହିଛନ୍ତି।

ପ୍ରକାଶଯୋଗ୍ୟ, ଜାନୁୟାରୀ ୧୬ ପରଠାରୁ ବିଦ୍ୟୁତ୍‌ ବକେୟା ଦେଇ ନ ଥିବା ଉପଭୋକ୍ତାଙ୍କ ବିଦ୍ୟୁତ୍‌ ବିଚ୍ଛିନ୍ନ କରାଯିବ। ଏଥିଲାଗି ୪୧୩ଟି ସ୍କ୍ବାଡ୍‌ ଗଠନ କରାଯାଇଛି। ୧୬ ତାରିଖରୁ ସ୍ବତନ୍ତ୍ର ଡ୍ରାଇଭ ଆରମ୍ଭ ହେବ। ବକେୟା ରଖିଥିବା ୧୧,୫୯୭ଟି ଗ୍ରାମକୁ ଚିହ୍ନଟ କରାଯାଇଛି। ସେସୁର ୨୦ ଡିଭିଜନରେ ଥିବା ଉକ୍ତ ଗ୍ରାମଗୁଡ଼ିକରେ ବିଦ୍ୟୁତ୍‌ କାଟ ଅଭିଯାନ ଆରମ୍ଭ ହେବ ବୋଲି ସେସୁ ସିଇଓ ଅରୁଣ ବୋଥ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ୧୪୯ ଛାତ୍ରୀଛାତ୍ରଙ୍କୁ ପଡିଲା ମହଙ୍ଗା, ମିଥ୍ୟା ଜାତିଗତ ପ୍ରମାଣପତ୍ର ଦେଇ…

ଖୋର୍ଦ୍ଧା,୧୯।୧୨ (ପ୍ରଭାତ ପାଣିଗ୍ରାହୀ): ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର ବୃତ୍ତି ଅର୍ଥ ହଡପ କରିଛନ୍ତି।...

ମଧୁମେହରେ ପ୍ରତି ୯ ସେକେଣ୍ଡରେ ଜଣଙ୍କର ମୃତ୍ୟୁ, 2050 ମସିହା ସୁଦ୍ଧା…

ନୂଆଦିଲ୍ଲୀ,୧୯ା୧୨: ଭାରତ ସମେତ ଅନେକ ପ୍ରମୁଖ ଦେଶ ପାଇଁ ମଧୁମେହ ଏକ ପ୍ରମୁଖ ସମସ୍ୟା ହେବାରେ ଲାଗିଛି । ଭାରତରେ ଏହି ରୋଗ ଏତେ ଦ୍ରୁତ...

୪୧ ବର୍ଷରେ ପୁଣି ମା’ ହେଲେ ଭାରତୀ: ଶୁଟିଂ ଯିବା ପୂର୍ବରୁ…

କମେଡିଆନ ଭାରତୀ ସିଂହ ପୁଣି ଥରେ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାରତୀ ତାଙ୍କର ଲୋକପ୍ରିୟ ଟିଭି ଶୋ ‘ଲାଫଟର୍‌...

ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ...

ପ୍ରାଇଭେଟ୍‌ ଚାକିରି କରୁଥିବା ଲୋକଙ୍କ ପାଇଁ ବଡ଼ଖବର: EPFO ନେଲା ବଡ଼ ପଦକ୍ଷେପ, ଏବେ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୧୯।୧୨: ଘରୋଇ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ବଡ଼ ଖବର ଆସିଛି। କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ EDLI ଯୋଜନା ସମ୍ପର୍କରେ ଏକ ବଡ଼ ଘୋଷଣା କରିଛି।...

ଘର ଲିପୁଥିଲେ ମହିଳା, ମାଡ଼ିଗଲା ଟ୍ରାକ୍ଟର, ଚାପି ହୋଇ…

ଚାନ୍ଦବାଲି,୧୯ା୧୨(ଅଶୋକ କୁମାର ପଣ୍ଡା): ଘର ଉପରେ ମାଡ଼ିଗଲା ଟ୍ରାକ୍ଟର। ଫଳରେ ଜଣେ ମହିଳା ଟ୍ରାକ୍ଟର ତଳେ ଚାପିହୋଇ ଗୁରୁତର ହୋଇଛନ୍ତି। ଏମିତି ଦୃଶ୍ୟ ଦେଖିବାକୁ ମିଳିଛି...

ଅଡ଼ୁଆରେ ମୋହନ ସରକାର: ତରବରିଆ ନିଷ୍ପତ୍ତି ବଢାଇଲା ଟେନ୍‌ସନ୍‌

ଭୁବନେଶ୍ୱର,୧୯।୧୨(ରବିନାରାୟଣ ଜେନା):ବିଧାନସଭାର ଶୀତକାଳୀନ ଅଧିବେଶନରେ ରାଜ୍ୟ ସରକାର ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ଉପବାଚସ୍ପତିଙ୍କ ଦରମା ବଢ଼ାଇବା ପାଇଁ ଯେଉଁ ବିଧେୟକ ଗୃହୀତ କରିଥିଲେ ତାହା...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri