ବ୍ରହ୍ମପୁର ଅଫିସ,୧୧ା୧-ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ଗତ ୬ ତାରିଖରେ ଫେରାର୍ ହୋଇଯାଇଥିବା ୧୩ ନାବାଳିକାଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ଉଦ୍ଧାର ହୋଇଥିଲେ। ଶୁକ୍ରବାର ଆଉ ୨ ଜଣଙ୍କୁ ସ୍ବତନ୍ତ୍ର ଟିମ ଉଦ୍ଧାର କରିଛି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଭୁବନେଶ୍ୱରର ଖଣ୍ଡଗିରି ଅଞ୍ଚଳରୁ ଓ ଅନ୍ୟ ଜଣେ କେନ୍ଦ୍ରାପଡ଼ାରୁ ଫେରୁଥିବା ବେଳେ ତାଙ୍କୁ କଟକ ବସଷ୍ଟାଣ୍ଡରୁ ଉଦ୍ଧାର କରାଯାଇଥିବା ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି। ଫେରାର୍ ନାବାଳିକାମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୬ ଜଣ ଉଦ୍ଧାର ହେଲେଣି। ଅନ୍ୟପକ୍ଷରେ ଘଟଣାର ୪ ଦିନ ପରେ ଆଉ ୭ ଜଣଙ୍କ ପତ୍ତା ଏ ଯାଏ ମିଳିପାରିନାହିଁ। ସେମାନେ ସେମାନେ କେଉଁଠି ଏବଂ କିପରି ଅଛନ୍ତି ତାହା ଅସ୍ପଷ୍ଟ ରହିଛି।
ସୂଚନାଯୋଗ୍ୟ, ଗତବର୍ଷ ୬ ନାବାଳିକା ଉତ୍କଳ ବାଳାଶ୍ରମରୁ ଚମ୍ପଟ ମାରିଥିଲେ। ସେମାନଙ୍କୁ ଅଦ୍ୟାବଧି ଉଦ୍ଧାର କରାଯାଇ ପାରିନାହିଁ। ଅସୁରକ୍ଷିତ ଭାବେ ଅନ୍ତେବାସୀମାନେ ବାଳାଶ୍ରମରେ ରହୁଥିବା ଯୋଗୁ ଏଭଳି ଘଟଣା ବାରମ୍ବାର ଘଟୁଛି। ଅନ୍ୟପକ୍ଷରେ ବାଳାଶ୍ରମର ପାଚେରି ନିର୍ମାଣ ପାଇଁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ସେଥିପ୍ରତି କେହି ଦୃଷ୍ଟି ନ ଦେବା ପରିତାର ବିଷୟ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...
ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...
ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
Archives


