ଏଇ ଭାରତରେ

ଜଣେ ଆଇଏଏସ୍‌ ଅଧିକାରୀ ନିଆରା ସେବା ମାଧ୍ୟମରେ ସମାଜରେ ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ବଦଳାଇ ଦେଇ ଉଦାହରଣ ସୃଷ୍ଟି କରିଛନ୍ତିି। ଏହି ଅଧିକାରୀ ଜଣଙ୍କ ହେଉଛନ୍ତି ରାଜସ୍ଥାନର ସହର ଭିତ୍ତିଭୂମି ବିକାଶ ପରିଯୋଜନା(ଆର୍‌ୟୁଆଇଡିପି)ର ନିର୍ଦ୍ଦେଶକ ଜିତେନ୍ଦ୍ର କୁମାର ସୋନି । ଏହା ପୂର୍ବରୁ ଜାଲୋର ଜିଲାପାଳ ଥିବା ସମୟରେ ସେ ‘ଚରଣପାଦୁକା ଅଭିଯାନ’ ଆରମ୍ଭ କରି ୧୫ ଦିନ ମଧ୍ୟରେ ଜିଲାରେ ଖାଲି ପାଦରେ ସ୍କୁଲ ଯାଉଥିବା ୩୦ ହଜାର ପିଲାଙ୍କୁ ଚପଲ ଯୋଗାଇ ଦେଇଥିଲେ। ତାଙ୍କର ଏହି ଅଭିଯାନକୁ ସାରା ରାଜ୍ୟରେ ଲାଗୁ କରାଯାଇ ଏବେ ସୁଦ୍ଧା ୧,୭୬,୦୦୦ ପିଲାଙ୍କୁ ଚପଲ ଯୋଗାଇଦିଆଗଲାଣି। ପାଲି ଜିଲାରେ ପ୍ରୋବେଶନାରୀ ଅଧିକାରୀ ଥିବାବେଳେ ସେ ‘ବିଦ୍ୟାପ୍ରବାହିନୀ’ଯୋଜନାରେ ସ୍କୁଲ ପିଲାମାନଙ୍କ ବସ୍‌ରେ ପ୍ରୋଜେକ୍ଟର ମାଧ୍ୟମରେ ଶିକ୍ଷା ସମ୍ବନ୍ଧୀୟ ଅଡିଓ ଓ ଭିଡିଓ ପ୍ରଦର୍ଶନ କରାଯିବାର ବ୍ୟବସ୍ଥା କରିଥିଲେ। ଏହି ଯୋଜନାରେ ଜିଲା କର୍ତ୍ତୃପକ୍ଷ ଏବଂ ସ୍ବେଚ୍ଛାସେବୀମାନେ ନିୟମିତ ସନ୍ଧ୍ୟାରେ ବସ୍ତିକୁ ଯାଇ ପିଲାମାନଙ୍କୁ ପଢାଉଥିଲେ। ଝଲାଓ୍ବାଡ ଜିଲାପାଳ ଥିବା ସମୟରେ ‘ରକ୍ତକୋଷ’ ଅଭିଯାନ ମାଧ୍ୟମରେ ଓ’ନେଗେଟିଭ ରକ୍ତ ସଂଗ୍ରହ କରି ପୀଡିତମାନଙ୍କୁ ଯୋଗାଇ ଦେଇ ଅନେକ ଜୀବନ ବଞ୍ଚାଇବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଚାକିରି ଛାଡ଼ି ଛତିଶଗଡ଼ର ଚାଷୀ ସମୀକ୍ଷା ଚନ୍ଦ୍ରକର ଟମାଟୋ ଓ ଅନ୍ୟାନ୍ୟ ପରିବା ଚାଷକରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି। ସମୀକ୍ଷା ଏମ୍‌ବିଏ ପାସ୍‌ କରିବା...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଦୁଇ ଦେଶ ଲୁଟୁଛନ୍ତି

ସମ୍ଭବତଃ ୨୦୨୫ ବର୍ଷଟି ସମସ୍ତଙ୍କର ମନେ ରହିବ, କାରଣ ଆମେରିକାର ରାଷ୍ଟ୍ରପତି ଏହି ବର୍ଷ ବୈଶ୍ୱିକ ବାଣିଜ୍ୟ ବ୍ୟବସ୍ଥାକୁ ଶେଷ କରିଦେଇଛନ୍ତି। କନ୍ତୁ ସତ କଥା...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri