Posted inଜାତୀୟ

ଏନ୍‌କାଉଣ୍ଟରରେ କୁଖ୍ୟାତ ହିଜବୁଲ ମୁଜାହିଦ୍ଦିନ ଜିଲା କମାଣ୍ଡର ନିହତ

ଡୋଡା,୧୫।୧: ଜମ୍ମୁ-କଶ୍ମୀରରେ ଭାରତୀୟ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଡୋଡାରେ ହୋଇଥିବା ଏନ୍‌କାଉଣ୍ଟରରେ କୁଖ୍ୟାତ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦିନର ଜିଲା କମାଣ୍ଡର ହାରୁନ ହାଫଜ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୁଧବାର ଡୋଡାରେ ଆତଙ୍କବାଦୀ ଲୁଚିରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀ ଖବର ପାଇଥିଲେ। ଏହାପରେ ଅପରାହ୍ନରେ ସୁରକ୍ଷାକର୍ମୀ ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍‌ କରିଥିଲେ। ଇତିମଧ୍ୟରେ ଆତଙ୍କବାଦୀ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳିଚାଳନା କରିଥିଲେ। ପରେ ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବରେ ପ୍ରତି ଆକ୍ରମଣ କରିଥିଲେ। ଏହି ଗୁଳିବିନିମୟରେ ହିଜବୁଲ ମୁଜାହିଦ୍ଦିନର ଜିଲା କମାଣ୍ଡରଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri