ପୃଥକ୍‌ ଦୁର୍ଘଟଣାରେ ୨ ଗୁରୁତର

ଦାରିଙ୍ଗବାଡ଼ି,୧୬।୧(ଡି.ଏନ୍‌.ଏ): ଗୋଟିଏ ପଟେ ୩୧ ତମ ଜାତୀୟ ସଡ଼କ ସୁରକ୍ଷା ଦିବସ ପାଳନ କରାଯାଇ ଜନସଚେତନତା କରାଯାଉଥିବାବେଳେ ଅନ୍ୟପଟେ ଦୁର୍ଘଟଣା ବଢୁଛି। ଗୁରୁବାର ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ୨ଟି ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇ ୨ ଜଣ ଗୁରୁତର ଆହତ ହେବାସହ ଜଣେ ଶିଶୁଙ୍କ ସମେତ ୫ଜଣ ଆହତ ହୋଇଛନ୍ତି। ଗୁରୁତରମାନେ ହେଲେ ବଡାଙ୍ଗିଆ ଗ୍ରାମର ଜିତୁ ବଳିଆରସିଂ ଏବଂ ଗାଙ୍ଗୁଲି ବଳିଆରସିଂ। ଜିତୁଙ୍କୁ ଦାରିଙ୍ଗବାଡ଼ି ମେଡିକାଲରେ ପ୍ରାଥମିକ ଚିକିତ୍ସା ପରେ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛଇ। ପୋଲିସ ଅଟୋ ଜବତ କରି ତଦନ୍ତ ଚଳାଇଛି। ୨ଟି ଯାକ ଅଟୋ ଦାରିଙ୍ଗବାଡ଼ି-ବ୍ରାହ୍ମଣୀଗଁା ରାସ୍ତା ଡୁଲୁରୀ ପାଇନବଣ ନିକଟ ଏବଂ ହେଲିପ୍ୟାଡ ପଡ଼ିଆ ନିକଟରେ ହୋଇଥିବା ପୋଲିସ ସୂତ୍ରରୁ ଜଣାପଡିଛି। ସେହିପରି ଦାରିଙ୍ଗବାଡ଼ି ଥାନା ଏବଂ କ.ନୂଆଗାଁ ଥାନା ସିମାବର୍ତ୍ତୀ ଲକଟି ଘାଟି ନିକଟରେ ଏକ ମାଲ୍‌ ବୋଝେଇ ଟ୍ରକ୍‌ (ନଂ.ଓଡି-୦୭ଜେ-୯୦୦୨) ଓଲଟି ଚାଳକ ସାମାନ୍ୟ ଆହତ ହୋଇଥିଲେ। ୫୯ ନଂ. ଜାତୀୟ ରାଜପଥରେ ଗାଡି ଚଳାଚଳ କିଛିସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା। ପୋଲିସ ପହଞ୍ଚତ୍ ଟ୍ରକଟିକୁ ରାଜପଥରୁ ହଟାଇବା ପରେ ଯାତାୟାତ ସ୍ବାଭାବିକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

‘ଜୁନ୍‌ ୪ରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି’: ପ୍ରଧାନମନ୍ତ୍ରୀ ମୋଦି

ବ୍ରହ୍ମପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ଜୁନ୍‌ ୪ରେ ଏଠାରେ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌ ଲେଖାଯାଇଛି। ଜୁନ୍‌ ୬ରେ ଭାଜପାର...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri