ଜଳିଗଲା ୮ ବଖରା

ତିହିଡ଼ି,୧୮।୧(ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ସୟା ପଞ୍ଚାୟତ ଅଧୀନ ବାଉଁଶବାଗ ଗ୍ରାମରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ଜଳିଯାଇଛି। ଗ୍ରାମର ଅଭିମନ୍ୟୁ ପାତ୍ର, ପ୍ରତାପ ପାତ୍ର ଓ ପଞ୍ଚାନନ ପାତ୍ରଙ୍କ ଘର ପୋଡ଼ି ଯାଇଛି। ଏଥିସହ ଗୋଟିଏ ବାଛୁରି ନିଆଁରେ ପୋଡ଼ି ଦଗ୍ଧ ହୋଇଯାଇଥିବାବେଳେ ୨ଟି ଗାଈ ଗୁରୁତର ହୋଇଛନ୍ତି। ଗୁହାଳେ ଦିଆଯାଇଥିବା ଧୂଆଁରୁ ନିଆଁ ଉଠି ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଇଛି। ତିହିଡ଼ିରୁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ଯାଇ ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବା...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri