AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା ମଧ୍ୟ ଦିଲ୍ଲୀର ଟ୍ରାଫିକ ଜାମରେ ଫସି…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ ଗୃହକୁ ମୁଲତବୀ ରଖାଯାଇଥିଲା। ଦ୍ୱିତୀୟ ଦିନ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ ହରାଉଥିବାରୁ ଏହାର ପୁନଃରୁଦ୍ଧାର ସହ ସୌନ୍ଦର୍ଯ୍ୟକରଣ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬ ଉଇକେଟରେ ପରାସ୍ତ କରିଛି। ଏହା ଜିମ୍ବାୱେର…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ କରିଦେଇଛନ୍ତି। ସେମାନେ ହେଲେ କଟକ ଜିଲାର…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର। ଆଗରେ ବାଉନ୍‌ସର ଶଟର ପକାଇ ଜଗି…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସବୁଠାରୁ ଆଶ୍ଚର୍ଯ୍ୟର କଥା ହେଉଛି, ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ପ୍ରେମିକା…

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା ପାଇବା ପୂର୍ବରୁ ନିଜର e-KYC ଏବଂ ବ୍ୟାଙ୍କ ସ୍ଥିତି ଯାଞ୍ଚ କରିନେବା ଜରୁରୀ।…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ ଏବେ ୪୩.୭ ପ୍ରତିଶତରେ ପହଞ୍ଚିଛି। ଗତ କିଛି ବର୍ଷ ମଧ୍ୟରେ ରାଜ୍ୟର ଖଣିଜ…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି ରକ୍ତାକ୍ତ ସଂଘର୍ଷ ସାରା ସହରରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ ‘ତୃତୀୟ ଲିଙ୍ଗ’ ବିକଳ୍ପକୁ ସାମିଲ କରାଯାଇଛି। ଏ ସମ୍ପର୍କରେ OPSC ପକ୍ଷରୁ ଏକ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ ପହଞ୍ଚିଛି। ଏହି ସମୟରେ ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା ଆୟ ୬.୯ ପ୍ରତିଶତ ବୃଦ୍ଧି…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା ଆରମ୍ଭ କରିବାକୁ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପଦକ୍ଷେପ ଚଳିତ ବର୍ଷ…

ବ୍ରିଟିଶ ରାଜ ପରିବାରକୁ ଲଜ୍ଜା, ପୂର୍ବତନ ରାଜକୁମାର ଗିରଫ

ନୂଆଦିଲ୍ଲୀ,୧୯ା୨: ବ୍ରିଟେନର ରାଜା ଚାର୍ଲସଙ୍କ ସାନ ଭାଇ ତଥା ପୂର୍ବତନ ରାଜକୁମାର ଆଣ୍ଡ୍ର୍ୟୁ ମାଉଣ୍ଟବ୍ୟାଟେନ-ୱିଣ୍ଡସର ଗୁରୁବାର ଗିରଫ ହୋଇଛନ୍ତି। ସରକାରୀ ପଦବୀରେ ଥାଇ ଅସଦାଚରଣ ବା କ୍ଷମତାର ଅପବ୍ୟବହାର କରିଥିବା ସନ୍ଦେହରେ ବ୍ରିଟିଶ ପୋଲିସ ତାଙ୍କୁ ହେପାଜତକୁ ନେଇଛି। ଉଲ୍ଲେଖଯୋଗ୍ୟ ଯେ,…

ନୂଆ ଜିଲା ଗଠନ ପାଇଁ ସରକାର ପ୍ରସ୍ତୁତ: ବିଧାନସଭାରେ ରାଜସ୍ୱ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୨: ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri