୭ ଲକ୍ଷ କୋଟି ଟଙ୍କା ବଢିଲା ଆଲଫାବେଟର ବଜାର ପୁଞ୍ଜୀକରଣ

ନୂଆଦିଲ୍ଲୀ,୧୯-୧: ଗୁଗଲର ମୂଳ କମ୍ପାନୀ ଆଲ୍‌ଫାବେଟର ବଜାର ପୁଞ୍ଜୀକରଣ ପ୍ରଥମଥର ଲାଗି ୧ ଟ୍ରିଲିୟନ ଡଲାର(୭୧ ଲକ୍ଷ କୋଟି ଟଙ୍କା) ଟପିଛି। ପ୍ରବାସୀ ଭାରତୀୟ ସୁନ୍ଦର ପିଚାଇ କମ୍ପାନୀର ସିଇଓ ହେବାର ଦେଢ ମାସ ପରେ ଆଲ୍‌ଫାବେଟର ବଜାର ପୁଞ୍ଜୀକରଣ ୧୨% ବଢିଥିବା ଦେଖାଯାଇଛି। ପିଚାଇ ୪ ଡିସେମ୍ବରରେ ଏହି କମ୍ପାନୀର ସିଇଓ ପଦବୀରେ ଅବସ୍ଥାପିତ ହୋଇଥିଲେ। ସେହି ସମୟରେ କମ୍ପାନୀର ବଜାର ପୁଞ୍ଜୀକରଣ ୬୪ ଲକ୍ଷ କୋଟି ଟଙ୍କା ରହିଥିଲା। ଆଲ୍‌ଫାବେଟର ସିଇଓ ହେବା ପରେ ପିଚାଇଙ୍କୁ ଆଗାମୀ ୩ ବର୍ଷରେ ପ୍ରାୟ ୧୭୬୨ କୋଟି ଟଙ୍କାର ପ୍ୟାକେଜ ମିଳିବ। କୌଣସି ସର୍ଚ୍ଚ ଇଞ୍ଜିନ କମ୍ପାନୀର ଉଚ୍ଚ ଅଧିକାରୀଙ୍କ ବର୍ଗରେ ଏହା ସବୁଠାରୁ ବଡ ହାରର ବେତନ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମସଲାରେ କୀଟନାଶକ ସମ୍ପର୍କିତ ସମସ୍ତ ଦାବିକୁ ଖଣ୍ଡନ କଲା ଏଫ୍‌ଏସ୍‌ଏସ୍‌ଏଆଇ

ନୂଆଦିଲ୍ଲୀ,୫।୫: ଭାରତୀୟ ମସଲାକୁ ନେଇ ଉପୁଯିତିବା ବିବାଦ ମଧ୍ୟରେ ସ୍ପତିକାରଣ ରଖିଛି ଖାଦ୍ୟ ନିରାପତ୍ତା ଏବଂ ମାନକ ପ୍ରାଧିକରଣ ଅଫ୍ ଇଣ୍ଡିଆ (ଏଫ୍‌ଏସ୍‌ଏସ୍‌ଏଆଇ)। ବିଭିନ୍ନ ଦେଶ...

ପିଆଜ ରପ୍ତାନି ଉପରୁ ହଟିଲା କଟକଣା

ଭୁବନେଶ୍ୱର,୫।୫(ଅନୁରାଧା ମହାରଣା): ଘରୋଇ ବଜାରରେ ପିଆଜ ଦରବୃଦ୍ଧିରେ ଲଗାମ ଲଗାଇବା ପାଇଁ କେନ୍ଦ୍ର ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ପୂର୍ବରୁ ପିଆଜ ରପ୍ତାନି ଉପରେ ସରକାର...

ଉତ୍କଳ ହସ୍ପିଟାଲରେ ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ

ଭୁବନେଶ୍ୱର,୫।୫ (ଅଭୟ ଦାଶ):ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ନୀଳାଦ୍ରି ବିହାରସ୍ଥିତ ଉତ୍କଳ ହସ୍ପିଟାଲରେ ରାଜ୍ୟର ପ୍ରଥମ କ୍ୟାଡେଭେରିକ୍‌ ଲିଭର ଟ୍ରାନ୍ସପ୍ଲାଣ୍ଟ ସର୍ଜରି ସଫଳତାର...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା...

ମାଲାବାରର ଅକ୍ଷୟ ତୃତୀୟା କଲେକ୍ସନ

ଭୁବନେଶ୍ୱର,୪।୫: ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ବହୁ ପ୍ରତୀକ୍ଷିତ ଅକ୍ଷୟ ତୃତୀୟା କଲେକ୍ସନ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶହୀଦ ନଗରସ୍ଥିତ ମାଲାବାରର ଏକ୍ସକ୍ଲୁସିଭ...

ଲାକ୍‌ମୀ ଏକାଡେମୀର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୪।୫: ଲାକ୍‌ମୀ ଏକାଡେମୀର ୨ୟ ବାର୍ଷିକ ଉତ୍ସବ ଶୁକ୍ରବାର ଶହୀଦ ନଗରସ୍ଥିତ ଏକାଡେମୀ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ଓଲିଉଡ୍‌ ଅଭିନେତ୍ରୀ ଶୀତଲ ପାତ୍ର...

ଖିମ୍‌ଜୀ ଜୁଏଲର୍ସର ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌

ଭୁବନେଶ୍ୱର,୪।୫ (ଅଭୟ ଦାଶ): ରାଜ୍ୟର ସର୍ବପୁରାତନ ତଥା ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ‘ଖିମ୍‌ଜୀ ଜୁଏଲର୍ସ’ର ବହୁ ପ୍ରତୀକ୍ଷିତ ଗ୍ରେଟ୍‌ ଅକ୍ଷୟ ତୃତୀୟା ସେଲ୍‌ର ଶୁଭାରମ୍ଭ ନିକଟରେ ହୋଇଯାଇଛି।...

ରଣଜିତ ମାଝିଙ୍କୁ ୧୧ତମ ଶାମ୍ଭବୀ ପୁରସ୍କାର

ଭୁବନେଶ୍ୱର,୪।୫: ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେଶନ (ବିଆଇପିଏଫ୍‌) ପକ୍ଷରୁ ଶୁକ୍ରବାର ଆୟୋଜିତ ୧୧ତମ ଶାମ୍ଭବୀ ପୁରସ୍କାର ବିତରଣ ଉତ୍ସବ ଭୁବନେଶ୍ୱରଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri