କାର୍ଯ୍ୟକାରୀ ହେଉନି କୋର୍ଟ ନିର୍ଦ୍ଦେଶ: ବରିଷ୍ଠ ନାଗରିକଙ୍କ କ୍ଷୋଭ

ବାଲିଆପାଳ, ୨୦।୧(ଡି.ଏନ.ଏ.)- କୋର୍ଟ ନିର୍ଦ୍ଦେଶ ପ୍ରଶାସନ କାର୍ଯ୍ୟକାରୀ କରୁ ନ ଥିବାରୁ ବାଲିଆପାଳ ବ୍ଲକ ସମେତ ଗ୍ରାମାଞ୍ଚଳରେ ବରିଷ୍ଠ ନାଗରିକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ବାଲିଆପାଳ ପୂର୍ତ୍ତ ବିଭାଗ ଡାକବଙ୍ଗଳାଠାରେ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସେମାନେ ଏହା ପ୍ରକାଶ କରିଛନ୍ତି।
୨୦୧୨ରେ ଲଙ୍ଗଳେଶ୍ୱର ବଜାରରୁ ଜବରଦଖଲ ଉଚ୍ଛେଦ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କେବଳ ରାସ୍ତା ପ୍ରଶସ୍ତୀକରଣ ପାଇଁ ନାମକୁମାତ୍ର ଉଚ୍ଛେଦ ହୋଇଥିଲା। ବଜାର ନିକଟ କାଳିଝାଟି ପଡ଼ିଆରେ ଏବେ ବେଆଇନ ଭାବେ ୨ରୁ ୩ ମହଲା ଗୃହ ନିର୍ମାଣ ହେଉଛି। ସେହିପରି ଲଙ୍ଗଳେଶ୍ୱର ମହାଦେବ ମନ୍ଦିର ଟ୍ରଷ୍ଟ ବୋର୍ଡ ପୁନର୍ଗଠନ ଓ କାର୍ଯ୍ୟକ୍ଷମ କରିବାକୁ ଦେବୋତ୍ତର କମିଶନଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ପ୍ରଶାସନ ତାହାକୁ କାର୍ଯ୍ୟକାରୀ କରିନାହଁି। କୋର୍ଟଙ୍କ ନିର୍ଦ୍ଦେଶ ଏବେ ଶୀତଳଭଣ୍ଡାରରେ ପଡ଼ିରହିଛି। ଏଥିପାଇଁ ଉଭୟ ନିର୍ଦ୍ଦେଶର ଅବମାନନା ନେଇ କୋର୍ଟରେ ମାମଲା କରାଯାଇଛି ବୋଲି ସ୍ଥାନୀୟ ବରିଷ୍ଠ ନାଗରିକ ମଞ୍ଚର ରାମଚନ୍ଦ୍ର ଦାସ, ଓଡ଼ିଶା ଦଳିତ ଅଧିକାର ମଞ୍ଚର ପ୍ରମୋଦ ପଟ୍ଟାୟତ, ଆମ୍ବେଦକର କଲ୍ୟାଣ ସମିତିର ରତ୍ନାକର ପଟ୍ଟାୟତ, ଇନ୍ଦ୍ରମୋହନ ପଟ୍ଟାୟତ, ଜୟକୃଷ୍ଣ ବେହେରା ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri