ବରଗଡ଼ ଅଫିସ,୨୦।୧: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଚୋରଗ୍ରୀଣ୍ଡୋଲା ଗ୍ରାମରେ ଅସହାୟ ଅବସ୍ଥାରେ ବୁଲୁଥିବା ଜଣେ ନାବାଳିକାଙ୍କୁ ସୋମବାର ଉଦ୍ଧାର କରାଯାଇଛି । ସ୍ବେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାରର଼ ସମ୍ପାଦକ ଅଶ୍ବିନୀ ତ୍ରିପାଠୀ ଗ୍ରାମବାସୀଙ୍କଠାରୁ ଏ ନେଇ ସୂଚନା ପାଇଥିଲେ। ପରେ ସେ ଜିଲା ଶିଶୁ ମଙ୍ଗଳ ସମିତିକୁ ଖବର ଦେଇଥିଲେ। ଖବରପାଇ ଚାଇଲ୍ଡ ଲାଇନ୍ ସଦସ୍ୟମାନେ ସେଠାକୁ ଯାଇ ନାବାଳିକାଙ୍କୁ ଜିଲା ଶିଶୁ ମଙ୍ଗଳ ସମିତିକୁ ଆଣିଥିଲେ। ତେବେ ନାବାଳିକା ଜଣକ କିଛି କହିପାରୁ ନ ଥିବା ତଥା ନୀରବ ରହୁଥିବା ଯୋଗୁ ତାଙ୍କ ପରିଚୟ ମିଳି ପାରି ନାହିଁ। ତାଙ୍କୁ ଚିକିତ୍ସା ଲାଗି ଜିଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ଜିଲା ଶିଶୁ ମଙ୍ଗଳ ସମିତିର ପରାମର୍ଶକ୍ରମେ ଚାଇଲ୍ଡ ଲାଇନ ଓ ସଖୀ ସଂସ୍ଥାର ସଦସ୍ୟମାନେ ଭିମସାର, ବୁର୍ଲା ଡାକ୍ତରଖାନାକୁ ନେଇଛନ୍ତି।
Posted inଆମ ଜିଲା ଖବର, ବରଗଡ଼ View All
ଓଲଟିଲା ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍
ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍ ପିଡିଏସ୍ ଚାଉଳ ବୋଝେଇ ଟ୍ରକ୍ ଭାରସାମ୍ୟ ହରାଇ...
ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ
ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...
ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ
ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...
RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ
ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...
ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା
ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...
ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ
ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...
ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି
ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...
ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ
ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...
Archives


