Posted inଜାତୀୟ

ବିଜେପି କାର୍ଯ୍ୟାଳୟ ତାଲା ଭାଙ୍ଗି ନିଜ ଦଳର ନାଁ ଲେଖିଲେ ମମତା

କୋଲକାତା,୩।୬: ପଶ୍ଚିମ ବଙ୍ଗରେ ‘ଜୟ ଶ୍ରୀ ରାମ’ ରାଜନୀତି ତେଜିବାରେ ଲାଗିଛି। ଦୁଇ ଦଳ ମଧ୍ୟରେ ପରସ୍ପର କାର୍ଯ୍ୟାଳୟ ଉପରେ ଦଖଲକୁ ନେଇ ଏବେ ବୟାନବାଜି ଆରମ୍ଭ ହୋଇଛି। ଉତ୍ତର ୨୪ ପ୍ରାଙ୍ଗନା ଜିଲାରେ ଥିବା ଭାଜପା କାର୍ଯ୍ୟାଳୟକୁ ଭାଙ୍ଗିବା ପାଇଁ ଖୋଦ ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀ ପହଞ୍ଚିଥିଲେ। ଏହି କାର୍ଯ୍ୟାଳୟ ତାଙ୍କର ହୋଇଥିବା ବେଳେ ଭାଜପା ଏହାକୁ ଦଖଲ କରିନେଇଛି ବୋଲି ଟିଏମ୍‌ସି ଦାବି କରିଛି। ମେ ୨୯ରେ ଉତ୍ତର ୨୪ ପ୍ରାଙ୍ଗନା ଜିଲାର ନୌହାଟିରେ ମମତା ଧାରଣାରେ ବସିବା ସହ ରାଲିକୁ ସମ୍ବୋଧିତ କରିଥିଲେ। ଏହାପରେ ଭାଜପା କାର୍ଯ୍ୟାଳୟରେ ପହଞ୍ଚି ତାଲା ଭାଙ୍ଗିବା ସହ କମଳା ରଙ୍ଗ ଲଗାଇଥିଲେ, ଏବଂ ପଦ୍ମ ଫୁଲର ଚିହ୍ନକୁ ଲିଭାଇ ଦେଇଥିଲେ। ଏହା ପରିବର୍ତ୍ତେ ନିଜ ଦଳର ଚିହ୍ନକୁ ଆଙ୍କିବା ସହ ସେଠାରେ ଟିଏମ୍‌ସିର ନାଁ ଲେଖି ଦେଇଥିଲେ। ଅପରପକ୍ଷରେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଭାଜପା ନେତା କୈଳାଶ ବିଜୟବର୍ଗୀୟ। ସେ କହିଛନ୍ତି, ମମତାଙ୍କ ମାନସିକ ସ୍ଥିତି ଠିକ୍‌ ନାହିଁ। ମୁଖ୍ୟମନ୍ତ୍ରୀଙ୍କ ଏଭଳି କାର୍ଯ୍ୟ ଆଶ୍ଚର୍ଯ୍ୟଜନକ ବୋଲି ବୈଳାଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri