Posted inଖେଳ

ମର୍ସିଡିଜ୍‌ ଚଲାଇ ହଠାତ୍‌ ମନ୍ଦିରରେ ପହଞ୍ଚିଲେ ଧୋନୀ

ରାଞ୍ଚି,୨୧।୧:ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ନିଜ ସହ ସହର ରାଞ୍ଚିରେ ପରିବାର ସହ ସମୟ ବିତାଉଛନ୍ତି। ଆଇପିଏଲ ପୂର୍ବରୁ ସେ କ୍ରିକେଟ ଅଭ୍ୟାସ କରିବା ମଧ୍ୟ ଆରମ୍ଭ କରିଦେଇଛନ୍ତି। ନିକଟରେ ସେ ତମାଡସ୍ଥିତ ଦେଓଡି ବନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ହଠାତ୍‌ ଧୋନୀଙ୍କୁ ମନ୍ଦିରରେ ଦେଖି ଲୋକଙ୍କ ଭିଡ ଜମିଥିଲା। ଧୋନୀଙ୍କ ସହ ପ୍ରାଶଂସକମାନେ ସେଲ୍‌ଫି ମଧ୍ୟ ନେଇଥିଲେ। ପୂର୍ବରୁ ଅନେକଥର ସେ ଦେଓଡି ମନ୍ଦିର ନିଜ ହମର ଗାଡିରେ ଆସୁଥିବାବେଳେ ଏଥର ସେ ମର୍ସିଡିଜ୍‌ ଚଲାଇ ମନ୍ଦିରରେ ପହଞ୍ଚିଥିଲେ। ଧୋନୀ ଯେବେ ବି ରାଞ୍ଚିରେ ରୁହନ୍ତି ସେବେ ସେ ଦେଓଡି ମନ୍ଦିର ମଥା ଟେକିବା ପାଇଁ ଆସିଥାନ୍ତି। ସୂଚନାଯୋଗ୍ୟ, ଧୋନୀଙ୍କ ଅବସରକୁ ନେଇ ଚର୍ଚ୍ଚା ଚାଲିଥିବାବେଳେ ନିକଟରେ ତାଙ୍କ ବିସିସିଆଇର ବାର୍ଷିକ ଚୁକ୍ତିରୁ ବାଦ୍‌ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି...

ସାଥ୍‌ ଦେଉନି ଋତୁରାଜଙ୍କ ଭାଗ୍ୟ: ଏଥର୍‌ ବି ଫେଲ୍‌

ନୂଆଦିଲ୍ଲୀ,୫।୫: ନୂଆ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାଇକୱାଡଙ୍କ ଭାଗ୍ୟ ଆଇପିଏଲ ୨୦୨୪ ରେ ବହୁତ ଖରାପ ହୋଇଛି। ସେ ବର୍ତ୍ତମାନ ପଞ୍ଜାବ କିଙ୍ଗ୍ସ...

ଯିଏ ଆଉଟ୍‌ କରିଥିଲେ, ତାଙ୍କୁ ବଡ଼ ଗିଫ୍ଟ ଦେଲେ କୋହଲି

ନୂଆଦିଲ୍ଲୀ,୫।୫: ଜଣେ ମହାନ ବ୍ୟାଟ୍ସମ୍ୟାନ ହେବା ବ୍ୟତୀତ ବିରାଟ କୋହଲି ମଧ୍ୟ ଜଣେ ବଡ଼ ହୃଦୟର ବ୍ୟକ୍ତି ଅଟନ୍ତି। କୋହଲି ତାଙ୍କ ଜର୍ସି ନୁର ଅହମ୍ମଦଙ୍କୁ...

ଟି -୨୦ ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଜାରି: ଏହି ଦିନ ଖେଳାଯିବ ଭାରତ-ପାକିସ୍ତାନ ମ୍ୟାଚ୍‌

ନୂଆଦିଲ୍ଲୀ,୫।୫: ଆଇସିସି ମହିଳା ଟି -୨୦ ବିଶ୍ୱକପ ୨୦୨୪ର କାର୍ଯ୍ୟସୂଚୀ ପ୍ରକାଶ କରିଛି। ଏହି ଟୁର୍ନାମେଣ୍ଟ ବାଂଲାଦେଶରେ ଆୟୋଜିତ ହେବ। ଭାରତୀୟ ମହିଳା ଦଳକୁ ଗ୍ରୁପ...

ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା; ନିଲମ୍ବନ କଲା NADA

ନୂଆଦିଲ୍ଲୀ,୫।୫: ଭାରତୀୟ ରେସଲର୍‌ ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ନ୍ୟାଶନାଲ ଆଣ୍ଟିଂ ଡୋପିଂ ଏଜେନ୍ସି(ଏନ୍‌ଏଡିଏ) ଅସ୍ଥାୟୀ ଭାବେ ତାଙ୍କୁ ନିଲମ୍ବିତ କରିଛି। ସେ ମାର୍ଚ୍ଚରେ...

‘ଦଳ ଚୟନରେ ଏଆଇ ବ୍ୟବହାର କରୁଛି ଇଂଲଣ୍ଡ’

ଲଣ୍ଡନ,୫୫: ମହିଳା କ୍ରିକେଟ ଦଳ ଚୟନରେ ଇଂଲଣ୍ଡ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବ୍ୟବହାର କରୁଛି ବୋଲି କହିଛନ୍ତି କୋଚ୍‌ ଜନ୍‌ ଲୁଇସ୍‌। ଚୂଡାନ୍ତ ଏକାଦଶ ଚୟନ...

ଆଇପିଏଲ୍‌ର ଅବଶିଷ୍ଟ ମ୍ୟାଚ ଖେଳିବେନି ମୟଙ୍କ ଯାଦବ,ଜାଣନ୍ତୁ କାରଣ…

ଲକ୍ଷ୍ନୌ, ୫ା୫: ପେସ୍‌ ସେନ୍‌ସେଶନ ମୟଙ୍କ ଯାଦବ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସର କୋଚ୍‌ ଜଷ୍ଟିନ ଲାଙ୍ଗର...

ଧୋନୀ ମୋ ବାପାଙ୍କ ଭଳି…କିଛି ଏଭଳି କହିଲେ…

ନୂଆଦିଲ୍ଲୀ,୪।୫: ୨୦୨୨ରେ ପ୍ରଥମ ଥର ଆଇପିଏଲ୍‌ ଖେଳିଥିବା ମଥିଶା ପଥିରାନା ନିଜର ବୋଲିଂକୁ ନେଇ ‘ବେବି ମଲିଙ୍ଗା’ ନାମରେ ଖ୍ୟାତ। ଶ୍ରୀଲଙ୍କା ଅଣ୍ଡର ୧୯ ଟିମ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri