Posted inଖେଳ

ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ କୋହଲି

ନୂଆଦିଲ୍ଲୀ, ୨୧।୧: ଅଧିନାୟକ ବିରାଟ କୋହଲି ଖେଳାଳିଙ୍କ ଉପରେ ଭରସା କରନ୍ତି ନାହିଁ ବୋଲି କହିଛନ୍ତି ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସମୟରେ ଏପରି ହେଉ ନ ଥିଲା। ସେ ସବୁ ଖେଳାଳିଙ୍କ ଉପରେ ଭରସା ରଖି ସୁଯୋଗ ଦେଉଥିଲେ ବୋଲି ସେହ୍ବାଗ କହିଛନ୍ତି। ଯଦି ଲୋକେଶ ରାହୁଲ ପାଞ୍ଚ ନମ୍ବରରେ ବ୍ୟାଟିଂ କରି ୪ଥର ବିଫଳ ଛେeନ୍ତି ତେବେ ତାଙ୍କ ସ୍ଥାନ ବଦଳାଇବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟ ଚେଷ୍ଟା କରୁଛି। କିନ୍ତୁ ଧୋନୀଙ୍କ ସମୟ ଏହା ଘଟୁ ନ ଥିଲା। ସେ ପ୍ରତି ଖେଳାଳିଙ୍କ ଦକ୍ଷତାକୁ ପଢିପାରୁଥିଲେ ଏବଂ ସେମାନଙ୍କୁ ସମୟ ଦେଉଥିଲେ ବୋଲି ସେହ୍ବାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

ଲକ୍ଷ୍ନୌରେ ଭୟଙ୍କର ବାୟୁ ପ୍ରଦୂଷଣ: ଟସ୍ ବିଳମ୍ବ, ମାସ୍କ ପିନ୍ଧି ହାର୍ଦ୍ଦିକଙ୍କ ଫଟୋ ଭାଇରାଲ

ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ର ଟସ୍ ଘନ କୁହୁଡ଼ି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri