ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା ପୂର୍ବରୁ ସ୍ଥାନୀୟ ଟାଉନ ହଲଠାରୁ ଜିଲାପାଳଙ୍କ…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି ରହିଛି। ମୋହସିନ ନକଭି ଏକ ପୋଷ୍ଟରେ…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ ଦି ନେସନ’ (MOTN) ସର୍ଭେ ଏହି…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ । ହାତୀ ଉପଦ୍ରବ ପାଇଁ ଚିନ୍ତାରେ ତାମଡା…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି ମେଳାକୁ ସୁରୁଖୁରୁରେ କରିବା ପାଇଁ ବିଏମ୍‌ସି…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ ପଦକ୍ଷେପ ଘୋଷଣା କରିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଟ୍ରମ୍ପ କାନାଡା ଉପରେ…

ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟ ଅନୁଯାୟୀ, ଆଜିର ଖାଦ୍ୟପେୟ କାଲିର ଅର୍ଥନୀତିକୁ ନିର୍ଧାରଣ କରିବ। ଅତ୍ୟଧିକ ପ୍ରକ୍ରିୟାକୃତ…

ୟୁରିଆ ଦର ବଢ଼ାଇବାକୁ ପ୍ରସ୍ତାବ; ଚାଷୀଙ୍କୁ ମିଳିପାରେ ସିଧାସଳଖ ସହାୟତା

ନୂଆଦିଲ୍ଲୀ,୩୦।୧: ବଢିବାକୁ ଯାଉଛି ୟୁରିଆ ଦାମ୍। ଦେଶରେ ୟୁରିଆ ସାରର ଅତ୍ୟଧିକ ବ୍ୟବହାର ରୋକିବା ଏବଂ ବଢ଼ୁଥିବା ସବ୍‌ସିଡି ବୋଝକୁ କମ୍ କରିବା ପାଇଁ ଏହାର ଖୁଚୁରା ମୂଲ୍ୟରେ ସାମାନ୍ୟ ବୃଦ୍ଧି କରିବାକୁ ଅର୍ଥନୈତିକ ସର୍ଭେ ରିପୋର୍ଟରେ ପ୍ରସ୍ତାବ ଦିଆଯାଇଛି। ଦୀର୍ଘ…

ଶିଳ୍ପ ଅଭିବୃଦ୍ଧିରେ ସଂଘବାଦ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦ା୧: ଘରୋଇ ସହାୟକମାନଙ୍କ ନିମନ୍ତେ ଏକ ବିସ୍ତୃତ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିବା ସହ ସର୍ବନିମ୍ନ ମଜୁରି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବା ଲାଗି ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି।…

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି । ଇନଷ୍ଟାଗ୍ରାମରେ ବିରାଟଙ୍କ ନାମ ସର୍ଚ୍ଚ କରିବା ପରେ ତାଙ୍କ ପ୍ରୋଫାଇଲ୍ ଦେଖାଯାଉନାହିଁ ।…

ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ ଆଡ଼କୁ ମୁହଁାଇଥିବା ଚଳିତ ଆର୍ଥତ୍କ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। ପରିମାଣ…

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ସୁନେତ୍ରା, ପ୍ରସ୍ତାବ ଦେବ ଏନ୍‌ସିପି

ମୁମ୍ବାଇ,୩୦।୧: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ତଥା ଏନ୍‌ସିପି ନେତା ଅଜିତ ପାଓ୍ବାରଙ୍କ ପରଲୋକ ପରେ ଦଳ ମଧ୍ୟରେ କ୍ଷମତା ଲଢ଼େଇ ଆରମ୍ଭ ହୋଇଛି। ଉପମୁଖ୍ୟମନ୍ତ୍ରୀ ପଦ ପାଇଁ ଅଜିତଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାରଙ୍କ ନାମ ପ୍ରସ୍ତାବ ଦେବାକୁ ଦଳ ବିଚାର…

ଶାନ୍ତି ଆଲୋଚନା ପାଇଁ ଜେଲେନସ୍କିଙ୍କୁ ମସ୍କୋ ନିମନ୍ତ୍ରଣ କଲା ରୁଷିଆ

ନୂଆଦିଲ୍ଲୀ,୨୯।୧: ଚାରି ବର୍ଷ ଧରି ଲାଗି ରହିଥିବା ରୁଷ-ୟୁକ୍ରେନ ଯୁଦ୍ଧର ଘଟିବ ଅନ୍ତ। ଏହି କ୍ରେମଲିନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ଶାନ୍ତି ଆଲୋଚନା ପାଇଁ ମସ୍କୋ ଆସିବାକୁ ରୁଷିଆ ପୁନର୍ବାର ନିମନ୍ତ୍ରଣ କରିଛି।…

ଓଡ଼ିଶାର ଆର୍ଥିକ ଅଭିବୃଦ୍ଧି: ଏତିକି ଟଙ୍କାକୁ ବଢିଗଲା ଲୋକଙ୍କ ମୁଣ୍ଡପିଛା ଆୟ

ଭୁବନେଶ୍ୱର,୨୯।୧: ଓଡ଼ିଶାର ଅର୍ଥନୈତିକ ପ୍ରଗତି କ୍ଷେତ୍ରରେ ଏକ ବଡ଼ ସଫଳତା ଦେଖିବାକୁ ମିଳିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ରାଜ୍ୟର ମୁଣ୍ଡପିଛା ନିଟ୍ ଘରୋଇ ଉତ୍ପାଦ ୧,୬୮,୯୬୬ ଟଙ୍କାରେ ପହଞ୍ଚିଛି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପିତ କରିଥିବା ଭାରତର ଅର୍ଥନୈତିକ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ: ଏହି କାମ ପାଇଁ ରାଜ୍ୟ ସରକାରଙ୍କୁ କଲେ ପ୍ରଶଂସା

ଭୁବନେଶ୍ୱର,୨୯।୧: ଗୁରୁବାର ଲୋକସେବା ଭାବନାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ବିଶ୍ବବ୍ୟାଙ୍କ ଅଧ୍ୟକ୍ଷ ଅଜୟ ବାଙ୍ଗା। ଓଡ଼ିଶାର ବିକାଶ ଧାରାକୁ ଆହୁରି ଗତିଶୀଳ କରିବା ଉପରେ ଉଭୟଙ୍କ ମଧ୍ୟରେ ହୋଇଛି ଆଲୋଚନା। ଏହି ଉଚ୍ଚସ୍ତରୀୟ ବୈଠକରେ ଓଡ଼ିଶାର ଦୀର୍ଘକାଳୀନ ବିକାଶ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri